ଜାତୀୟ

ମିଶନ ନନ୍ଦିଗ୍ରାମ

କୋଲକାତା/ନୂଆଦିଲ୍ଲୀ,୬ା୩: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ହଳଦିଆ ସବ୍‌ସିଡିଭିଜନ୍‌ ଅଧୀନ ଏକ ଛୋଟ ସହର ନନ୍ଦିଗ୍ରାମ। ୨୦୦୭ରେ ପଶ୍ଚିମବଙ୍ଗର ତତ୍କାଳୀନ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ସରକାର ସଲିମ ଗ୍ରୁପ୍‌କୁ ଏଠାରେ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ଅଧୀନରେ ଏକ କେମିକାଲ ହବ୍‌...

ନୂଆ ୪ ଚକିଆ ଯାନ ପାଇଁ ସରକାର ଜାରି କଲେ ନିୟମ

ନୂଆଦିଲ୍ଲୀ,୬।୩ : ଏଣିକି ନୂଆ ୪ ଚକିଆ ଯାନରେ ଡୁଆଲ ଏୟାରବ୍ୟାଗ ରଖିବା ବାଧ୍ୟତାମୂଳକ। ଏ ନେଇ ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଏହି ନିୟମ ଆସନ୍ତା ଏପ୍ରିଲ ୧ ତାରିଖଠାରୁ କାର୍ଯ୍ୟକାରୀ ହେବ। ନୂଆ...

‘ ସେତେବେଳେ ପ୍ରଶ୍ନ ଉଠୁ ନ ଥିଲା, ଆମ ବେଳେ କାହିଁକି ’

ନୂୂଆଦିଲ୍ଲୀ,୫।୩ : ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଓ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଉପରେ ଆୟକର ବିଭାଗ (ଆଇଟି) ଚଢ଼ାଉ ସମ୍ପର୍କରେ ପ୍ରଥମ ଥର ମୁହଁ ଖୋଲିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ। ” ପ୍ରଥମତଃ ମୁଁ କୌଣସି ବ୍ୟକ୍ତି ବିଶେଷଙ୍କ...

ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍‌ରେ ଦୀପିକା, ଶ୍ରଦ୍ଧା, ସାରା

ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍‌ ଦାଖଲ କରିଛି ନାର୍କୋଟିକ୍‌ ସେଣ୍ଟ୍ରାଲ ବ୍ୟୁରୋ (ଏନ୍‌ସିବି)। ଏଥିରେ ବଲିଉଡ୍‌ ଷ୍ଟାର ଦୀପିକା ପାଦୁକୋଣ, ଶ୍ରଦ୍ଧା କପୁର...

‘ଦଳ ଯେଉଁଠି କହିବ, ସେଠାରେ ନିର୍ବାଚନ ପ୍ରଚାର କରିବି’

ନୂଆଦିଲ୍ଲୀ,୫।୩: ଦଳ ଯେଉଁଠାରେ କହିବ ସେଇଠି ପ୍ରଚାର କରିବି ବୋଲି ଶୁକ୍ରବାର ଭେଟେରାନ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କହିଛନ୍ତି। ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି ସେ ଏହା ପ୍ରକାଶ କରିଛନ୍ତି। କଂଗ୍ରସର...

ଏକାଥରେ ୯ ଜଣଙ୍କୁ ଫାଶୀ

ନୂୂଆଦିଲ୍ଲୀ,୫।୩ : ବିହାରର ଗୋପାଳଗଞ୍ଜ ଜିଲାରେ ୨୦୧୬ରେ ଘଟିଥିବା ମଦ ମୃତ୍ୟୁ ମାମଲାରେ ସ୍ବତନ୍ତ୍ର ଅବକାରୀ କୋର୍ଟ ୯ ଜଣଙ୍କୁ ଫାଶି ଦଣ୍ଡ ଦେଇଛନ୍ତି। ସମାନ ମାମଲାରେ ୪ ଜଣ ମହିଳାଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇ ଥିବାବେଳେ ପ୍ରତ୍ୟେକଙ୍କୁ ୧୦...

ଜଣେ ଯାତ୍ରୀ ଏମିତି କ’ଣ କହିଲେ ବାତିଲ ହୋଇଗଲା ଉଡ଼ାଣ

ନୂଆଦିଲ୍ଲୀ,୫।୩: ଶୁକ୍ରବାର ଇଣ୍ଡିଗୋ ବିମାନ ୬ଇ-୨୮୬ ଦିଲ୍ଲୀରୁ ଯାତ୍ରୀଙ୍କୁ ଧରି ପୁଣେ ଅଭିମୁଖେ ବାହାରିଥିଲା। ଠିକ୍‌ ବିମାନ ଉଡାଣ ବେଳେ ଯାତ୍ରୀ ଜଣକ କୋଭିଡ୍‌-୧୯ ପଜିଟିଭ ଥିବା ଘୋଷଣା କରି କର୍ମଚାରୀଙ୍କୁ ରିପୋର୍ଟ ଦେଖାଇଥିଲେ। ଏନେଇ ବିମାନରେ କିଛି ସମୟ...

ଆଣ୍ଟିଲିୟା ବାହାରେ ଥିବା ବିସ୍ଫୋରକ ଭର୍ତ୍ତି କାର ମାଲିକଙ୍କ ମୃତଦେହ ଉଦ୍ଧାର!

ମୁମ୍ବାଇ,୫ ।୩: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ବହୁତଳ ପ୍ରାସାଦ ଆଣ୍ଟିଲିୟା ବାହାରେ ନିକଟରେ ଏକ ବିସ୍ଫୋରକ ଭତ୍ତି ସ୍କାର୍ପିଓକୁ ସନ୍ଦିଗ୍ଧ ଅବସ୍ଥାରେ ଜବତ କରାଯାଇଥିଲା । ଏବେ ଏହି ଗାଡିର ମାଲିକ ମନସୁଖ ହିରେନଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିବା ସୂଚନା...

ଅନ୍ତର୍ଜାତୀୟ ମହିଳା ଦିବସରେ କୃଷକ ଆନ୍ଦୋଳନର ନେତୃତ୍ୱ ନେବେ ମହିଳା!

ନୂଆଦିଲ୍ଲୀ,୫ ।୩: କେନ୍ଦ୍ର ସରକାରଙ୍କ ନୂଆ କୃଷି ନୀତିକୁ ବିରୋଧ କରି ଗତ ଡିସେମ୍ବରରୁ ରାଜଧାନୀ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏହାରି ଭିତରେ ଦୀର୍ଘ ପ୍ରାୟ ୩ ମାସରୁ ଊର୍ଦ୍ଧ୍ୱ ସମୟ...

ଜି-୨୩ ବା ୨୪ କିଛି ନାହିଁ, ସୋନିଆଙ୍କ ନେତୃତ୍ୱରେ କଂଗ୍ରେସ ଗୋଟିଏ: ବିରପ୍ପା ମୋଇଲି

ନୂଆଦିଲ୍ଲୀ,୫ ।୩: କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ଜି-୨୩କୁ ନେଇ ବରିଷ୍ଠ ନେତା ବିରପ୍ପା ମୋଇଲି ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି କଂଗ୍ରେସରେ ଜି-୨୩ ବା ୨୪ ବୋଲି କିଛି ନାହିଁ । ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ...

ସମସ୍ତ ୨୯୧ ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମ୍‌ସି, ନନ୍ଦୀଗ୍ରାମରୁ ନିର୍ବାଚନ ଲଢିବେ ମମତା

କୋଲାକାତା,୫ ।୩: ପଶ୍ଚିମବଙ୍ଗର ଶାସକ ଦଳ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଶୁକ୍ରବାର ୨୯୧ ଆସନ ପାଇଁ ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଧାନସଭାର ମୋଟ ୨୯୪ ଆସନ ମଧ୍ୟରୁ ବାକି ୩ଟି ଆସନକୁ ସହଯୋଗୀ ଦଳ ପାଇଁ ଛାଡିଛି...

ପ୍ରେମିକଙ୍କ ଘର ସାମ୍ନାରେ ଧାରଣାରେ ବସିଲେ ପ୍ରେମିକା, କାରଣ ଜାଣିଲେ…

ଲକ୍ଷ୍ନୌ,୫।୩: ଉତ୍ତରପ୍ରଦେଶର ବରେଲି ଜିଲାର ଜଣେ ପ୍ରେମିକା ପ୍ରେମିକଙ୍କ ଘର ସାମ୍ନାରେ ଧାରଣା ଦେଇଥିଲେ। ଅପ୍ରତ୍ୟାଶିତ ଘଟଣା କ୍ରମରୁ ହଡ଼ବଡ଼େଇ ଯାଇ ପ୍ରେମିକ ଜଣକ ପରିବାର ସଦସ୍ୟଙ୍କ ସହ ଘରେ ତାଲା ଦେଇ ଫେରାର ହୋଇଯାଇଥିଲେ। ଗୁରୁବାର ବିଳମ୍ବିତ ରାତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri