ଜାତୀୟ

ଭୟର ବାତାବରଣ ମଧ୍ୟରେ ରାତି ସାରା ଉଜାଗର ରହିଲେ ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଗାଜିପୁର ସୀମାରେ ଆନ୍ଦୋଳନରେ ବସିଥିବା କୃଷକ ଓ ପୋଲିସ ମଧ୍ୟରେ ତୁତୁ ମେମେ ଆରମ୍ଭ ହୋଇଛି...

ଟେକ୍ସାସ ମେଡିକାଲ ଅଫିସରେ ବନ୍ଧକ: ଦୁଇ ମୃତ

ଅଷ୍ଟିନ,୨୭ା୧- ଟେକ୍ସାସର ଜଣେ ଡାକ୍ତରଙ୍କ ଅଫିସରେ ଦୁଇ ଜଣ ଦୁର୍ବୁତ୍ତ କିଛି ବ୍ୟକ୍ତିଙ୍କୁ ବନ୍ଧକ ରଖିଥିଲେ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସ୍ବାଟର ଏକ ଦଳକୁ ମଙ୍ଗଳବାର ରାତିରେ ଦୁଇ ଜଣଙ୍କ ମୃତ...

ଫେବୃୟାରୀ ପାଇଁ ଗାଇଡ୍‌ ଲାଇନ୍‌ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍‌ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ ନେଇ ଗୃହ ମନ୍ତ୍ରଣାଳୟ ବୁଧବାର ବିଜ୍ଞପ୍ତି ଜାରି କରିଛି। କରୋନା ସଂକ୍ରମଣ ରୋକିବାରେ...

ଦଳର ଏକମାତ୍ର ବିଧାୟକଙ୍କ ଇସ୍ତଫା

ଚଣ୍ଡିଗଡ଼,୨୭।୧: ନୂତନ କୃଷି ଆଇନ ବିରୋଧରେ ଦିଲ୍ଲୀରେ ଆନ୍ଦୋଳନ କରୁଥିବା କୃଷକମାନଙ୍କୁ ସମର୍ଥନକରି ଭାରତୀୟ ଜାତୀୟ ଲୋକଦଳ(ଆଇଏନ୍‌ଏଲ୍‌ଡି) ନେତା ଅଭୟ ସିଂ ଚୌଟାଲ ବୁଧବାର ହରିୟାଣା ବିଧାନସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ନୂଆଦିଲ୍ଲୀରେ ମଙ୍ଗଳବାର ହୋଇଥିବା ହିଂସାର ଗୋଟିଏ...

ଚାଷୀ ଆନ୍ଦୋଳନରୁ ଅଲଗା ହେଲେ ଦୁଇ ପ୍ରମୁଖ ସଂଗଠନ

ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ ଓ ଭାରତୀୟ କିଷାନ ୟୁନିୟନ (ବିକେୟୁ) ବୁଧବାର ଚାଷୀ ଆନ୍ଦୋଳନରୁ ଓହରି ଯାଇଥିବା...

ଭାରତରୁ କରୋନା ଟିକା କିଣିବ ଶ୍ରୀଲଙ୍କା

କଲମ୍ବୋ,୨୭।୧: ଭାରତରୁ ୨ରୁ ୩ ମିଲିୟନ ଡୋଜ କରୋନା ଟିକା କିଣିବ ବୋଲି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍‌ସାଙ୍କ ପରାମର୍ଶଦାତା ଲଲିଥ ୱିରାଟୁଙ୍ଗା ସୂଚନା ଦେଇଛନ୍ତି। ସେରମ୍‌ ଇନ୍‌ଷ୍ଟିଚ୍ୟୁଟରେ ପ୍ରସ୍ତୁତ କୋଭିସିଲ୍ଡ ଟିକା କିଣିବ ପାଇଁ ଇଚ୍ଛା ପ୍ରକଟ କରିଛି।...

ଜାତୀୟ ପତାକା ନୁହେଁ ଧାର୍ମିକ ପତାକା

ନୂଆଦିଲ୍ଲୀ, ୨୭।୧: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନକାରୀଙ୍କ ପକ୍ଷରୁ ଜାନୁଆରୀ ୨୬ ଦିନ  ଦିଲ୍ଲୀରେ ଟ୍ରାକ୍ଟର ରାଲି ହୋଇଥିଲା। କେତେକ ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ପ୍ରବେଶ କରି ପତାକା ଉଡାଇଥିଲେ। ପ୍ରକୃତରେ ଏହା ଜାତୀୟ ପତାକା ନ ଥିଲା,...

ପ୍ରେମିକଙ୍କ ସହ ଆତ୍ମହତ୍ୟା କଲେ ମହିଳା

ଲକ୍ଷ୍ନୌ,୨୭।୧: କାନପୁରର ଏକ ଜମିରେ ଥିବା ଆମ୍ବଗଛରେ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନାଯୋଗ୍ୟ, ମହିଳା ଜଣକ ବିବାହିତା...

ଗାଙ୍ଗୁଲୀ ପୁଣି ହସ୍ପିଟାଲରେ ଭର୍ତ୍ତି: ଛାତିରେ ଯନ୍ତ୍ରଣା

କୋଲକାତା, ୨୭।୧: ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ ହସସ୍ପିଟାଲ ଭର୍ତ୍ତି କରାଯାଇଛି। ଜାନୁୟାରୀ ୨ରେ ଛାତିରେ ଯନ୍ତ୍ରଣା ଯୋଗୁ ତାଙ୍କୁ ଉଡ୍‌ଲାଣ୍ଡ୍‌...

ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ: ୨୦୦ ପ୍ରଦର୍ଶନକାରୀ ଅଟକ

ନୂଆଦିଲ୍ଲୀ, ୨୭।୧: ଜାନୁୟାରୀ ୨୬ରେ ଦିଲ୍ଲୀରେ ଅନ୍ନଦାତାଙ୍କ ପକ୍ଷରୁ ହୋଇଥିବା ହିଂସକ ପ୍ରଦର୍ଶନ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସିସିଟିଭି ରେକର୍ଡିଂ ଆଧାରରେ ୨୦୦ ପ୍ରଦର୍ଶନକାରୀଙ୍କୁ ଅଟକ ରଖାଯାଇଛି। ଖୁବ୍‌ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ...

କୃଷି ଆଇନ୍‌ ବିରୋଧରେ ବିଧାନସଭାରେ ପ୍ରସ୍ତାବ ଆଣିବେ ମମତା ସରକାର

କୋଲକତା,୨୭।୧: ରାଜଧାନୀ ଦିଲ୍ଲୀରେ ନୂଆ କୃଷି ଆଇନକୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ବିଧାନସଭାରେ କୃଷି ଆଇନ ବିରୋଧରେ ଏକ ପ୍ରସ୍ତାବ ଆଣିବେ। କୃଷି ଆଇନ୍‌ ରଦ୍ଦ କରାଯିବା ନେଇ...

ଭାରତୀୟ ସେନା ଉପରେ ଆତଙ୍କବାଦୀ ଆକ୍ରମଣ: ୪ ଯବାନ ଆହତ

ଶ୍ରୀନଗର, ୨୭।୧: ଜମ୍ମୁ-କଶ୍ମୀରରେ ସେନା ଯବାନଙ୍କ ଉପରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ କଶ୍ମୀରର କୁଲଗାମ୍‌ର ଶାମିପୋରାରେ ହାଇଓ୍ବେରେ ରୋଡ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri