ଜାତୀୟ

ଜମ୍ମୁ-କଶ୍ମୀରରେ କମିଛି ଆତଙ୍କବାଦୀ କାର୍ଯ୍ୟକଳାପ

ନୂଆଦିଲ୍ଲୀ,୧୧।୧: ଜମ୍ମୁ-କଶ୍ମୀରରେ ୨୦୨୦ରେ ଆତଙ୍କବାଦୀ କାର୍ଯ୍ୟକଳାପ କମିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ଆତଙ୍କବାଦୀ କାର୍ଯ୍ୟ ୬୩.୯୩ ପ୍ରତିଶତ କମିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୨୦ ନଭେମ୍ବର ୧୫ ସୁଦ୍ଧା ଘଟିଥିବା ଘଟଣା...

ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୧୧।୧: ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ଆସନ୍ତା ୧୬ ତାରିଖରେ ହେବାକୁ ଥିବା ଟିକାକରଣକୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଭର୍ଚୁଆଲ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୪ଟାରେ ଏହି...

ଅର୍ଜୁନ ରାମପାଲଙ୍କ ଭଉଣୀ କୋମଲଙ୍କୁ ଏନ୍‌ସିବିର ସମନ

ମୁମ୍ବାଇ,୧୧ ।୧: ବଲିଉଡ୍ ଅଭିନେତା ଅର୍ଜୁନ ରାମପାଲଙ୍କ ଭଉଣୀ କୋମଲ ରାମପାଲଙ୍କୁ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ସମନ ଜାରି କରିଛି । ବଲିଉଡ୍ ଡ୍ରଗ୍ସ ମାମଲାରେ ତାଙ୍କୁ ପଚରା ଉଚରା ପାଇଁ ଏହି ସମନ ଜାରି କରାଯାଇଛି । ଏହା...

ଦିଲ୍ଲୀରେ କମିଲା ଚିକେନ ଦାମ୍‌

ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ ଏବଂ ୨୭ ବତକଙ୍କର ମୃତ୍ୟୁ ଘଟିଥିଲା। ୮ମୃତ ପକ୍ଷୀଙ୍କ ଠାରେ ବାର୍ଡ ଫ୍ଲୁ...

ମହାରାଷ୍ଟ୍ରରେ ସର୍ବାଧିକ କରୋନା ବର୍ଜ୍ୟ

ନୂଆଦିଲ୍ଲୀ,୧୧।୧: ଦେଶର ଗତ ୭ ମାସ ମଧ୍ୟରେ ୩୨ ହଜାର ୯୯୪ ଟନ୍‌ କରୋନା ବର୍ଜ୍ୟ ଜମା ହୋଇଛି। ସେଥିମଧ୍ୟରେ ପିପିଇ କିଟ୍‌, ମାସ୍କ୍‌, ଜୋତା କଭର, ଗ୍ଲୋଭସ୍‌, ପରୀକ୍ଷା କରାଯାଇଥିବା ରକ୍ତ ଏବଂ ଶରୀରର ଅନ୍ୟ ବର୍ଜ୍ୟ ପଦାର୍ଥ...

ଭାରତକୁ ସହାୟତା ମାଗିଲେ ୧୦ ଦେଶ

ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏପରିସ୍ଥଳେ ଭାରତକୁ ୧୦ ଟି ଦେଶ ସହାୟତା ମାଗିଛନ୍ତି। ବ୍ରାଜିଲ୍‌,...

‘କିରଣ ବେଦୀଙ୍କୁ ବହିଷ୍କାର କର’

ପୁଡ଼ୁଚେରୀ, ୧୧।୧: ଉପରାଜ୍ୟପାଳ କିରଣ ବେଦୀଙ୍କ ବହିଷ୍କାର ଦାବିରେ ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଧାରଣା ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ସେ ବେଦୀଙ୍କ ସରକାରୀ ବାସଭବନ ନିକଟରେ ବସି ରହିଛନ୍ତି। ଆସନ୍ତା ମେ’ ମାସରେ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ...

ଟୁଇଟରରେ ମୋଦି ଏକ ନମ୍ବର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟରେ ସର୍ବାଧିକ ଫଲୋଅର୍ସ...

୩ୟ ଦିନରେ ପହଞ୍ଚିଲା ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ଆନ୍ଦୋଳନ

ପୁଡୁଚେରୀ,୧୦।୧- ଗଭର୍ନର କିରନ ବେଦୀଙ୍କୁ ହଟାଇବା ଦାବିରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ପୁଡୁଚେରୀର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ସେ ବାଧା ଦେଉଛନ୍ତି। କୋଭିଡ୍‌-୧୯ କଟକଣା ଯୋଗୁ ଆମକୁ...

ଭଙ୍ଗାରୁଜା ପରେ ଖଟରଙ୍କ କିଷାନ ବୈଠକ ବାତିଲ

ଚଣ୍ଡିଗଡ଼,୧୦।୧- କର୍ନାଲଠାରେ ରବିବାର ହେବାକୁ ଥିବା ‘କିଷାନ ମହାପଞ୍ଚାୟତ’ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରୁଥିବା ଚାଷୀମାନେ ତାଙ୍କ କାର୍ଯ୍ୟକ୍ରମ ହେବାକୁ ଥିବା ଭେନ୍ୟୁରେ...

ସୁରିନାମର ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୦।୧: ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବାତିଲ ପରେ ସରକାର ସାଣ୍ଟୋଖିଙ୍କୁ ଅତିଥି ଭାବେ...

ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୦।୧- ମହାରାଷ୍ଟ୍ରର ଭନ୍ଦରାସ୍ଥିତ ଜିଲା ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ୧୦ ଜଣ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଉ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri