ଜାତୀୟ

ଅନ୍ନଦାତାଙ୍କ ହିଂସକ ପ୍ରଦର୍ଶନ: ସିଦ୍ଧୁ-ଟିକାଇତ-ଲାଖାଙ୍କ ଉପରେ ପୋଲିସ ନଜର

ନୂଆଦିଲ୍ଲୀ, ୨୭।୧: ଦିଲ୍ଲୀରେ ଅନ୍ନଦାତାଙ୍କ ହିଂସକ ପ୍ରଦର୍ଶନ ନେଇ ପୋଲିସ ଏବେ ୩ ନେତାଙ୍କ ଉପରେ ନଜର ରଖିଛି। ପଞ୍ଜାବୀ ଅଭିନେତା ଦୀପ୍‌ ସିଦ୍ଧୁ, କୃଷକ ନେତା ରାକେଶ ଟିକାଇତ ଏବଂ ଲାଖା ସିଂ ସିଧାନା ଅନ୍ନଦାତାଙ୍କୁ ଉସୁକାଇଥିବା ଅଭିଯୋଗ...

ଦିନେ ଲୋକେ କହୁଥିଲେ ଡାହାଣୀ, ଏବେ ଜିତିଲେ ପଦ୍ମଶ୍ରୀ

ରାଞ୍ଚି,୨୭।୧: ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପୂର୍ବରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୧୯ ଜଣଙ୍କୁ ପୁରସ୍କାର ଦିଆଯିବ। ଝାଡଖଣ୍ଡର ଛୁଟନୀ ଦେବୀ ଏଥର ପଦ୍ମଶ୍ରୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଜୀବନରେ ଅନେକ...

୪ ବର୍ଷ ପରେ ଜେଲ୍‌ରୁ ଘରକୁ ଫେରିଲେ ଶଶିକଳା

ବେଙ୍ଗାଲୁରୁ, ୨୭।୧: ତାମିଲନାଡୁର ଏଆଇଏଡିଏମ୍‌କେର ପୂର୍ବତନ ସଦସ୍ୟା ଭି.କେ. ଶଶିକଳା ୪ ବର୍ଷ ଜେଲ୍‌ରେ ରହିବା ପରେ ବୁଧବାର ଘରକୁ ବାହୁଡ଼ିଛନ୍ତି। ୬୩ ବର୍ଷ ବୟସ୍କା ଶଶିକଳା ବେଙ୍ଗାଲୁରୁର ସେଣ୍ଟାଲ ଜେଲ୍‌ ପାରାପ୍ପାନା ଆଗ୍ରାହରାରୁ ମୁକୁଳିଛନ୍ତି। ଏବେ ସେ ଭିକ୍ଟୋରିଆ...

ସଂସଦ ଭବନ କ୍ୟାଣ୍ଟିନ୍‌ରେ ଖାଇବା ହେଲା ମହଙ୍ଗା

ନୂଆଦିଲ୍ଲୀ, ୨୭।୧: ସଂସଦ ଭବନ କ୍ୟାଣ୍ଟିନରେ ଏଣିକି ଖାଇବା ମହଙ୍ଗା ହେବ। କ୍ୟାଣ୍ଟିନରେ ମିଳୁଥିବା ବିଭିନ୍ନ ଖାଦ୍ୟ ପଦାର୍ଥର ଦାମକୁ ବଢ଼ାଇ ଦିଆଯାଇଛି। ପ୍ରତି ଖାଦ୍ୟ ପାନୀୟର ଦାମ୍‌ ୩ ଗୁଣା ବୃଦ୍ଧି କରାଯାଇଛି। ଲୋକସଭା ସଚିବାଳୟରେ ଥିବା କ୍ୟାଣ୍ଟିନ୍‌ରେ...

ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ, ୫ କୋଟି ୟୁଜର ପ୍ରଭାବିିତ

ନୂଆଦିଲ୍ଲୀ,୨୭।୧: କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ମଙ୍ଗଳବାର ରାତ୍ର ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିଲା। ପୁଣି...

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଉତ୍ତର ଦିଲ୍ଲୀରେ ୪୧ ଜଣ, ପୂର୍ବ ଦିଲ୍ଲୀରେ ୩୪,...

ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରାଇବ ରେଳବାଇ

ନୂଆଦିଲ୍ଲୀ,୨୬ା୧- ରାଜଧାନୀରେ କୃଷକଙ୍କ ଟ୍ରାକ୍ଟର ରାଲି ଯୋଗୁ ମଙ୍ଗଳବାର ରାତି ୯ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଷ୍ଟେଶନରେ ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରସ୍ତ କରାଯିବ। ଏ ନେଇ ଘୋଷଣା କରିଛି ଉତ୍ତରାଞ୍ଚଳ ରେଳବାଇ (ସିପିଆରଓ) । ଏହି...

କୃଷକ ଆନ୍ଦୋଳନ: ହରିୟାଣାରେ ହାଇ ଆଲର୍ଟ

ଚଣ୍ଡିଗଡ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଟ୍ରାକ୍ଟର ପରେଡ୍‌ ବେଳେ ଦିଲ୍ଲୀରେ ଘଟିଥିବା ହିଂସାକୁ ନେଇ ପଡୋଶୀ ହରିୟାଣାରେ ହାଇ ଆଲର୍ଟ ଜାରି କରାଯାଇଛି। ହରିୟାଣା ଡିଜିପି ମନୋଜ ଯାଦବ ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି କରିଛନ୍ତି।...

କୃଷକଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୬ା୧- ଦିଲ୍ଲୀ ଛାଡ଼ି ସୀମାକୁ ଫେରି ଆସିବାକୁ କୃଷକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ନୂଆ ଚାଷୀ ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତ ନଭେମ୍ବରଠାରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରଖିବାକୁ କହିଛନ୍ତି। ହିଂସା କଦାପି...

ସାଧାରଣତନ୍ତ୍ର ପରେଡ : ଅଯୋଧ୍ୟାର ରାମ ମନ୍ଦିରର ମଡେଲ ଦେଖି ଛିଡ଼ା ହେଲେ ଭକ୍ତ

ନୂଆଦିଲ୍ଲୀ,୨୬ା୧- ଦେଶର ୭୨ତମ ସାଧାରଣତନ୍ତ୍ର ପରେଡରେ ଦେଖିବାକୁ ମିଳିଛି ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ମଡେଲ। ଏହା ଦେଖି ମଙ୍ଗଳବାର ସକାଳେ ରାଜପଥରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଦର୍ଶକମାନେ ଛିଡ଼ା ହୋଇ ତାଳି...

ଟ୍ରାକ୍ଟର ରାଲିରେ ଅଘଟଣ: କୃଷକ ମୃତ

ନୂଆଦିଲ୍ଲୀ,୨୬ା୧- ନୂଆ କୃଷି ଆଇନ ବିରୋଧରେ ଚାଷୀଙ୍କ ଦ୍ୱାରା ମଙ୍ଗଳବାର ଦିଲ୍ଲୀରେ ଆୟୋଜିତ ଟ୍ରାକ୍ଟର ରାଲିରେ ଘଟିଛି ଅଘଟଣ। ସେଣ୍ଟ୍ରାଲ ଦିଲ୍ଲୀଠାରେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ଏ ନେଇ ସ୍ପଷ୍ଟ କରିଛି ସ୍ଥାନୀୟ ପୋଲିସ।...

ସାଧାରଣତନ୍ତ୍ର ଦିବସରେ ଇତିହାସ ରଚିଲେ ଦୁଇ ଆଇଏଏଫ୍‌ ମହିଳା ପାଇଲଟ୍‌

ନୂଆଦିଲ୍ଲୀ,୨୬ା୧- ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଦୁଇ ମହିଳା ପାଇଲଟ୍‌ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗ ନେଇ ଇତିହାସ ରଚିଛନ୍ତି। ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭଓ୍ବନ କାନ୍ଥ ପ୍ରଥମ ମହିଳା ଫାଇଟର ପାଇଲଟ ଭାବେ ପରେଡରେ ଭାଗ ନେଇଥିଲେ। ଆଇଏଏଫ୍‌ ଟାବ୍ଲେୟୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri