ଜାତୀୟ

ତାରବାଡ଼ରୁ ଛବି ମଳିନ

ନୂଆଦିଲ୍ଲୀ,୪ା୨: କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ଦେଶରେ ନାହିଁ ନ ଥିବା ଅଚଳାବସ୍ଥା ସୃଷ୍ଟି କରିଛି। ଏହି କୃଷକ ବିରୋଧୀ ଆଇନକୁ ପ୍ରତ୍ୟାହାର ସହ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ନିଶ୍ଚିତ କରିବା ଲାଗି ନୂଆ...

ରାମପୁର ଗସ୍ତରେ ପ୍ରିୟଙ୍କା: ପରସ୍ପର ସହ ମାଡ ହେଲା ଗାଡ଼ି

ନୂଆଦିଲ୍ଲୀ,୪ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସକାଳେ ଉତ୍ତର ପ୍ରଦେଶର ରାମପୁର ଗସ୍ତ କରିଛନ୍ତି । ତେବେ ଝାପୁଡ ରୋଡରେ ପ୍ରିୟଙ୍କାଙ୍କ ସହ ଥିବା ଅନ୍ୟ ଗାଡି ମଧ୍ୟରେ ମାଡ ହୋଇଥିଲେ ବି ସମସ୍ତେ ସୁରକ୍ଷିତ...

କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଭାରତ ଏହି ପଦକ୍ଷେପକୁ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ବୋଲି କହିଛି।...

ପୋଷ୍ଟିଂ ଅର୍ଡର ନ ଆସୁଣୁ ଜଏନିଂ

ଭୁବନେଶ୍ୱର,୪।୨(ବ୍ୟୁରୋ):ପୋଲିସ ବିଭାଗରେ ଏବେ ଅଜବ ଘଟଣା ନଜରକୁ ଆସିଛି। ଆଇନକାନୁନ, ନୀତିନିୟମ ପାଳନ ପାଇଁ କାର୍ଯ୍ୟ କରୁଥିବା ଏହି ବିଭାଗରେ ବଡ଼ ବ୍ୟତିକ୍ରମ ଘଟିଛି। ପଦୋନ୍ନତି ପାଇଥିବା କେତେଜଣ ବାବୁ ଗାଦି ଲୋଭରେ ନୀତିନିୟମକୁ ଜଳାଞ୍ଜଳି ଦେଇ ପୋଷ୍ଟିଂ ଅର୍ଡର...

ଚାଷୀଙ୍କ ସମର୍ଥନରେ ସେଲିବ୍ରିଟି

ନୂଆଦିଲ୍ଲୀ, ୩ା୨: ନୂତନ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ୨ ମାସ ହେଲା କୃଷକମାନେ ଆନ୍ଦୋଳନ ଚଳାଇଛନ୍ତି। ବର୍ତ୍ତମାନ ଆନ୍ଦୋଳନ ସମର୍ଥନରେ ବାହାରିଛନ୍ତି ଆମେରିକା ପପ୍‌ ଷ୍ଟାର ରିହାନା। ‘ଆମେ କାହିଁକି ଏ ବିଷୟରେ କଥା ହେଉନାହୁଁ, ହାସ୍‌ଟ୍ୟାଗ...

ଟିକେଟ୍‌ ମାଗିଲେ ମୋଦିଙ୍କ ଭାଣିଜୀ

ଅହମଦାବାଦ୍‌,୩।୧: ଗୁଜରାଟ ନଗର ନିର୍ବାଚନ ପାଇଁ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ଏହି ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଣିଜୀ ମଧ୍ୟ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ବଡ ଭାଇ...

ମୁମ୍ବାଇ ଲୋକଲ୍‌ ଟ୍ରେନ୍‌ର ଏକ ଫଟୋ ଦେଖି ଭାବପ୍ରବଣ ହେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ,୩।୧: ଲକଡାଉନ୍‌ ପରେ ମୁମ୍ବାଇ ଲୋକାଲ ଟ୍ରେନ ଫେବୃଆରୀ ୧ ତାରିଖରୁ ପୁନଃଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିୟମ ଅନୁଯାୟୀ କେବଳ ସ୍ଥାନୀୟ ଲୋକମାନେ ଯାତ୍ରା କରିପାରିବେ। ମୁମ୍ବାଇ ଲୋକାଲ ଟ୍ରେନ୍‌ ପୁନଃଆରମ୍ଭ ହେବା ସହିତ...

ଶୁଟିଂ ସେଟ୍‌ରେ ଲାଗିଲା ନିଆଁ

ମୁମ୍ବାଇ,୩।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏବଂ ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ର ସୁଟିଂ ବେଳେ ଗୋରେଗାଓଁ ସ୍ଥିତ ସେଟ୍‌ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ପାଖାପାଖି ୫୦ରୁ ୬୦ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ । ପ୍ରଭାସ ଏବଂ...

ପାଣି ବଦଳରେ ସାନିଟାଇଜର୍‌ ପିଇଦେଲେ କମିଶନର

ମୁମ୍ବାଇ,୩।୨: ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନର ଯୁଗ୍ମ କମିଶନର ରମେଶ ପାୱାର ବୁଧବାର ଦିନ ହଠାତ୍‌ ପାଣି ବଦଳରେ ସାନିଟାଇଜର ପିଇଦେଇଛନ୍ତି। ରମେଶ ପାଓ୍ବାର ବଜେଟ ଉପସ୍ଥାପନ କରିବାକୁ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଏହି ଘଟଣା ସହ ଜଡିତ...

ଅନଶନରେ ବସିଲେ ମୋଦିଙ୍କ ଭାଇ

ଲକ୍ଷ୍ନୌ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଆମାଉସି ବିମାନବନ୍ଦରରେ ଧାରଣାରେ ବସିଛନ୍ତି। ଲକ୍ଷ୍ନୌ ପୋଲିସ ତାଙ୍କ ସମର୍ଥକଙ୍କୁ ଗିରଫ କରିଥିବା ସେ ଅଭିଯୋଗ କରିଛନ୍ତି। ଯେଉଁ ପର୍ଯ୍ୟନ୍ତ ତାଙ୍କୁ ଛଡାଯିବ ନାହିଁ ସେ ଧାରଣାରେ ବସି ରହିବେ...

ଟୁଇଟରକୁ କେନ୍ଦ୍ର ସରକାରଙ୍କ ନୋଟିସ: ଆକାଉଣ୍ଟକୁ ଚାଲୁ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୧: ଟୁଇଟରକୁ କେନ୍ଦ୍ର ସରକାରଙ୍କ ଏକ ନୋଟିସ ଜାରି କରାଯାଇଛି। ହିଂସା ସୃଷ୍ଟି ପାଇଁ ବନ୍ଦ କରାଯାଇଥିବା ଆକାଉଣ୍ଟକୁ ପୁଣି ଚାଲୁ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ନିର୍ଦ୍ଦେଶ ଜାରି କରାଯାଇଛି। ଚାଷୀ ଆନ୍ଦୋଳନ ଆରମ୍ଭ ହେବାଠାରୁ ଦେଶରେ...

ରାହୁଲ ଗାନ୍ଧୀ ଚାହୁଁଛନ୍ତି ରାସ୍ତାରେ ଲଢେଇ ହେଉ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୩।୨: କୃଷକ ଆନ୍ଦୋଳନକୁ ନେଇ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ଭାଜପା ବର୍ଷିଛି। ଭାଜପା ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତି ଯେ, ରାହୁଲ ଗାନ୍ଧୀ ଚାହୁଁଛନ୍ତି ଯେ, ରାସ୍ତାରେ ଲଢେଇ ହେଉ, ଲୋକଙ୍କ ଉପରେ ଗୁଳି ଚାଳନା କରାଯାଉ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri