ଜାତୀୟ

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ

ନୂଆଦିଲ୍ଲୀ,୨୪।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଶନିବାର ରାତିରେ ଏମ୍ସର କରୋନାରି କେୟାର ୟୁନିଟ୍‌ (ସିସିୟୁ)ରେ ଭର୍ତ୍ତି କରାଯାଇଛି। ଗୋ ଖାଦ୍ୟ...

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ କରୁଛି। ଇତିମଧ୍ୟରେ ଦୁଇପକ୍ଷଙ୍କ ମଧ୍ୟରେ ୮ଥର କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି।...

ଟ୍ରାକ୍ଟର ପରେଡକୁ ଅନୁମତି

ନୂଆଦିଲ୍ଲୀ, ୨୪।୧: ସାଧାରଣତନ୍ତ୍ର ଦିବସରେ ରାଜଧାନୀ ଦିଲ୍ଲୀରେ ୧୦୦ କିଲୋମିଟର ଟ୍ରାକ୍ଟର ପରେଡ୍‌ ପାଇଁ ଦିଲ୍ଲୀ ପୋଲିସ ଶନିବାର ଅନୁମତି ଦେଇଥିବା କୃଷକ ନେତାମାନେ ଦାବି କରିଛନ୍ତି। ଦିଲ୍ଲୀର ଗାଜିପୁର, ସିଙ୍ଘୁ ଏବଂ ଟିକ୍ରି ସୀମାରୁ ଏହି ଟ୍ରାକ୍ଟର ପରେଡ୍‌...

ପାଳିରେ ହେଉ ୪ ରାଜଧାନୀ: ମମତା

କୋଲକାତା, ୨୪।୧: ଭାରତରେ ପାଳିକରି ୪ଟି ରାଜଧାନୀ ହେବା ଆବଶ୍ୟକ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ନେତାଜୀ ଜୟନ୍ତୀ ପାଳନ ଅବସରରେ ଏକ ସଭାକୁ ସମ୍ବୋଧିତ କରି ମମତା କହିଥିଲେ, ଭାରତରେ ଗୋଟିଏ ନୁହେଁ, ପାଳିକରି ୪ଟି...

୪ କୃଷକ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୪।୧(ପି.ଟି.): ୪ ଜଣ କୃଷକ ନେତାଙ୍କୁ ହତ୍ୟା କରିବା ସହ ଜାନୁୟାରୀ ୨୬ରେ ଦିଲ୍ଲୀରେ ହେବାକୁ ଥିବା ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଭଣ୍ଡୁର କରିବା ନିମନ୍ତେ ଷଡ଼ଯନ୍ତ୍ର ହେଉଥିବା ଶନିବାର ଆନ୍ଦୋଳନରତ ଚାଷୀ ସଂଗଠନର ନେତାମାନେ ଅଭିଯୋଗ କରିଛନ୍ତି।...

ଏଲ୍‌ଓସିରୁ ଏଲ୍‌ଏସି ଭାରତ ଶକ୍ତ

କୋଲକାତା,୨୪ା୧: ନିୟନ୍ତ୍ରଣରେଖା (ଏଲ୍‌ଓସି)ରୁ ନେଇ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ପର୍ଯ୍ୟନ୍ତ ସବୁଠି ଭାରତ ଶକ୍ତିଶାଳୀ ହେବାରେ ଲାଗିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୀବିତ ଥିଲେ ତାଙ୍କ ପଦାଙ୍କ ଅନୁସରଣ କରି ଏହା ସମ୍ଭବ ହୋଇପାରିଥିବା ଦେଖି ଗର୍ବ ଅନୁଭବ...

ହଡ଼ବଡ଼େଇଲେ ମମତା

କୋଲକାତା,୨୪ା୧: କେନ୍ଦ୍ର ସରକାରଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅହି ନକୁଳ ସମ୍ପର୍କ ଶନିବାର ଏକ ଅସ୍ବାଭାବିକ ସ୍ଥିତି ସୃଷ୍ଟି କରିଛି। ନେତାଜୀ ଜୟନ୍ତୀ ପାଳନ ଅବସରରେ କୋଲକାତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମମତା ହଡ଼ବଡ଼ାଇ ଯାଇଛନ୍ତି। ପ୍ରଧାନମନ୍ତ୍ରୀ...

‘ନେତାଜୀ ପରାକ୍ରମର ପ୍ରତିମୂର୍ତ୍ତି’

କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ବୋଧନ ଦେଇ କଠିନ...

ଅତିଥି ଭାବେ ଆମନ୍ତ୍ରିତ କରି ଅପମାନିତ କରିବା କେନ୍ଦ୍ର ସରକାରଙ୍କୁ ଶୋଭା ଦେଉନାହିଁ: ମମତା

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ଏଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ପୂର୍ବରୁ ରାଜନୈତିକ ଉଷ୍ମତା ଜାରି ରହିଥିବା ବେଳେ ଭିକ୍ଟୋରିଆଲ ମେମୋରିଆଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି...

ଭିକ୍ଟୋରିଆ ମେମୋରିଆଲରେ ବିରଳ ଦୃଶ୍ୟ: ଏକାଠି ହେଲେ ଦିଦି-ମୋଦି

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମ ବାର୍ଷିିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନରେ ଆସି କୋଲକାତାରେ ଓହ୍ଳାଇ ଥିଲେ। ସେଠାରୁ ସେ ନେତାଜୀ ସୁଭାଷ ଚନ୍ଦ୍ର...

ଅଟୋରେ ଯାଉଥିଲେ ମହିଳା, ହଠାତ୍‌ ରାସ୍ତାରେ ସୃଷ୍ଟି ହେଲା ୨୫ ଫୁଟର ଗର୍ତ୍ତ, ଆଉ ତା’ ପରେ…

ଜୟପୁର,୨୩।୧: ରାଜସ୍ଥାନର ଜୟପୁରରେ ବିକାଶ ଏବଂ ସରକାରୀ ବ୍ୟବସ୍ଥାରେ ଅନିୟମିତତା ପଦାରେ ପଡ଼ିଛି। ସଚିବାଳୟଠାରୁ ଗୋଟିଏ କିଲୋମିଟର ଦୂର ଚୋମ୍ପୁ ସର୍କଲରେ ଶନିବାର ସକାଳେ ହଠାତ୍‌ ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିଲା। ଏହି ଭିଡିଓ ଏବେ ସୋସିଆଲ...

ରାଗିଲେ ଦିଦି, ଭାଷଣ ଦେବାକୁ ମନା କଲେ

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବାକୁ ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନା କରିଦେଇଛନ୍ତି। ସମାରୋହରେ ଉପସ୍ଥିତ କିଛି ଲୋକ ନାରାବଜି କରିବାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri