ଜାତୀୟ

ଟୁଇଟରକୁ କେନ୍ଦ୍ର ସରକାରଙ୍କ ନୋଟିସ: ଆକାଉଣ୍ଟକୁ ଚାଲୁ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୧: ଟୁଇଟରକୁ କେନ୍ଦ୍ର ସରକାରଙ୍କ ଏକ ନୋଟିସ ଜାରି କରାଯାଇଛି। ହିଂସା ସୃଷ୍ଟି ପାଇଁ ବନ୍ଦ କରାଯାଇଥିବା ଆକାଉଣ୍ଟକୁ ପୁଣି ଚାଲୁ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ନିର୍ଦ୍ଦେଶ ଜାରି କରାଯାଇଛି। ଚାଷୀ ଆନ୍ଦୋଳନ ଆରମ୍ଭ ହେବାଠାରୁ ଦେଶରେ...

ରାହୁଲ ଗାନ୍ଧୀ ଚାହୁଁଛନ୍ତି ରାସ୍ତାରେ ଲଢେଇ ହେଉ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୩।୨: କୃଷକ ଆନ୍ଦୋଳନକୁ ନେଇ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ଭାଜପା ବର୍ଷିଛି। ଭାଜପା ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତି ଯେ, ରାହୁଲ ଗାନ୍ଧୀ ଚାହୁଁଛନ୍ତି ଯେ, ରାସ୍ତାରେ ଲଢେଇ ହେଉ, ଲୋକଙ୍କ ଉପରେ ଗୁଳି ଚାଳନା କରାଯାଉ...

ଛାତ୍ର ତିଆରି କଲେ ୪ କେଜି ଓଜନର ହେଲିକପ୍ଟର

ଲକ୍ଷ୍ନୌ,୩।୨: ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇଆଇଟି) କାନପୁରର ଛାତ୍ର ଏବଂ ପ୍ରଫେସର ମିଳିତ ଭାବେ କେବଳ ୪ କେଜିରେ ଏକ ସୁନ୍ଦର ହାଲୁକା ହେଲିକପ୍ଟର ତିଆରି କରିଛନ୍ତି। ଏହା ବେଙ୍ଗାଲୁରୁରେ ଚାଲିଥିବା ହାଇବ୍ରିଡ୍‌ ଏୟାର ଶୋ’- ଏୟାର ଇଣ୍ଡିଆ ୨୦୨୧ରେ...

ଛେଳି ବ୍ୟାଙ୍କ, ଜାଣନ୍ତୁ କେମିତି ହୁଏ ଏହାର ପରିଚାଳନା

ମୁମ୍ବାଇ,୩।୨: ଛେଳିମାନଙ୍କର ବ୍ୟାଙ୍କ ଶୁଣିଲେ ନିଶ୍ଚିତ ଅଡୁଆ ଲାଗେ। କିନ୍ତୁ ଏପରି ଏକ ବ୍ୟାଙ୍କ ରହିଛି ମହାରାଷ୍ଟ୍ରରେ। ଏହି ବ୍ୟାଙ୍କକୁ ମହାରାଷ୍ଟ୍ରର ଅକୋଲା ଜିଲାରେ ଜଣେ କୃଷକ ଖୋଲିଛନ୍ତି। ଏହାର ପରିଚାଳନା ସାଂଘଭୀ ମୋହାଲି ଗାଁରୁ କରାଯାଉଛି। ଏହି ବ୍ୟାଙ୍କର...

ମହାପଞ୍ଚାୟତରେ ଗର୍ଜିଲେ ଟିକାଏତ: ଭାଙ୍ଗିଲା ସଭାମଞ୍ଚ

ଜିନ୍ଦ, ୩।୨: କୃଷି ଆଇନକୁ ବିରୋଧ କରି ହରିୟାଣାର ଜିନ୍ଦଠାରେ ବୁଧବାର ଅନୁଷ୍ଠିତ ହୋଇଥିବା ମହାପଞ୍ଚାୟତରେ କୃଷକ ନେତା ରାକେଶ ଟିକାଏତ କେନ୍ଦ୍ର ସରକାରଙ୍କ ଉପରେ ଗର୍ଜିଛନ୍ତି। ଏବେ କେବଳ କୃଷି ଆଇନକୁ ଫେରାଇ ନେବାକୁ କୁହାଯାଉଛି। ଯଦି କ୍ଷମତା...

୧୧୫ ନିଖୋଜ ଆନ୍ଦୋଳନକାରୀଙ୍କ ତାଲିକା ଜାରି କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାକୁ ନେଇ ପୋଲିସ ପକ୍ଷରୁ କେତେକ ଅଭିଯୁକ୍ତଙ୍କୁ ଧରିବା ଲାଗି ତଦନ୍ତ କରାଯାଉଛି। ଅପରପକ୍ଷରେ...

କୃଷକ ଆନ୍ଦୋଳନ ନେଇ ବିଦେଶରୁ ଟିପ୍ପଣୀ ସହ୍ୟ କରାଯିବ ନାହିଁ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକୁ ସମର୍ଥନ କରି ଆମେରିକା ପପ୍‌ ଷ୍ଟାର ରିହାନା, ପରିବେଶକର୍ମୀ ଗ୍ରେଟା ଥନବର୍ଗ, ପରିବେଶ କର୍ମୀ ଲିସିପ୍ରିୟା କଙ୍ଗୁଜମ୍‌, ପରିବେଶକର୍ମୀ ଜେମି...

ଟ୍ରାକ୍ଟର ରାଲି ହିଂସା: ହସ୍ତକ୍ଷେପ କରିବେନି ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧ କରି ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକର ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଆଇନ ନିଜ କାମ କରିବ ବୋଲି ଏହି ମାମଲାର ଶୁଣାଣି ସମୟରେ...

ଏହି ପରିବାରର ସମସ୍ତ ସଦସ୍ୟ ଚୋର, ଏମିତି ଉପାୟରେ କେବଳ ଚୋରି କରନ୍ତି ସୁନା

ମୁମ୍ବାଇ,୩।୨: ‘ଆମେ ସମସ୍ତେ ଚୋର’ ଏହା କୌଣସି ବଲିଉଡ୍‌ ଫିଲ୍ମର ଡାଏଲଗ୍‌ ନୁହେଁ, ଏହା ହେଉଛି ମୁମ୍ବାଇର ଏକ ପରିବାରର ନିରାଟ ସତ କାହାଣୀ। କାରଣ ଏହି ପରିବାରର ପ୍ରତ୍ୟେକ ସଦସ୍ୟ ଚୋର। ପୋଲିସ ସୂଚନାନୁଯାୟୀ, ଏହି ପରିବାର ନାଁରେ...

ମିଶନ ପଶ୍ଚିମବଙ୍ଗ: ମେଗା ରାଲିରେ ଯୋଗଦେବେ ମୋଦି

କୋଲକାତା, ୩।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ । ଏନେଇ ଭାଜପା ପକ୍ଷରୁ ଏକ ମେଗା ରାଲିର ଆୟୋଜନ କରାଯାଉଛି। ଶାସକ ତୃଣମୂଳ କଂଗ୍ରେସକୁ କ୍ଷମତା ଚ୍ୟୁତ କରିବା ଲାଗି ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଲି ହେବ। ମାର୍ଚ୍ଚ ୫...

ଚାଷୀଙ୍କ ସହିତ ନୁହେଁ ଚାଇନା-ପାକିସ୍ତାନ ସହ ଯୁଦ୍ଧ କଲେ ମିଳିବ ଲାଭ: ଗୁଲାମ୍‌ ନବୀ

ନୂଆଦିଲ୍ଲୀ, ୩।୨: କୃଷି ଆଇନ ନେଇ କଂଗ୍ରେସ ରାଜ୍ୟ ସଭା ଏମ୍‌ପି ଗୁଲାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଚାଷୀଙ୍କ ସହିତ ଲଢ଼ିଲେ ସରକାରଙ୍କୁ କୌଣସି ଲାଭ ମିଳିବ ନାହିଁ। ଦେଶର ୧୩୦ କୋଟି...

କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ

ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଏରୋ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଏୟାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri