ଜାତୀୟ

କିନ୍ନରଙ୍କୁ ପୋଲିସ ବିଭାଗରେ ମିଳିବ ନିଯୁକ୍ତି

ପାଟନା,୧୬।୧: ଏଣିକି ବିହାରରେ ପୋଲିସ ବିଭାଗରେ କିନ୍ନରଙ୍କୁ ନିଯୁକ୍ତି ମିଳିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଘୋଷଣା କରିଛନ୍ତି। ସିପାହୀ ଏବଂ ଦାରୋଗା ପଦବୀରେ କିନ୍ନରଙ୍କୁ ସିଧାସଳଖ ନିଯୁକ୍ତି ମିଳିବ। ରାଜ୍ୟରେ ବୃଦ୍ଧି ପାଉଥିବା ଅପରାଧକୁ ଦୃଷ୍ଟିରେ ରଖି ସରକାରଙ୍କ...

ସିରମ ଇନଷ୍ଟିଚ୍ୟୁଟ ମୁଖ୍ୟ ପୁନାୱାଲା ନେଲେ କରୋନା ଟିକା

ପୁଣେ,୧୬ ।୧: କରୋନା ମହାମାରୀଠାରୁ ମୁକ୍ତି ପାଇବା ପାଇଁ ଦେଶକୁ ମିଳିଯାଇଛି ଟିକା । ଶନିବାର ପ୍ରଥମ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଯାଇଥିବା ବେଳେ ଏଥିରେ ପ୍ରଥମେ କରୋନା ଯୋଦ୍ଧାଙ୍କୁ ସାମିଲ କରାଯାଇଛି । ଏହି କ୍ରମରେ ସିରମ ଇନଷ୍ଟିଚ୍ୟୁଟ...

କରୋନା ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ,କହିଲେ କେଜରିଓ୍ବାଲ-ଅମରିନ୍ଦର

ନୂଆଦିଲ୍ଲୀ,୧୬।୧: ଭାରତରେ ଶନିବାରଠାରୁ ସର୍ବବୃହତ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କ ସାର୍ବଜନୀକ ଟିକାକରଣକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବାଗତ କରିଛନ୍ତି। କେଜରିଓ୍ବାଲ ଜନସାଧାରଣଙ୍କୁ ଗୁଜବ ପ୍ରତି ଧ୍ୟାନ...

କରୋନା ଭ୍ୟାକ୍ସିନ ଯଦି ସୁରକ୍ଷିତ ତେବେ ମନ୍ତ୍ରୀଙ୍କୁ କାହିଁକି ଦିଆଯାଉ ନାହିଁ: କଂଗ୍ରେସ ନେତା

ନୂଆଦିଲ୍ଲୀ,୧୬ ।୧: ସାରା ଦେଶରେ କରୋନା ମହାମାରୀ ସହ ଲଢିବାକୁ ଶନିବାର ସକାଳୁ ଆରମ୍ଭ ହୋଇଛି ଟିକାକରଣ ପ୍ରକ୍ରିୟା । ଏହିକ୍ରମରେ ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ, ଡାକ୍ତରଙ୍କୁ ସାମିଲ କରାଯାଇଛି । ତେବେ ଟିକାକରଣ ଆରମ୍ଭରୁ ପ୍ରଶ୍ନ ଉଠାଇଛି କଂଗ୍ରେସ...

ଯୁବକଙ୍କ ମଳଦ୍ୱାରରେ ଏୟାର ପ୍ରେସର ଦେଲେ ବନ୍ଧୁ: ଅବସ୍ଥା ହେଲା ଗୁରୁତର

ଭୋପାଳ,୧୬।୧: ବନ୍ଧୁଙ୍କ ମଧ୍ୟରେ ଥଟ୍ଟା ମଜା ହେବା ସାଧାରଣ କଥା। ମାତ୍ର ଏହି ଥଟ୍ଟା ମଜାରୁ ମଧ୍ୟପ୍ରଦେଶରେ ଜଣେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କଟନି ଜିଲାର ମାଧବ ନଗର ସ୍ଥିତ ଏକ ଡାଲି ମିଲ୍‌ରେ ସୁଖରାମ...

ଘନ କୁହୁଡ଼ି: ବିମାନ ଉଡ଼ାଣ ବାତିଲ, ରେଳ ସେବା ବ୍ୟାହତ, ଏକ୍ସପ୍ରେସ୍‌ ଓ୍ବେରେ ୨୫ ଗାଡ଼ି ଦୁର୍ଘଟଣା

ନୂଆଦିଲ୍ଲୀ,୧୬।୧: ଘନ କୁହୁଡି ଯୋଗୁ ଦିଲ୍ଲୀ ଏନ୍‌ସିଆର୍‌ରେ ସଙ୍କଟ ସୃଷ୍ଟି ହୋଇଛି। ୨-୩ ମିଟର ଦୂରରୁ ଦେଖିବା ମଧ୍ୟ ସମ୍ଭବ ହେଉ ନାହିଁ। ସୁରକ୍ଷା ଦୃଷ୍ଟିରୁ କେତେକ ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ସେହିପରି ଟ୍ରେନ୍‌ ଚଳାଚଳ ମଧ୍ୟ ବ୍ୟାହତ...

୯୫ ପ୍ରତିଶତ ଡ୍ରାଇଭରଙ୍କୁ ଜଣା ନାହିଁ ଟ୍ରାଫିକ୍‌ ନିୟମ

ନୂଆଦିଲ୍ଲୀ,୧୬।୧: ଦେଶରେ ଘଟୁଥିବା ସଡ଼କ ଦୁର୍ଘଟଣା ପାଇଁ ଗାଡ଼ି ଡ୍ରାଇଭର ମୁଖ୍ୟତଃ ଦାୟୀ। ୯୫ ପ୍ରତିଶତ ଡ୍ରାଇଭରଙ୍କୁ ଟ୍ରାଫିକ୍‌ ନିୟମ ଜଣା ନାହିଁ। ପ୍ରଚଳିତ ୫୦ ପ୍ରତିଶତ ଟ୍ରାଫିକ୍‌ ନିୟମ ସମ୍ପର୍କରେ ଡ୍ରାଇଭରଙ୍କୁ ଅଜଣା। ଏକ୍ଷେତ୍ରରେ ଦିଲ୍ଲୀ ଏବଂ ବେଙ୍ଗାଲୁରୁର...

ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧା ନେଲେ ପ୍ରଥମ ଟିକା

ନୂଆଦିଲ୍ଲୀ,୧୬।୧: ଦେଶରେ ଶନିବାରଠାରୁ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଟିକା ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧାଙ୍କୁ ଦିଆଯାଇଛି। ହସ୍ପିଟାଲର ସଫେଇ କର୍ମଚାରୀ ମନିଶ କୁମାର ପ୍ରଥମେ ଟିକା ନେଇଛନ୍ତି। ଏହି ଅବସରରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ,...

ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି

ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର ଶୁଭାରମ୍ଭ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରି ଏପରି କହିଛନ୍ତି। ଭାରତରେ ସର୍ବବୃହତ୍‌...

‘ସ୍ପୁଟ୍‌ନିକ୍‌-ଭି’ର ତୃତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧: ଭାରତ କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ପୃଥିବୀର ଅନ୍ୟ ଦେଶ ତୁଳନାରେ ବେଶ୍‌ ଆଗୁଆ ରହିଛି। ଦେଶରେ ସାର୍ବଜନୀକ ଭାବେ କୋଭିଶିଲ୍ଡ୍‌ ଏବଂ କୋଭ୍ୟାକ୍ସିନ୍‌ର ଟିକାକରଣ ଆରମ୍ଭ କରାଯାଇଛି। ଇତିମଧ୍ୟରେ ରୁଷ୍‌ ଦ୍ୱାରା ପ୍ରସ୍ତୁତ କରୋନ ପ୍ରତିଷେଧକ ଟିକା...

ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ୍‌ ବାଟରେ କଣ୍ଟା ସାଜିଛି ଆମେରିକା

ନୂଆଦିଲ୍ଲୀ,୧୬।୧: ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ରୁଷ୍‌ଠାରୁ ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ କିଣାଯିବା ଲାଗି ଚୁକ୍ତି ସ୍ବାକ୍ଷର ହୋଇଛି। ତେବେ ବାଟରେ ଆମେରିକା କଣ୍ଟା ସାଜିଛି। ଭାରତର ଏହି ଚୁକ୍ତିକୁ ରଦ୍ଦ କରିବା ଲାଗି ରାଷ୍ଟ୍ରପତି...

କମଲ ହାସନଙ୍କ ଦଳକୁ ଫେରିଲା ବ୍ୟାଟେରି ଟର୍ଚ୍ଚ ଚିହ୍ନ

ଚେନ୍ନାଇ, ୧୬।୧: କମଲ ହାସନଙ୍କ ଦଳ ମକ୍କଲ୍‌ ନିଧି ମୈୟମ (ଏମ୍‌ଏନ୍‌ଏମ୍‌)କୁ ପୁଣିଥରେ ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ ମିଳିଛି। ଏକ ଭିଡିଓ ବାର୍ତ୍ତାରେ କମଲ ହାସନ ଏହି ସୂଚନା ଦେଇଛନ୍ତି। ନିଷ୍ପେଷିତମାନଙ୍କ ଉତ୍‌ଥାନ ପାଇଁ ଲଢ଼େଇ କରିଥିବା ମାର୍ଟିନ୍‌ ଲୁଥର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri