ଜାତୀୟ

ରାଲି ପାଇଁ ତୃଣମୂଳକୁ ଅନୁମତି ଭାଜପାକୁ ମନା

କୋଲକାତା, ୬।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ରାଜ୍ୟରେ କ୍ଷମତା ଦଖଲ ପାଇଁ ଶାସକ ତୃଣମୂଳ ମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ଭାଜପା ପକ୍ଷରୁ ଶନିବାରଠାରୁ ପରିବର୍ତ୍ତନ ରଥଯାତ୍ରା ଆରମ୍ଭ ହେବାର ଥିଲା।...

ମାର୍ଚ୍ଚରେ ବରିଷ୍ଠ ନାଗରିକଙ୍କୁ ମିଳିବ କରୋନା ଟିକା!

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଲୋକ ସଭାରେ କହିଥିଲେ କି ସାଧାରଣ ବଜେଟରେ କରୋନା ଟିକାକରଣ ପାଇଁ ୩୫ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଯଦି ଆବଶ୍ୟକ ପଡେ ତେବେ ଏଥିପାଇଁ ଆହୁରି...

ଟିକାକରଣରେ ଭାରତ ଆଗରେ

ନୂଆଦିଲ୍ଲୀ, ୬।୨: କରୋନା ମହାମାରୀ ବିରୋଧରେ ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୃଥିବୀରେ ଟିକାକରଣ କ୍ଷେତ୍ରରେ ଭାରତ ଆଗୁଆ ରହିଛି। ଦେଶରେ ୨୧ ଦିନ ମଧ୍ୟରେ ୫୨ ଲକ୍ଷ ୯୦ ହଜାର ୪୭୪ ଜଣ ଲୋକଙ୍କୁ ଟିକାଦାନ...

ଘର ବଜେଟ ବି ବିଗାଡ଼ି ଦେଲେ ମୋଦି ସରକାର

ନୂଆଦିଲ୍ଲୀ, ୬।୨: ଦେଶରେ ବଢୁଥିବା ମହଙ୍ଗା ସ୍ଥିତିକୁ ନେଇ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛି। ଏସମ୍ପର୍କରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଲଗାତାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହି ମର୍ମରେ ଶନିବାର ଟୁଇଟ୍‌...

କୃଷକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ନମ୍ବର ମାଗୁଛନ୍ତି କୃଷକ ନେତା

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର କୃଷି ଆଇନର ବିରୋଧ କରି ଆଜକୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଆନ୍ଦୋଳନରେ ବସିଛନ୍ତି କୃଷକ । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ବି ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି...

୫୦ ହଜାର ଯବାନଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ନୂଆଦିଲ୍ଳୀ,୬।୨: କୃଷି ଆଇନକୁ ଫେରାଇନେବା ଏବଂ ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ୟାରେଣ୍ଟି ଦାବି କରି ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଶନିବାର ମଧାହ୍ନ ୧୨ଟା ଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚକାବନ୍ଦ ଡାକରା ଦିଆଯାଇଛି। ତେବେ ଦିଲ୍ଲୀ ଏନ୍‌ସିଆର୍‌ରେ ଏହା...

ୟୁପିଏସ୍‌ସି ପ୍ରିଲିମ୍‌ ପାଇଁ ଆଉ ଏକ ସୁଯୋଗ

ନୂଆଦିଲ୍ଲୀ, ୬ା୨: କୋଭିଡ୍‌ ଯୋଗୁ ଅକ୍ଟୋବର ୨୦୨୦ରେ ଅନୁଷ୍ଠିତ ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି) ପ୍ରିଲିମ୍‌ ପରୀକ୍ଷାରୁ ବଞ୍ଚିତ ହୋଇ ଶେଷ ସୁଯୋଗ ହରାଇଥିବା ଆଶାୟୀମାନଙ୍କୁ ଆଉ ଏକ ସୁଯୋଗ ମିଳିବ। ଏ ନେଇ କେନ୍ଦ୍ର ସରକାର ଶୁକ୍ରବାର...

ପରିବର୍ତ୍ତନ ନା ଧ୍ରୁବୀକରଣ

କୋଲକାତା/ନୂଆଦିଲ୍ଲୀ,୬ା୨: ତାରିଖ ଘୋଷଣା ହୋଇନି, ବିଗୁଲ ବଜାରୁ ତାତି କାହିଁରେ କ’ଣ । ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଶାସକ ଟିଏମ୍‌ସିର ଉଇକେଟ ନେଇ ରନ୍‌ ସଂଗ୍ରହରେ ବ୍ୟସ୍ତ ଭାଜପା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଜୟ ରଥକୁ...

‘ଆଇନରେ କଳା କେଉଁଠି କୁହ’

ନୂଆଦିଲ୍ଲୀ, ୬।୨(ପି.ଟି.): ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରାଯାଇ ତାହା ସ୍ଥାନରେ ବିସ୍ତୃତ ବିଚାର ବିମର୍ଶ କରି ନୂଆ ଆଇନ ଅଣାଯାଉ ବୋଲି ଶୁକ୍ରବାର ରାଜ୍ୟ ସଭାରେ ଶିବସେନା, ଶିରୋମଣି ଅକାଳୀ ଦଳ, ଏନ୍‌ସିପି, ସମାଜବାଦୀ ପାର୍ଟି ଏବଂ ବାମଦଳଗୁଡ଼ିକ...

ମହାପଞ୍ଚାୟତକୁ ବିପୁଳ ସମର୍ଥନ

ଶାମଲି (ୟୁପି), ୬।୨: ପ୍ରଶାସନର ନିଷିଦ୍ଧାଦେଶକୁ ଭ୍ରୂକ୍ଷେପ ନ କରି ଶୁକ୍ରବାର ଉତ୍ତରପ୍ରଦେଶର ଶାମଲିଠାରେ ହଜାର ହଜାର ଚାଷୀ କିଷାନ ମହାପଞ୍ଚାୟତରେ ଯୋଗଦେଇଛନ୍ତି। ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକଙ୍କ ସମର୍ଥନରେ ଏହି ମହାପଞ୍ଚାୟତର ଆୟୋଜନ କରାଯାଇଥିଲା। ଦୁଇଦିନ ପୂର୍ବରୁ କୋଭିଡ୍‌...

ହଲାଇଦେଲା ଟୁଇଟ୍‌

ନୂଆଦିଲ୍ଲୀ,୬ା୨: କୃଷି ଆଇନ ପ୍ରତ୍ୟାହାର ଦାବିରେ ଧାରଣାରେ ବସିଥିବା କୃଷକମାନଙ୍କୁ କଣ୍ଟକିତ ତାରବାଡ଼ ଦେଇ ଘେରିବା ଭାରତକୁ ଅନ୍ତର୍ଜାତୀୟ ଲଜ୍ଜା ଆଣିଦେଇଥିବାବେଳେ ସେଲିବ୍ରିଟିଙ୍କ ଟୁଇଟ୍‌ କେନ୍ଦ୍ର ସରକାରଙ୍କୁ ହଲାଇଦେଇଛି। ବିକ୍ଷୋଭକାରୀ ଚାଷୀଙ୍କ ମଧ୍ୟରେ ସରକାର ବିରୋଧୀ ହିଂସାର ବିଷମଞ୍ଜି ବୁଣିବା...

ଦଳଦଳ ହେଲେଣି ଦଳ

ନୂଆଦିଲ୍ଲୀ, ୬।୨(ପି.ଟି.): ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ ସଂଖ୍ୟା ୨୦୧୦ରୁ ୨୦୧୯ ମଧ୍ୟରେ ଦୁଇଗୁଣ ବୃଦ୍ଧି ପାଇଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ଅଣସ୍ବୀକୃତ ଦଳ ଅର୍ଥ ଯେଉଁମାନେ ନୂଆ ପଞ୍ଜୀକୃତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri