ଜାତୀୟ

ପଞ୍ଜାବ ଆସି କୃଷି ଆଇନର ସୁବିଧା ବୁଝାନ୍ତୁ ହେମା, ଆମେ ଉଠାଇବୁ ଖର୍ଚ୍ଚ: କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୧୮ ।୧: କେନ୍ଦ୍ରର କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ୫୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି । ମଙ୍ଗଳବାର କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ୧୦ମ...

ବାଲାକୋଟ ଷ୍ଟ୍ରାଇକ୍‌ ସମ୍ପର୍କିତ ସୂଚନା ୩ ଦିନ ପୂର୍ବରୁ ଜାଣିଥିଲେ ଗଣମାଧ୍ୟମ ପ୍ରତିନିଧି

ନୂଆଦିଲ୍ଲୀ,୧୮।୧: ବାଲାକୋଟ ଷ୍ଟ୍ରାଇକ୍‌ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣି ଥରେ ଘେରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଜଣେ ଗଣମାଧ୍ୟମ ପ୍ରତିନିଧି ଏବଂ ତାଙ୍କ ବନ୍ଧୁଙ୍କ ପାଖରେ ଏ ସମ୍ପର୍କିତ ସୂଚନା ୩ ଦିନ...

ଭାରତ କିଣିବ ୨୧ ମିଗ୍‌, ୧୨ ସୁଖୋଇ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଭାରତ ୨୧ଟି ମିଗ୍‌-୨୯ ଏବଂ ୧୨ ସୁଖୋଇ-୩୦ ଯୁଦ୍ଧ ବିମାନ ରୁଷ୍‌ଠାରୁ କିଣିବ। ଏନେଇ ସୁରକ୍ଷା କ୍ୟାବିନେଟ୍‌ କମିଟି ପକ୍ଷରୁ ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହା...

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୮ ।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଟୁଇଟ୍ କରି ସେ କହିଛନ୍ତି ମୋଦି ସରକାର ସୁଟ-ବୁଟ ବାଲା ବନ୍ଧୁଙ୍କୁ ୮,୭୫,୦୦୦କୋଟି ଟଙ୍କାର ଋଣ ଛାଡ କରିଛନ୍ତି । ଆଉ...

ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ, ସେ ନିଷ୍ପତ୍ତି ନେବେ ପୋଲିସ

ନୂଆଦିଲ୍ଲୀ,୧୮।୧: ଅନ୍ନଦାତାଙ୍କ ପକ୍ଷରୁ ଜାନୁୟାରୀ ୨୬ରେ ହେବାକୁ ଥିବା ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ ତାହାର ନିଷ୍ପତ୍ତି ପୋଲିସ ବିଭାଗ ନେବେ। ସୋମବାର ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଟ୍ରାକ୍ଟର କରିବା ଲାଗି ଅନ୍ନଦାତାଙ୍କୁ...

ସିଆର୍‌ପିଏଫ୍‌-ଡିଆର୍‌ଡିଓ ପକ୍ଷରୁ ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ଆରମ୍ଭ

ନୂଆଦିଲ୍ଲୀ,୧୮।୧: ସିଆର୍‌ପିଏଫ୍‌ ଏବଂ ଡିଆର୍‌ଡିଓ ପକ୍ଷରୁ ସୋମବାର ବାଇକ୍‌ ଆମ୍ବୁଲାନ୍ସ୍‌ ସେବା ‘ରକ୍ଷିତା’ର ଆରମ୍ଭ କରାଯାଇଛି। ସୁରକ୍ଷାକର୍ମୀଙ୍କୁ ଜରୁରିକାଳୀନ ସେବା ଯୋଗାଇ ଦେବା ପାଇଁ ଏହା କାର୍ଯ୍ୟ କରିବ। ଯୁଦ୍ଧ କ୍ଷେତ୍ର, ଆତଙ୍କବାଦୀ ଅପରେଶନ୍‌ ଅବା ମାଓବାଦୀ ଅପରେଶନ୍‌ ସମୟରେ...

ଅହମଦାବାଦ-ସୁରଟ ମେଟ୍ରୋ ପ୍ରୋଜେକ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୮ ।୧: ଗୁଜରାଟର ସୁରଟ ଓ ଅହମଦାବାଦ ସହର ପାଇଁ ସୋମବାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅର୍ଥାତ୍ ୧୮ ଜାନୁୟାରୀରେ ଭିଡିଓ କନଫରେନ୍ସିଂ ଜରିଆରେ ଅହମଦାବାଦ ମେଟ୍ରୋ ରେଲ ପରିଯୋଜନାର ଦ୍ୱିତୀୟ...

ଏବେ ମିଳିବନି ଥଣ୍ଡାରୁ ମୁକ୍ତି

ନୂଆଦିଲ୍ଲୀ,୧୮ ।୧: ଦେଶର କିଛି ଅଞ୍ଚଳରେ ହାଡଭଙ୍ଗା ଶୀତ ପଡିଛି । ଉତ୍ତର ଭାରତରେ ବେଳକୁ ବେଳ ଥଣ୍ଡାର ପରିମାଣ ବଢିବାରେ ଲାଗିଛି । ଏହାସହ ଘନ କୁହୁଡି ମଧ୍ୟ ଦେଖାଦେଇଛି । ଏହାକୁ ଦେଖି ପାଣିପାଗ ବିଭାଗ ଅନୁମାନ...

ବରଙ୍କଠାରୁ ୬ ଲକ୍ଷ ଲୁଟି ନେଲେ କନ୍ୟା

ଲକ୍ଷ୍ନୌ,୧୮।୧: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ କନ୍ୟା ବିବାହ ପୂର୍ବରୁ ବରଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏହି ଟଙ୍କାରେ ସେ ଶପିଂ କରି ପରେ ଫେରାର ହୋଇ ଯାଇଛନ୍ତି। ମନୋଜ ଅଗ୍ରଓ୍ବାଲ ନାମକ...

କରୋନା ଟିକା ଯୋଗୁ ଓ୍ବାର୍ଡ ବୟଙ୍କ ହୋଇନି ମୃତ୍ୟୁ: ପୋଷ୍ଟମୋର୍ଟମ ରିପୋର୍ଟ

ମୋରାଦାବାଦ୍‌,୧୮।୧: କରୋନା ଟିକା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶ ମୋରାଦାବାଦ୍‌ରେ ଜିଲା ହସ୍ପିଟାଲରେ କାମ କରୁଥିବା ୪୬ ବର୍ଷ ବୟସ୍କ ଓ୍ବାର୍ଡ ବୟ ମହିପାଳ ସିଂଙ୍କୁ ଜାନୁୟାରୀ ୧୬ରେ କରୋନା ଟିକା ଦିଆଯାଇଥିଲା। ଟିକା ନେବାର...

ଦିଲ୍ଲୀରେ ୧୦ ମାସ ପରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଗତ ୧୦ ମାସ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସୋମବାର ସ୍କୁଲ ଖୋଲିଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେମାନେ ବିଜୟ ସୂଚକ ଚିହ୍ନ ଦେଖାଇ...

ଅର୍ଣ୍ଣବଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌କୁ ନେଇ ଝଡ଼

ନୂଆଦିଲ୍ଲୀ, ୧୮।୧: ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଟେଲିଭିଜନ ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହୋଇଥିବା ହ୍ବାଟ୍ସଆପ୍‌ ଚାଟିଂର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଲିକ୍‌ ଘଟଣାକୁ ନେଇ ରାଜନୈତିକ ଝଡ଼...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri