ଜାତୀୟ

ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି ରହିଛି। ଗତବର୍ଷ ଜୁନ୍‌ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଉଭୟ ସୈନ୍ୟଙ୍କ ମଧ୍ୟରେ...

ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ

ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍‌ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହା ପ୍ରଥମ ମୃତ୍ୟୁ। ମହିପାଲ ସିଂ ନାମକ ଏହି...

ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲା ‘ତାଣ୍ଡବ’ର ପୂରା ଟିମ୍‌

ନୂଆଦିଲ୍ଲୀ,୧୮।୧: ଆମାଜନ ପ୍ରାଇମ ଭିଡିଓର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’ କାଷ୍ଟ ଓ କ୍ରୁ ମେମ୍ବର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଓ୍ବେବ ସିରିଜ୍‌ର କିଛି ଦୃଶ୍ୟରେ ଅଭିନେତାମାନେ ହିନ୍ଦୁ ଦେବାଦେବୀଙ୍କ ପ୍ରତି ଅପମାନଜନକ ଶବ୍ଦ ବ୍ୟବହାର କରିଥିଲେ।...

ନନ୍ଦୀଗ୍ରାମରେ ନିର୍ବାଚନ ନ ଜିତିଲେ ଛାଡ଼ିଦେବି ରାଜନୀତି – ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୮।୧: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ନନ୍ଦୀଗ୍ରାମରୁ ଛିଡା ହେବା ନେଇ ଘୋଷଣା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଭାଜପାରେ ମିଶିଥିବା ଶୁଭେନ୍ଦୁ ଅଧିକାରୀ। ଟିଏମ୍‌ସି ଭେଟେରାନ ତଥା ନିକଟରେ ଭାଜପାରେ...

ଓ୍ବାଘା ବର୍ଡରରେ ସାଧାରଣତନ୍ତ୍ର ଦିବସରେ ହେବନି କୌଣସି ସମାରୋହ

ନୂଆଦିଲ୍ଲୀ,୧୮।୧: କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା ଅଟ୍ଟାରୀ ସୀମାରେ କୌଣସି ମିଳିତ ପରେଡ(ବିଟିଂ ରିଟ୍ରିଟ) ସମାରୋହର ଆୟୋଜନ ହେବ ନାହିଁ। ଉଲ୍ଲେଖଯୋଗ୍ୟ, ପ୍ରତ୍ୟେକ ବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌...

ଭାଜପା ରୋଡ୍‌ଶୋ ଉପରେ ପଥର ମାଡ଼

କୋଲକାତା,୧୮।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ସେତିକି ତେଜୁଛି ରାଜ୍ୟ ରାଜନୀତି। ଦକ୍ଷିଣ କୋଲକାତାରେ ଚାରୁ ମାର୍କେଟ ଅଞ୍ଚଳରେ ସୋମବାର ଆୟୋଜିତ ଭାଜପା ରାଲି ଉପରେ ପଥର ମାଡ଼ କରିଛନ୍ତି କିଛି ଅଜ୍ଞାତ ବ୍ୟକ୍ତି। ଦୁର୍ବୃତ୍ତମାନେ ଟିଏମ୍‌ସିର...

ତାଣ୍ଡବ ମେକର୍ସ, ସୈଫ ଅଲି ଖାନଙ୍କ ବିରୋଧରେ ମାମଲା ରୁଜ୍ଜୁ

ଲକ୍ଷ୍ନୌ,୧୮।୧: ବିବାଦରେ ଘେରି ହୋଇଯାଇଛି ନିକଟରେ ରିଲିଜ ହୋଇଥିବା ଆମାଜନ ପ୍ରାଇମ୍‌ର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’। ଏହାର ମେକର୍ସ ଓ ଓଟିଟି ପ୍ଲାଟଫର୍ମ ବିରୋଧରେ ମାମଲ ଦାୟର କରିଛି ଉତ୍ତରପ୍ରଦେଶ ପୋଲିସ। ଏହି ଓ୍ବେବ ସିରିଜ୍‌ରେ ହିନ୍ଦୁ ଦେବାଦେବୀଙ୍କୁ...

ରାମ ମନ୍ଦିର ନିର୍ମାଣ ପାଇଁ ୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଏକ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଦେଶରେ ରାମ ମନ୍ଦିର ସମର୍ପଣ ନିଧି ଅଭିଯାନ ଆରମ୍ଭ କରାଯାଇଛି। ଏହା ଅଧୀନରେ ଦେଶର ଲୋକମାନେ କୋଟି କୋଟି ଟଙ୍କା ଦାନ କରୁଛନ୍ତି। ଏହି ତାଲିକାରେ କଂଗ୍ରେସର ବରିଷ୍ଠ...

ନନ୍ଦିଗ୍ରାମରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ

କୋଲକତା,୧୮।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ରାଜନୀତି ଜୋରସୋରରେ ଚାଲିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବଡ ଘୋଷଣା କରିଛନ୍ତି। ସେ ଏଥର ନନ୍ଦିଗ୍ରାମରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ମମତା ବାନାର୍ଜୀ ନନ୍ଦିଗ୍ରାମ ଏକ ସଭାକୁ ସମ୍ବୋଧନ କରି...

କରୋନା ଯୋଗୁ ସ୍ତ୍ରୀଙ୍କ ପାଖକୁ ଯାଇପାରୁନାହାନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ, କଲେ ଦୁଃଖପ୍ରକାଶ

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଜାମ୍ମୁରେ ଏକ ପୁସ୍ତକ ରିଲିଜ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଅନେକ ଅଭିଯୋଗ କରିଥିଲେ। କିନ୍ତୁ ଏହି ସମୟରେ ସେ ଏପରି ଏକ କଥା କହିଥିଲେ ଯେ ଉପସ୍ଥିତ...

ରାମ ମନ୍ଦିର ନିର୍ମାଣ ପାଇଁ ଦୁଇ ଦିନରେ ଶହେ କୋଟି ଦାନ!

ନୂଆଦିଲ୍ଲୀ,୧୮ ।୧: ରାମ ମନ୍ଦିର ନିର୍ମାଣକୁ ନେଇ ଦେଶବାସୀଙ୍କ ମନରେ କେତେ ଉତ୍ସାହ ତାହା ଏବେ ଦେଖିବାକୁ ମିଳିଛି । କାରଣ ୨ ଦିନ ମଧ୍ୟରେ ରାମ ମନ୍ଦିର ନିର୍ମାଣ ପାଇଁ ପାଖାପାଖି ୧୦୦କୋଟି ଟଙ୍କା ଦାନ ମିଳିଥିବା ଜଣାପଡିଛି...

ଗୁପ୍ତତଥ୍ୟ ପ୍ରଭାବିତ ହେଲେ ହ୍ବାଟସ୍‌ଆପ୍‌କୁ ଡିଲିଟ୍‌ କର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୧: ହ୍ବାଟସ୍‌ଆପ୍‌ ଦ୍ୱାରା ଯଦି ବ୍ୟବହାରକାରୀଙ୍କ ଗୁପ୍ତତଥ୍ୟ ପ୍ରଭାବିତ ହେଉଛି, ତେବେ ଏହାକୁ ସେମାନେ ଡିଲିଟ୍‌ କରିବା ଆବଶ୍ୟକ ବୋଲି ଦିଲ୍ଲୀ ହାଇକୋର୍ଟ ସୋମବାର ପ୍ରକାଶ କରିଛନ୍ତି। ଏହା ଏକ ପ୍ରାଇଭେଟ୍‌ ଆପ୍‌ । ମ୍ୟାପ୍‌ ଏବଂ ବ୍ରାଉଜରରେ ମଧ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri