ଜାତୀୟ

ଭିଭିଆଇପି ମୁଖ୍ୟ ମୁକେଶ ସାହାଣିଙ୍କ ପିତାଙ୍କୁ ନିର୍ମମ ହତ୍ୟା

ପାଟନା,୧୬।୭: ବିହାରର ପୂର୍ବତନ ସରକାରୀ ମନ୍ତ୍ରୀ ତଥା ଭିଭିଆଇପି ମୁଖ୍ୟ ମୁକେଶ ସାହାଣିଙ୍କ ପିତା ଜିତନ ସାହାଣିଙ୍କୁ ଦରଭଙ୍ଗାଠାରେ ହତ୍ୟା କରାଯାଇଛି। ମଙ୍ଗଳବାର ସକାଳେ ଘରେ ମୃତଦେହ ମିଳିବା ମାତ୍ରେ ଉତ୍ତେଜନା ଦେଖାଦେଇଥିଲା। ଏହି ହତ୍ୟାକାଣ୍ଡକୁ ଦରଭଙ୍ଗା ଏସଏସପି ଜଗୁନାଥ...

ଆଇଏଏସ୍‌ ପୂଜା ଖେଡ୍‌କରଙ୍କ କୌଣସି ଅକ୍ଷମତା ନାହିଁ

ପୁଣେ, ୧୬।୭:କ୍ଷମତାର ଅପବ୍ୟବହାର ସହ ୟୁପିଏସ୍‌ସି ନିଯୁକ୍ତି ନିୟମର ଉଲ୍ଲଂଘନ ମାମଲାକୁ ନେଇ ବିବାଦରେ ଘେରି ହୋଇ ରହିଥିବା ଟ୍ରେନି ଆଇଏଏସ୍‌ ଅଫିସର ପୂଜା ଖେଡ୍‌କରଙ୍କ ସମସ୍ୟା କମ୍‌ ହେବାର ନାଁ ନେଉନାହିଁ। ସୋମବାର ପୂଜାଙ୍କୁ ନେଇ ଏକ ନୂଆ...

ଆତଙ୍କବାଦୀଙ୍କ ଗୁଳିରେ ୪ ଯବାନ ଶହୀଦ

ଶ୍ରୀନଗର,୧୬।୭: ଆତଙ୍କବାଦୀମାନେ ଲଗାତାର ଜମ୍ମୁ କଶ୍ମୀରରେ ଶାନ୍ତି ଭଙ୍ଗ କରିବାକୁ ଚେଷ୍ଟା କରୁଛନ୍ତି। ସୋମବାର ଡୋଡା ଜିଲାର ଡୋସା ଜଙ୍ଗଲ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ହୋଇଥିବା ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୫ ଜଣ ସୁରକ୍ଷା କର୍ମୀ...

ରାଜ୍ୟ ସଭାରେ ଭାଜପା ସଦସ୍ୟ ସଂଖ୍ୟା ୮୬

ନୂଆଦିଲ୍ଲୀ,୧୬ା୭(ପି.ଟି.): ରାଜ୍ୟ ସଭାକୁ ମନୋନୀତ ୪ ସଦସ୍ୟ ରାକେଶ ସିହ୍ନା, ରାମ ଶକଲ, ସୋନାଲ ମାନସିଂ ଏବଂ ମହେଶ ଜେଠ୍‌ମାଲାନିଙ୍କ କାର୍ଯ୍ୟକାଳ ଶେଷ ହେବା ଫଳରେ ଉଚ୍ଚ ସଦନରେ ଭାଜପାର ସଦସ୍ୟ ସଂଖ୍ୟା ୮୬କୁ ହ୍ରାସ ପାଇଛି। ୨୪୫ ସଦସ୍ୟ ବିଶିଷ୍ଟ...

୩୨ ସପ୍ତାହର ଗର୍ଭ ନଷ୍ଟ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୧୬।୭: ୩୨ ସପ୍ତାହର ଗର୍ଭ ନଷ୍ଟ କରିବାକୁ ସୋମବାର ଦିଲ୍ଲୀ ହାଇକୋର୍ଟ ଜଣେ ୩୧ ବର୍ଷୀୟା ମହିଳାଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଅସ୍ବାଭାବିକ ଭ୍ରୂଣ ଯୋଗୁ ନିଜ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପ୍ରତି ବିପଦ ଥିବା ଦର୍ଶାଇ...

ଏନ୍‌ଇଇଟି-ୟୁଜି: ଏନ୍‌ଟିଏ ଆବେଦନର ଶୁଣାଣି ୧୮ରେ

ନୂଆଦିଲ୍ଲୀ,୧୬ା୭(ପି.ଟି.): ଶୁଣାଣିରେ ସୁବିଧା ପାଇଁ ବିଭିନ୍ନ ହାଇକୋର୍ଟରେ ବିଚାରାଧୀନ ଥିବା ଏନ୍‌ଇଇଟି-ୟୁଜି ବିବାଦ ମାମଲାଗୁଡ଼ିକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରିବା ନିମନ୍ତେ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆବେଦନ କରିଥିଲା। ଏନେଇ ସର୍ବୋଚ୍ଚ ଅଦାଲତ ସୋମବାର ଘରୋଇ ପକ୍ଷଗୁଡ଼ିକୁ ନୋଟିସ ଜାରି କରିଛନ୍ତି।...

୧୯ରେ ସିୟୁଇଟି-ୟୁଜି ପୁନଃପରୀକ୍ଷା

ନୂଆଦିଲ୍ଲୀ,୧୬ା୭: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା କରିଛି। ଏହି ଛାତ୍ରୀଛାତ୍ର ପରୀକ୍ଷା ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା...

ଭୋଜଶାଳାରୁ ମିଳିଛି ୯୪ ଭଗ୍ନ ମୂର୍ତ୍ତି

ଇନ୍ଦୋର/ନୂଆଦିଲ୍ଲୀ,୧୬ା୭: ମଧ୍ୟପ୍ରଦେଶର ବିବାଦୀୟ ଭୋଜଶାଳା-କମଲ-ମୌଲା ମସ୍‌ଜିଦ କମ୍ପ୍ଲେକ୍ସ ଉପରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ସୋମବାର ମଧ୍ୟପ୍ରଦେଶ ହାଇକୋର୍ଟର ଇନ୍ଦୋର ବେଞ୍ଚ୍‌ରେ ୨,୦୦୦ ପୃଷ୍ଠାର ବିଜ୍ଞାନସମ୍ମତ ସର୍ଭେ ରିପୋର୍ଟ ଦାଖଲ କରିଛି। ଉକ୍ତ ସ୍ଥାନରୁ ୯୪ରୁ ଊର୍ଦ୍ଧ୍ୱ ମୂର୍ତ୍ତି ମିଳିଥିବା...

ସଗାରେଟ୍‌ ଟାଣୁଥିବା ଏହି ଫଟୋ କ’ଣ ସୋନିଆ ଗାନ୍ଧୀଙ୍କର? ଜାଣନ୍ତୁ ଫଟୋ ପଛର ସତ୍ୟତା

ନୂଆଦିଲ୍ଲୀ,୧୫।୭: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ସିଗାରେଟ ଧରିଥିବା ଫଟୋ ସୋସିଆଲ ମିଡିଆରେ ବହୁଳ ଭାବରେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଦାବି କରୁଛନ୍ତି ଯେ, ଏହା ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଫଟୋ। ଏକ୍ସରେ ଭଗବା କ୍ରାନ୍ତି ନାମକ...

ଲେବଲ କ୍ରସିଂରେ କାର୍‌କୁ ଧକ୍କା ଦେଲା ଟ୍ରେନ୍‌

କୋଲକାତା,୧୫।୭: ପଶ୍ଚିମବଙ୍ଗ ଖରଦାହ ଏକ ଲେବଲ କ୍ରସିଂରେ ଏକ ଛାତିଥରା ଘଟଣା ଘଟିଛି। ଏକ କାର୍‌ ଲେବଲ କ୍ରସିଂ ଅତିକ୍ରମ କରି ଟ୍ରାକ ପାଖରେ ଛିଡ଼ା ହୋଇଥିଲା। ସେତିକିବେଳେ ଏକ ଟ୍ରେନ କାର୍‌କୁ ଧକ୍କା ଦେଇଥିଲା। ଫଳରେ କାର୍‌ଟି କିଛି...

ଟ୍ରମ୍ପଙ୍କ ଜୀବନ ବଞ୍ଚାଇଛନ୍ତି ଭଗବାନ ଜଗନ୍ନାଥ: ଜାଣନ୍ତୁ ଏମିତି କାହିଁକି କହିଲେ ଇସ୍କନ ଭକ୍ତ

କୋଲକାତା,୧୫।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ସାରା ବିଶ୍ୱରେ ଆଲୋଚନା ଚାଲିଛି। କେତେକ ଟ୍ରମ୍ପଙ୍କ ସୁରକ୍ଷା ସହ ଜଡିତ କର୍ମଚାରୀଙ୍କ ଉପରେ ପ୍ରଶ୍ନ ଉଠାଉଥିବା ବେଳେ ଅନ୍ୟମାନେ ଆକ୍ରମଣକାରୀଙ୍କ ବୟସ ବିଷୟରେ କହୁଛନ୍ତି।...

କେଦାରନାଥରୁ ୨୨୫ କିଲୋ ସୁନା ଚୋରି: ଶଙ୍କରାଚାର୍ଯ୍ୟ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ବୁରାରୀରେ କେଦାରନାଥ ମନ୍ଦିର ନିର୍ମାଣକୁ ନେଇ ଦେଶର ଅନେକ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବର୍ତ୍ତମାନ ଜ୍ୟୋର୍ତିମଠଙ୍କ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ଏ ସମ୍ପର୍କରେ ଏକ ବଡ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, କେଦାରନାଥରେ ଏକ ସୁନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri