ଜାତୀୟ

ପରେଡ୍‌ରେ ସ୍ଥାନ ପାଇବ କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୨୩।୧(ଆଇଏଏନ୍‌ଏସ୍‌): ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ କୋଭିଡ୍‌ ଟିକାର ବିକାଶ ପ୍ରକ୍ରିୟା ପ୍ରଦର୍ଶନ ହେବ। କରୋନା ମହାମାରୀରେ ଦେଶରେ ୧,୦୬,୨୫,୪୨୮ ଲୋକ ସଂକ୍ରମିତ ହୋଇଥିବାବେଳେ ୧,୫୩,୦୩୨ ଜଣଙ୍କ ଜୀବନ...

ଲାଲୁ ଗୁରୁତର

ରାଞ୍ଚତ୍, ୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ରାଞ୍ଚତ୍ର ଆର୍‌ଆଇଏମ୍‌ଏସ୍‌ରେ ଭର୍ତ୍ତି କରାଯାଇଥିବାବେଳେ ଝିଅ ମିସା ଭାରତୀ ସେଠାରେ...

ପୁଣି ତେଜିଲା ସିଏଏ ନିଆଁ

ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ଆଗକୁ ପଶ୍ଚିମବଙ୍ଗ ଓ ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ...

କାମକୁ ନୁହେଁ ବୈଠକ

ନୂଆଦିଲ୍ଲୀ, ୨୩।୧: ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଚାଷୀଙ୍କ ଆୟ ବୃଦ୍ଧିର ପ୍ରତିଶ୍ରୁତି ଦେଇ ୩ କୃଷି ଆଇନ ଆଣିଥିଲେ। ଏହାକୁ ବିରୋଧ କରି କୃଷକମାନେ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି। ଅକ୍ଟୋବର...

ତିନି ଦିନିଆ ତାମିଲନାଡୁ ଗସ୍ତରେ ରାହୁଲ ଗାନ୍ଧୀ: ମୋଦି ସରକାରଙ୍କ ବିରୋଧରେ ମିଶିକି ଲଢିବାକୁ ଆହ୍ୱାନ

ଚେନ୍ନାଇ,୨୩ ।୧: ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହେଲାଣି ସରଗରମ । ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ଏହାକୁ ଦେଖି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୩ ଦିନିଆ ତାମିଲନାଡୁ ଗସ୍ତରେ...

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬ ହଜାର ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ସେଠାରେ ସେ ଏକ...

ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍‌

ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍‌ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା ପ୍ରସ୍ତାବକୁ ସୁଶାନ୍ତଙ୍କ ଜୟନ୍ତୀ ଅବସରରେ ଗୁରୁବାର ମଞ୍ଜୁରୀ ମିଳିଛି। ଗତବର୍ଷ ଜୁନ ୧୪...

ଭାକ୍ସିନ ଉପରେ ଅଧିକ ଭରସା କରୁଛନ୍ତି ଭାରତୀୟ

ନୂଆଦିଲ୍ଲୀ,୨୨।୧: ପୂରା ଦେଶରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାର ଏକ ସପ୍ତାହ ମଧ୍ୟରେ ୧ ନିୟୁତରୁ ଅଧିକ ଭାରତୀୟ କରୋନା ଭାକ୍ସିନ ନେଇସାରିଛନ୍ତି। ପ୍ରଥମ ଦିନ ଦେଶରେ ୨ ଲକ୍ଷ ସ୍ବାସ୍ଥ୍ୟକର୍ମୀଙ୍କ ଭ୍ୟାକସିନେଟ କରାଯାଇଥିଲା। ଯେ କୌଣସି ଦେଶରେ ଟିକାକରଣ...

ଚାଷୀଙ୍କ ଆନ୍ଦୋଳନକୁ ଶରଦ ପାୱାରଙ୍କ ସମର୍ଥନ

ମୁମ୍ବାଇ,୨୨।୧: ଚାଷୀଙ୍କ ଆନ୍ଦୋଳନ ସମର୍ଥରେ ମୁମ୍ବାଇରେ ହେବାକୁ ଥିବା ବିକ୍ଷୋଭରେ ଭାଗ ନେବେ ଏନ୍‌ସିପି ସଭାପତି ଶରଦ ପାୱାର। ଏନେଇ ଶୁକ୍ରବାର କୋଲହାପୁରରେ ଖବରଦାତାଙ୍କ ସହ ଆଲୋଚନା ବେଳେ ସେ ପ୍ରକାଶ କରିଛନ୍ତି। କୃଷକମାନେ ତାଙ୍କୁ ଭେଟି ବିଭିନ୍ନ ବିଷୟରେ...

ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ନାମରେ ଅଟା ବିକ୍ରି କରି ଫସିଲେ ବ୍ୟବସାୟୀ, ଅଭିଯୋଗ ପରେ ୪ ଗିରଫ

ସୁରଟ,୨୨।୧: ଗୁଜରାଟର ସୁରଟ ପୋଲିସ ରିଲାଏନ୍ସ ଜିଓର ଲୋଗୋ ଥିବା ଅଖାରେ ଅଟା ବିକ୍ରି କରିବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କମ୍ପାନୀ ମାଲିକ ଭାରତ ଗଜେରା ଥିବା ବେଳେ ୩ଜଣ ସହଯୋଗୀ ଅଛନ୍ତି। ରାଧାକୃଷ୍ଣ...

କୃଷି ଆନ୍ଦୋଳନ: ବାହାରିଲା ନାହିଁ କୌଣସି ସମାଧାନ

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକମାନଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଛି । ଶୁକ୍ରବାର ପୁଣିଥରେ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ବୈଠକ ବସିଛି । ହେଲେ ଏଥିରେ କୌଣସି ସମାଧାନ ବାହାରି ନ ଥିବା...

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ!

ହରିଦ୍ୱାର,୨୨ ।୧: ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ ନେବେ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କ ମଞ୍ଜୁରୀ ପରେ ସୃଷ୍ଟିଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri