ଜାତୀୟ

ସୁଶାନ୍ତ ସିଂ ରାଜପୁତଙ୍କ ବନ୍ଧୁ ଋଷିକେଶଙ୍କୁ ଅଟକ ରଖିଲା ଏନ୍‌ସିବି

ମୁମ୍ବାଇ,୨ ।୨: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଯାଞ୍ଚ କଡାକଡି କରିଛି । ଏନ୍‌ସିବି ଏବେ ସୁଶାନ୍ତଙ୍କ ବନ୍ଧୁ ତଥା ସହାୟକ ନିର୍ଦ୍ଦେଶକ ଋଷିକେଶ...

କୋଭିଡ ନେଇଛି ୩୧୩ ଡାକ୍ତର, ନର୍ସ, ଆଶାକର୍ମୀଙ୍କ ଜୀବନ

ନୂଆଦିଲ୍ଲୀ,୨ ।୨: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ଏଥିରେ କୋଟି କୋଟି ଲୋକ ସଂକ୍ରମିତ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବି ଯାଇଛି । ଦେଶରେ...

ଅକାଳୀ ଦଳ ନେତା ସୁଖବୀରଙ୍କ ଉପରେ ଆକ୍ରମଣ

ଜଲାଲାବାଦ୍‌, ୨।୨: ପଞ୍ଜାବ ଜଲାଲାବାଦ୍‌ରେ ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି। ମଙ୍ଗଳବାର ସେ ନଗର ପରିଷଦ ନିର୍ବାଚନ ପାଇଁ ଅକାଳୀ ଦଳ ପ୍ରାର୍ଥୀଙ୍କର ନାମାଙ୍କନ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ...

ରାସ୍ତାରେ ଉଡ଼ିଲା ୫୦୦ ଟଙ୍କିଆ ନୋଟ୍‌

ଭୋପାଳ, ୨।୨: ଜାତୀୟ ରାଜପଥରେ ହଠାତ୍‌ ୫୦୦ ଟଙ୍କିଆ ନୋଟ୍‌ ଉଡ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଘଟଣା ରବିବାର ମଧ୍ୟପ୍ରଦେଶର ସିଓନି-ନାଗପୁର ରାଜପଥରେ ଘଟିଛି। କିଛି ଲୋକ କାର ବନେଟ୍‌ରେ ୨କୋଟି ଟଙ୍କା ଲୁଚାଇ...

ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୨ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ୨ ମାସ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି । ୨୬ ଜାନୁୟାରୀରେ କୃଷକଙ୍କ ଦ୍ୱାରା ଟ୍ରାକ୍ଟର ରାଲି ବାହାରିବା ପରେ...

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌...

ରାବଣଙ୍କ ଲଙ୍କାରେ ପେଟ୍ରୋଲ ଲିଟର ୫୧ ଟଙ୍କା ଥିବାବେଳେ ରାମଙ୍କ ଭାରତରେ ୯୩ ଟଙ୍କା : ସ୍ବାମୀଙ୍କ କଟାକ୍ଷ

ନୂଆଦିଲ୍ଲୀ, ୨।୨: ଦେଶରେ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦାମ୍‌ ନେଇ ଭାଜପାର ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ଯେ,ରାବଣଙ୍କ ଲଙ୍କାରେ ପେଟ୍ରୋଲ...

ଅପହୃତା ନାବାଳିକାଙ୍କୁ ଖୋଜିବା ପାଇଁ ପୋଲିସ ମାଗୁଛି ପେଟ୍ରୋଲ !

ଲକ୍ଷ୍ନୌ, ୨।୨: ଉତ୍ତରପ୍ରଦେଶର କାନପୁର ଜିଲାରେ ଗୁଡ଼ିଆ ନାମ୍ନୀ ଜଣେ ଦିବ୍ୟାଙ୍ଗ ମହିଳା ପୋଲିସ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ନାବାଳିକା ଝିଅଙ୍କୁ ଗତ ମାସରେ ଜଣେ ସମ୍ପର୍କୀୟ ଅପହରଣ କରିନେଇଥିବା ସେ କହିଛନ୍ତି। ତେବେ ଏନେଇ...

କାନ୍ଥ ନୁହେଁ ସମ୍ପର୍କର ସେତୁ ସ୍ଥାପନ କରନ୍ତୁ ସରକାର: ରାହୁଲ

ନୂଆଦିଲ୍ଲୀ, ୨।୨: କୃଷି ଆଇନ ନେଇ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକାରୀ ଯେଭଳି ଦିଲ୍ଲୀରେ ପ୍ରବେଶ ନ କରିପାରିବେ ସେଥି ପାଇଁ ଗାଜିପୁର ଏବଂ ଟିକିରି ସୀମାରେ ବ୍ୟାରିକେଡିଂ କରାଯିବା ସହିତ ରାସ୍ତାରେ ଲୁହା...

କୃଷି ଆଇନ ନେଇ ରାଜ୍ୟସଭା ଅଚଳ

ନୂଆଦିଲ୍ଲୀ,୨।୨: କୃଷି ଆଇନକୁ ନେଇ ମଙ୍ଗଳବାର ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନ ଭଳି କଳା ଆଇନକୁ ସରକାର ଫେରାଇ ନେବା ଆବଶ୍ୟକ ବୋଲି ହଟ୍ଟଗୋଳ କରିଛନ୍ତି। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଦାବି...

ପୋଲିଓ ବୁନ୍ଦା ବଦଳରେ ୧୨ ଶିଶୁଙ୍କ ପାଟିରେ ଦିଆଗଲା ସାନିଟାଇଜର

ୟାଭଟାମାଲ,୨।୨: ମହାରାଷ୍ଟ୍ରର ୟାଭଟାମାଲ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୫ ବର୍ଷରୁ କମ୍‌ ବୟସ୍କ ୧୨ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ବଦଳରେ ଭୁଲ୍‌ରେ ସାନିଟାଇଜର ଖାଇବାକୁ ଦିଆଯାଇଛି। ସାନିଟାଇଜର ଖାଇବା ପରେ ଶିଶୁମାନେ ଅସୁସ୍ଥ...

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଭାଷଣରେ ପଶ୍ଚିମବଙ୍ଗ ଜନ୍ମିତ ନୋବେଲ ପୁରସ୍କାରପ୍ରାପ୍ତ କବି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri