ଜାତୀୟ

ଭାରତ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ, ୧୮।୧: ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ସମସ୍ତଙ୍କ ଅପେକ୍ଷା ଥିଲା ଟିକାକୁ। ସଂକ୍ରମଣର ପ୍ରାୟ ବର୍ଷେ ପରେ ଆମେରିକା, ବ୍ରିଟେନ, ରୁଷିଆ, ଚାଇନା ସମେତ ବିଶ୍ୱର ବିଭିନ୍ନ ଦେଶକୁ ଭାକ୍ସିନ୍‌ ଆସିଛି। କୋଭିଡ୍‌ ମହାମାରୀ...

ଦେଶରେ ଦିନକୁ ନିର୍ମାଣ ହେଉଛି ହାରାହାରି ୭୬ କିମି ଏନ୍‌ଏଚ୍‌ ରାସ୍ତା

ନୂଆଦିଲ୍ଲୀ,୧୭।୧: ଚଳିତ ଜାନୁୟାରୀର ଗତ ସପ୍ତାହ ସୁଦ୍ଧା ହାଇଓ୍ବେ (ଏନ୍‌ଏଚ୍‌) ନିର୍ମାଣ କାର୍ଯ୍ୟ ରେକର୍ଡ ଛୁଇଁଛି। ଜାନୁୟାରୀ ୮ ତାରିଖ ସୁଦ୍ଧା ଦେଶରେ ଦିନକୁ ୭୬ କିମି ହାଇଓ୍ବେ ରାସ୍ତା ନିର୍ମାଣ ହୋଇଛି। ଏ ନେଇ ରବିବାର ସୂଚନା ଦେଇଛି...

ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ୧୯ରେ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ ଜାରି ରହିଥିବା ଅଚଳାବସ୍ଥା ଦୂର କରିବା ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିର ପ୍ରଥମ ବୈଠକ ପୁସା କ୍ୟାମ୍ପସଠାରେ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ କମିଟିର ଜଣେ...

କଂଗ୍ରେସ ଉପରେ ଭରସା କରନ୍ତୁ ନାହିଁ: ଅମିତ ଶାହା

ବେଙ୍ଗାଲୁରୁ,୧୭।୧: କେନ୍ଦ୍ର ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା ରବିବାର କଂଗ୍ରେସ ଉପରେ ବର୍ଷିଛନ୍ତି। କର୍ନାଟକର ବଗାଲକୋଟରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବାବେଳେ ସେ କହିଛନ୍ତି ଯେ,କଂଗ୍ରେସକୁ ଆଦୌ ବିଶ୍ୱାସ କରନ୍ତୁ ନାହିଁ, ଟିକା ନେବା ସମୟ ଯେତେବେଳେ ଆସିବ ସେତେବେଳେ...

ମମତା ଗଡକୁ ଡେଇଁଲେ ଉଦ୍ଧବ

ମୁମ୍ବାଇ,୧୭।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଶିବସେନା ଘୋଷଣା କରିଛନ୍ତି। ଶିବସେନା ଏମ୍‌ପି ସଞ୍ଜୟ ରାଉତ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ ଟୁଇଟ ଯୋଗେ କହିଛନ୍ତି- ଏହି ଖବର ଦୀର୍ଘ ସମୟ ଧରି ଅପେକ୍ଷା କରିଥିଲା।...

୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଚାଲିବ ଚାଷୀ ଆନ୍ଦୋଳନ – କୃଷକ ନେତା

ନାଗପୁର,୧୭।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନ ୨୦୨୪ ମେ’ ପର୍ଯ୍ୟନ୍ତ ଜାରି ରହିବ। ଏଥି ନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ଆନ୍ଦୋଳନରତ କୃଷକମାନେ। ଏଭଳି ମନ୍ତବ୍ୟ ଦେଇ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି...

ପାଠ ନ ପଢିବାରୁ ଝିଅକୁ ଏଭଳି ଦଣ୍ଡ ଦେଲେ ପିତା, ଜାଣିଲେ ଥରିବ ହୃଦୟ

କୋଲକତା,୧୭।୧: ସାଧାରଣତଃ ମାତାପିତାମାନେ ନିଜ ପିଲାମାନଙ୍କର ସୁରକ୍ଷାକାରୀ ଏବଂ ଶୁଭଚିନ୍ତକ ହୋଇଥାନ୍ତି। ଏପରି ପରିସ୍ଥିତିରେ, ଯଦି ପିତା ନିଜ ପିଲାମାନଙ୍କ ପ୍ରତି ନିଷ୍ଠୁର ତେବେ କ’ଣ କୁହାଯାଇପାରେ। ପଶ୍ଚିମବଙ୍ଗର ଦୁର୍ଗାପୁରରୁ ଏଭଳି ପିତାଙ୍କ ନିଷ୍ଠୁର ଆଚରଣ ମାମଲା ସାମ୍ନାକୁ ଆସିଛି,...

କରୋନା ଟିକାନେଇ ମେଡିକାଲ ସିକ୍ୟୁରିଟି ଗାର୍ଡ ଗୁରୁତର

ନୂଆଦିଲ୍ଲୀ,୧୭।୧: ଶନିବାର ଦେଶରେ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଦିଲ୍ଲୀରେ ପ୍ରଥମ ଦିନରେ ୪୩୧୯ ସ୍ବାସ୍ଥ୍ୟ କର୍ମୀ ଟିକାକରଣ କରିଥିଲେ। ଟିକା ନେଇ ଜଣେ ୨୨ ବର୍ଷିୟ ମେଡିକାଲ ସିକ୍ୟୁରିଟି ଗାର୍ଡ ଗୁରୁତର ହୋଇ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ...

ଆଇନ ପ୍ରତ୍ୟାହାର ଛଡା ଅନ୍ୟ କିଛି ବିକଳ୍ପ କୁହନ୍ତୁ କୃଷକ: କୃଷି ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୧: କୃଷି ଆଇନ୍‌ ରଦ୍ଦକୁ ନେଇ କୃଷକ ସଂଗଠନ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟ ତୁ ତୁ ମେ ମେ ଜାରି ରହିଛି। ରବିବାର କୃଷକ ଆନ୍ଦୋଳନ ୫୩ତମ ଦିନରେ ପହଞ୍ଚିଥିବାବେଳେ ଏପର୍ଯ୍ୟନ୍ତ କୌଣସି ସମାଧାନର ବାଟ ଫିଟିନାହିଁି। କେନ୍ଦ୍ର...

୧ କୋଟି ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଲେ ରେଳ ଅଧିକାରୀ

ନୂଆଦିଲ୍ଲୀ,୧୭।୧:ସିବିଆଇ ଜାଲରେ ରେଳ ଅଧିକାରୀ। ୧ କୋଟି ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି ବରିଷ୍ଠ ରେଳ ଅଧିକାରୀ ମହେନ୍ଦ୍ର ସିଂ ଚୌହାନ। ତାଙ୍କ ସହ ଅନ୍ୟ ୨ଜଣଙ୍କୁ ମଧ୍ୟ ଏହିୀ ମାମଲାରେ ଧରାପଡିଛନ୍ତି। ସେମାନଙ୍କଠାରୁ ୧ କୋଟି ଟଙ୍କା ଜବତ...

ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷଙ୍କ ଉପରେ ଆକ୍ରମଣ: ଟାର୍ଗେଟରେ ଭାଜପା

ଅଗରତାଲା,୧୭ ।୧: ତ୍ରିପୁରାର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପିୟୁସ କାନ୍ତି ବିଶ୍ୱାସଙ୍କ ଉପରେ ରବିବାର ସିପାହିଜାଲା ଜିଲାରେ ଆକ୍ରମଣ ହୋଇଛି । ଏଥିରେ ତାଙ୍କର କାର୍ ଭାଙ୍ଗିରୁଜି ଯିବା ସହ ବିଶ୍ୱାସଙ୍କ ମୁଣ୍ଡରେ ଆଘାତ ଲାଗିଛି । ଏହାସହ ତାଙ୍କ...

ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯୋଗଦେବାକୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୧୭।୧: ଆସନ୍ତା ଜୁନରେ ବ୍ରିଟେନରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଯୋଗ ଦେବାକୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସ୍‌ନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରିଛନ୍ତି। ବିଶ୍ବର ପ୍ରମୁଖ ଗଣତାନ୍ତ୍ରିକ ବିକଶିତ ଦେଶଙ୍କ ସଂଗଠନ ହେଲା ଜି-୭ ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri