ଜାତୀୟ

ନିଧି ରାଜଦାନ ଫିଶିଙ୍ଗ୍‌ ଶିକାର

ନୂଆଦିଲ୍ଲୀ,୧୬ା୧: ଏନ୍‌ଡିଟିଭିର ପୂର୍ବତନ ଖବରଦାତା ନିଧି ରାଜଦାନ ଫିଶିଙ୍ଗ୍‌ (ଅନ୍‌ଲାଇନ୍‌ ଠକେଇ)ର ଶିକାର ହୋଇଥିବା ନିଜେ ଟୁଇଟ୍‌ କରି ଜଣାଇଛନ୍ତି। ନିଧି କହିଛନ୍ତି, ସେ ଅତ୍ୟନ୍ତ ଗମ୍ଭୀର ଫିଶିଙ୍ଗ୍‌ ଆକ୍ରମଣର ଶିକାର ହୋଇଛନ୍ତି। ତାଙ୍କ ପାଖକୁ ହାଭାର୍ଡ ୟୁନିଭର୍ସିଟିରେ ଅଧ୍ୟାପନା...

ଚାଷୀଙ୍କ ପ୍ରତି ସମ୍ମାନ ନାହିଁ

ନୂଆଦିଲ୍ଲୀ/ଲକ୍ଷ୍ନୌ/ଜୟପୁର/ଚଣ୍ଡିଗଡ଼,୧୬ା୧:ଚାଷୀଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦୌ ସମ୍ମାନ ନାହିଁ। କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକମାନଙ୍କୁ ପ୍ରତିହତ କରିବା ଲାଗି ମୋଦି ଉଦ୍ୟମ ଚଳାଇଛନ୍ତି। ସରକାର କାଳକ୍ଷେପଣ କୌଶଳ ଆପଣାଇ ଆନ୍ଦୋଳନ କରୁଥିବା କୃଷକଙ୍କ ସହ ଆଲୋଚନା କରୁଥିବା...

କେନ୍ଦ୍ର-କୃଷକ ବୈଠକ ନିଷ୍ଫଳ

‘ନୂଆଦିଲ୍ଲୀ,୧୬ା୧(ପି.ଟି.): ୩ ବିବାଦୀୟ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା କୃଷକ ସଙ୍ଗଠନଗୁଡ଼ିକର ପ୍ରତିନିଧି ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଶୁକ୍ରବାର ନବମ ପର୍ଯ୍ୟାୟ ବୈଠକ ନିଷ୍ଫଳ ହୋଇଛି। ସୁପ୍ରିମକୋର୍ଟ କୃଷି ଆଇନ ଉପରେ ସ୍ଥଗିତାଦେଶ ଜାରି କରି ବିଶେଷଜ୍ଞ...

ପଡ଼ୋଶୀଙ୍କୁ ଦିଆଯିବ ୨ କୋଟି ଡୋଜ୍‌

ନୂଆଦିଲ୍ଲୀ, ୧୬।୧: ବିଶ୍ୱର ଅନ୍ୟତମ ସର୍ବାଧିକ ଟିକା ଉତ୍ପାଦନକାରୀ ଭାରତ ଏହାର ପଡୋଶୀ ଦେଶଗୁଡ଼ିକୁ ୨ କୋଟି କୋଭିଡ୍‌ ଟିକା ଡୋଜ୍‌ ପ୍ରଦାନ ଲାଗି ଯୋଜନା କରୁଛି। ଏହା ବ୍ୟତୀତ ବିଶ୍ୱର ବିଭିନ୍ନ ଦେଶକୁ ଟିକା ଯୋଗାଣ ଲାଗି ସରକାର...

ଭୋଟର ଲିଷ୍ଟରୁ ଚିହ୍ନଟ କରାଯିବ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଭାରତରେ ଶନିବାରଠାରୁ କରୋନା ଟିକାକରଣ ଆରମ୍ଭ ହେଉଥିବାବେଳେ ଏଥିଲାଗି ପୂର୍ଣ୍ଣ ସହଯୋଗ ଦେବାକୁ ଶୁକ୍ରବାର ନିର୍ବାଚନ କମିଶନ (ଇସି) ରାଜି ହୋଇଛନ୍ତି। ପୋଲିଂ ଷ୍ଟେଶନ ସ୍ତରରେ ହିତାଧିକାରୀମାନଙ୍କୁ ଚିହ୍ନଟ କରି କୋଭିଡ୍‌-୧୯ ଭାକ୍ସିନ ଅଭିଯାନ ଚଳାଇବା ପାଇଁ କେନ୍ଦ୍ର...

ଏୟାର ଲାଇନ୍‌ ମେନ୍ୟୁରୁ ବାଦ୍‌ ପଡ଼ିଲା ଚିକେନ, ଅଣ୍ଡା ଡିଶ୍‌

ନୂଆଦିଲ୍ଲୀ,୧୫।୧: ଦେଶର ବିଭିନ୍ନ ରାଜ୍ୟରେ ବାର୍ଡ ଫ୍ଲୁ ଭୟଙ୍କର ସ୍ଥିତି ମୁହାଁ ହେଉଛି। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ଇଣ୍ଡିଗୋ ଓ ଭିଷ୍ଟାରା ଭଳି ଏୟାର ଲାଇନ୍‌ ସେମାନଙ୍କ କିଛି ଫ୍ଲାଇଟ୍‌ରେ ଚିକେନ ଓ ଅଣ୍ଡା ଡିଶ୍‌ ପରିବେଷଣ କରିବାକୁ...

‘କୋଭାକ୍ସିନ କେବଳ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ’

ନୂଆଦିଲ୍ଲୀ,୧୫।୧: କୋଭିଡ୍‌-୧୯ ସହ ଲଢ଼ିବା ପାଇଁ ଭାରତ ବାୟୋଟେକ, ଇଣ୍ଡିଆନ କାଉନ୍ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର) ଓ ନ୍ୟାଶନାଲ ଇନଷ୍ଟିଚ୍ୟୁ ଅଫ୍‌ ଭିରୋଲୋଜି ଦ୍ୱାରା ପ୍ରସ୍ତୁତ ହୋଇଛି କୋଭାସ୍କିନ। ଭାରତ ବାୟୋଟେକର ବାୟୋସଫେଟି ସ୍ତର – ୩ ବାୟୋକଣ୍ଟେନମେଣ୍ଟ...

କମଲ ହାସନଙ୍କ ଏମ୍‌ଏନ୍‌ଏମ୍‌ ଫେରି ପାଇଲା ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ

ଚେନ୍ନାଇ,୧୫।୧: ବିଶିଷ୍ଟ ସାଉଥ ଅଭିନେତା କମଲ ହାସନଙ୍କ ରାଜନୈତିକ ପାର୍ଟି ମକ୍କଲ ନିଧି ମାଇମ (ଏମ୍‌ଏନ୍‌ଏମ୍‌) ଫେରି ପାଇଛି ତାର ‘ବ୍ୟାଟେରି ଟର୍ଚ୍ଚ’ ଚିହ୍ନ। ୨୩୪ ବିଧାନସଭା ଆସନ ବିଶିଷ୍ଟ ତାମିଲନାଡୁ ନିର୍ବାଚନ ଲାଗି ବ୍ୟାଟେରି ଟର୍ଚ୍ଚ ଚିହ୍ନ ମିଳିଥିବା...

‘ଟିକା ନେବାକୁ ୮୦ ପ୍ରତିଶତ ଭାରତୀୟ ପ୍ରସ୍ତୁତ’

ନୂଆଦିଲ୍ଲୀ,୧୫।୧: ଦେଶରେ ୧୬ ତାରିଖ ଆରମ୍ଭ ହେବ କରୋନା ଟିକାକରଣ ଅଭିଯାନ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ ୮୦ ପ୍ରତିଶତ ଭାରତୀୟ କୋଭିଡ-୧୯ ଟିକା ନେବାକୁ ପ୍ରସ୍ତୁତ ବୋଲି ପ୍ରକାଶ...

ବାହାରିଲା ନାହିଁ କୌଣସି ସମାଧାନ: କୃଷି ଆଇନକୁ ନେଇ ପୁଣିଥରେ ୧୯ ଜାନୁୟାରୀରେ ହେବ ବୈଠକ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଥିବା କୃଷକଙ୍କ ସହ ଶୁକ୍ରବାର କେନ୍ଦ୍ର ସରକାର ୯ମ ଥର ପାଇଁ ଆଲୋଚନା କରିଥିଲେ । ହେଲେ ଏଥର ବି ଏହାର କୌଣସି ସମାଧାନ ବାହାରି...

କରୋନାଠାରୁ ବି ମାରାତ୍ମକ ଭାଇରସ ହେଉଛି ଭାଜପା: ନୁସରତ

କୋଲକାତା,୧୫ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେଠାରୁ କିନ୍ତୁ ପରସ୍ପର ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି । ଏହି ସମୟରେ ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ର ବସିରହାଟର ଏମ୍‌ପି ନୁସରତ ଜହାଁ ଭାରତୀୟ ଜନତା ପାର୍ଟି(ଭାଜପା)କୁ ନେଇ...

ନୂଆ ସଂସଦ ଭବନର ନିର୍ମାଣ କାର୍ଯ୍ୟ ଆରମ୍ଭ: ୭୫ତମ ସ୍ବାଧୀନତା ଦିବସ ସୁଦ୍ଧା ହେବ ଶେଷ

ନୂଆଦିଲ୍ଲୀ,୧୫।୧: ନୂଆ ସଂସଦ ଭବନର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ନୂଆ ସଂସଦ ଭବନର ଆକୃତି ତିନି କୋଣୀୟ ବିଶିଷ୍ଟ କରାଯିବ। ୨୦୨୨ରେ ୭୫ତମ ସାଧୀନତା ଦିବସ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏନେଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri