ଜାତୀୟ

୪୪ ଥର ଜେଲ ଯାଇଛନ୍ତି ରାକେଶ ଟିକାଏତ୍‌

ନୂଆଦିଲ୍ଲୀ,୩୦ା୧: କୃଷି ଆଇନ ବିରୋଧୀ ଆନ୍ଦୋଳନର ପୁରୋଧା ସାଜିଥିବା ଭାରତୀୟ କିଷାନ ୟୁନିୟନ (ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍‌ ପୂର୍ବରୁ ଅନେକ ବିକ୍ଷୋଭରେ ସାମିଲ ହୋଇ ୪୪ ଥର ଜେଲ ଯାଇଛନ୍ତି। କୃଷକଙ୍କ ପାଇଁ ଲଢ଼େଇ କରିବା ପୂର୍ବରୁ ସେ...

ୟୁପିଏସ୍‌ସି ଆଶାୟୀଙ୍କୁ ଆଉ ଏକ ସୁଯୋଗ ଦିଆଯାଉ

ନୂଆଦିଲ୍ଲୀ, ୩୦।୧(ଆଇଏଏନ୍‌ଏସ୍‌): କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଆଶାୟୀଙ୍କୁ ପୂର୍ବରୁ ଅନେକ ସୁଯୋଗ ଦିଆଯାଇଥିବାବେଳେ ଆଉ ଗୋଟିଏ ଥର ସୁଯୋଗ ଦେବା ସମ୍ଭବ ନୁହେଁ କାହିଁକି ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଗୋଟିଏ ଥର ସୁଯୋଗ...

ସୀମାରେ ସଂଘର୍ଷ

ନୂଆଦିଲ୍ଲୀ,୩୦ା୧: ପୂର୍ବରୁ ସୀମା କହିଲେ କେବଳ ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା ଓ ଉତ୍ତର ପୂର୍ବକୁ ଲାଗି ରହିଥିବା ଚାଇନା ସୀମାକୁ ବୁଝାଉଥିଲା। ହେଲେ ଦୁଇମାସ ହେବ ଚର୍ଚ୍ଚାରେ ରହିଛି ଭିନ୍ନ ଏକ ସୀମା। ତାହା ହେଉଛି ଦେଶ ଭିତରର ବର୍ଡର।...

ସିଙ୍ଘୁରେ ଖଣ୍ଡା ବୁଲିଲା

ନୂଆଦିଲ୍ଲୀ,୩୦ା୧(ପି.ଟି.): ଦିଲ୍ଲୀ-ହରିୟାଣାର ସିଙ୍ଘୁସୀମାରେ ୨ ମାସ ଧରି ଆନ୍ଦୋଳନରତ ଚାଷୀଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି ସ୍ଥାନୀୟ ଲୋକେ। ଶୁକ୍ରବାର ଉକ୍ତ ସୀମାର କଲୋନୀଗୁଡ଼ିକରେ ରହୁଥିବା ପ୍ରାୟ ୨୦୦ ଲୋକ ସେମାନଙ୍କୁ ଆନ୍ଦୋଳନ ସ୍ଥଳ ଖାଲି କରିବାକୁ କହିଥିଲେ। ଫଳରେ ସିଙ୍ଘୁବାସୀ...

ୟୁପିରେ ଟିକା ନେଇ ଜଣେ ମୃତ

ପିଲ୍‌ଭିଟ୍‌,  ୩୦।୧: ଉତ୍ତରପ୍ରଦେଶର ପିଲ୍‌ଭିଟ୍‌ ଜିଲା ଅନ୍ତର୍ଗତ ଉମାରିଆ ସହରରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଟିକା ନେବାର କିଛି ଘଣ୍ଟାରେ ପ୍ରାଣ ହରାଇଛନ୍ତି। ତେବେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଥିବା ସିଏମ୍‌ଓ ପକ୍ଷରୁ କୁହାଯାଇଛି।...

ଅନ୍ନଶନ କରିବେ ନି ଆନ୍ନା ହଜାରେ

ପୁଣେ,୩୦।୧- ଭେଟେରାନ ସାମାଜିକ କର୍ମୀ ଆନ୍ନା ହଜାରେ ୩ ନୂଆ କୃଷି ଆଇନ ବିରୋଧରେ ଅନ୍ନଶନ କରିବା ଯୋଜନାକୁ ବାତିଲ କରି ଦେଇଛନ୍ତି। ସିନିୟର ଭାଜପା ନେତା ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ ନିଜ ନିଷ୍ପତ୍ତି...

ନେତାଙ୍କୁ ଦୁଃଖରେ ଦେଖି ବହୁ ସଂଖ୍ୟାରେ ଏକତ୍ରିତ ହେଲେଣି କୃଷକ

ମୁଜାଫରନଗର,୩୦।୧- ଭାରତୀୟ କିଷାନ ୟୁନିଅନ ନେତା ନରେଶ ଟିକାଏତ୍‌ଙ୍କ ଡାକରାରେ ଦିଲ୍ଲୀ ଗାଜିପୁର ସୀମାଠାରୁ ୧୫୦ କିଲୋମିଟର ଦୂରରେ ପୁଣି ଏକତ୍ରିତ ହେଲେଣି ଚାଷୀ। ଉତ୍ତର ପ୍ରଦେଶ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗାଜିପୁର ସୀମାରୁ ବଳ ପୂର୍ବକ ଆନ୍ଦୋଳନସ୍ଥଳରୁ କୃଷକଙ୍କୁ...

ହାଇ ଆଲର୍ଟରେ ଦିଲ୍ଲୀ

ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଆଇଇଡି ବିସ୍ଫୋରଣ ପରେ ଦିଲ୍ଲୀରେ ଜାରି ହୋଇଛି ହାଇ ଆଲର୍ଟ। ଘଟଣା ପରେ ଏପିଜେ ଅବଦୁଲ କାଲାମ ରୋଡ୍‌କୁ ସିଲ୍‌ କରିଦିଆଯାଇଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଘଟଣାସ୍ଥଳରେ...

ଦିଲ୍ଲୀରେ ବିସ୍ଫୋରଣ

ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିସ୍ଫୋରଣ ଛୋଟ ଧରଣର ଥିଲା...

ହିଂସା ମାମଲାକୁ ନେଇ କୃଷକ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀରେ ୨୬ ଜାନୁୟାରୀରେ ହୋଇଥିବା ହିଂସା ମାମଲାକୁ ନେଇ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପ୍ରାୟ ୧୨ ଜଣ କୃଷକ ନେତାଙ୍କୁ ନୋଟିସ ଜାରି କରି ଶୁକ୍ରବାର କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟ ଡାକିଥିବା ଜଣାପଡିଛି । ତେବେ...

ସିନ୍ଧୁ ସୀମାରେ କୃଷକ-ସାଧାରଣ ଜନତା ମୁହାଁମୁହିଁ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସୀମାରେ କୃଷି ଆଇନକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । କୃଷକ ନେତା ରାକେଶ ଟିକୈତଙ୍କ କାନ୍ଦ ପରେ ଏହି ଆନ୍ଦୋଳନ ଆହୁରି ତିବ୍ର ରୂପ ନେଇଛି । ଗାଜିପୁର ସୀମାରେ ପଶ୍ଚିମ...

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କଲେ ବିରୋଧୀ: ଭାଜପା କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୨୯ ।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ୧ ଫେବୃୟାରୀରେ ସଂସଦରେ ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରାଯିବ । ଦୁଇ ଭାଗରେ ହେବାକୁ ଥିବା ଏହି ଅଧିବେଶନ ୮ ଏପ୍ରିଲ ପର୍ଯ୍ୟନ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri