ଜାତୀୟ

କାନ ଧରି ଭୁଲ ମାଗିଲେ ପୂର୍ବତନ ଭାଜପା ବିଧାୟକ

ବାରାଣସୀ,୧୦।୧: ଉତ୍ତରପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଜଣେ ପୂର୍ବତନ ଭାଜପା ବିଧାୟକଙ୍କୁ ମାଡ ଦିଆଯିବା ସହ କାନ ଧରି କ୍ଷମା ମଗାଯାଇଥିଲା।ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମାମଲା ବାରାଣସୀର ଚୌବେପୁର...

ଟିକାକରଣ ପରିଚାଳନାରେ ଭାଗ ନେବେ ୨୩ଟି ସରକାରୀ ବିଭାଗ

ନୂଆଦିଲ୍ଲୀ,୧୦।୧: କରୋନା ମହାମାରୀରୁ ରକ୍ଷା ପାଇଁ ଦେଶରେ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଟିକାକରଣ ଅଭିଯାନ। ଏହି ଅଭିଯାନରେ ସରକାରଙ୍କ ୨୩ଟି ବିଭାଗ ଅଂଶଗ୍ରହଣ କରିବେ। ଏହା ବିଶ୍ୱର ସବୁଠାରୁ ବଡ ଟିକାରଣ ଅଭିଯାନ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମୁମ୍ବାଇରେ କରୋନାର ନୂଆ ଷ୍ଟ୍ରେନ୍‌!

ମୁମ୍ବାଇ,୧୦ ।୧: କରୋନା ଭ୍ୟାକ୍ସିନ ଆସିବା ପରେ ଏବେ ଅଧିକାଂଶ ଦେଶ ଟିକାକରଣ ପାଇଁ ବ୍ୟସ୍ତ ହୋଇ ପଡିଛନ୍ତି । ଏହାପରେ ବି ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଲୋକଙ୍କ ମନରେ ଆଉ ଏକ ଭୟ ସୃଷ୍ଟି କରିଛି...

ସାନ ଭାଇଙ୍କୁ ଦେଖାଇ ବଡ଼ଙ୍କ ସହ କଲେ ବାହାଘର, ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ ଶାଶୁ କରୁଥିଲେ ବାଧ୍ୟ

ଲକ୍ଷ୍ନୌ,୧୦।୧: ଉତ୍ତରପ୍ରଦେଶର ଗାଜିଆବାଦରେ ଅନନ୍ୟ ବିବାହର ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ମଧ୍ୟସ୍ଥି ସାନ ଭାଇକୁ ଦେଖାଇ ଜଣେ କନ୍ୟାଙ୍କର ବଡ଼ଙ୍କ ସହ ବିବାହ କରାଇଥିଲେ। ଶାଶୁଘରେ ପହଞ୍ଚିବା ପରେ ଶାଶୁ ତାଙ୍କୁ ୪ ପୁଅଙ୍କ ସହ ସମ୍ପର୍କ...

୨୦ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିଛି କିଷାନ ଯୋଜନା ଲାଭ

ନୂଆଦିଲ୍ଲୀ,୧୦।୧: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ରେ ପ୍ରଣୟନ କରାଯାଇଥିବା ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅନ୍ତର୍ଗତ ଦେଶର ୨୦ ଲକ୍ଷ ୪୮ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଲାଭ ମିଳିଛି। ଏଥିରେ ୧,୩୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସୂଚନା ଅଧିକାର ଆଇନ...

ଫଡ଼ନଭୀସ୍‌-ରାଜ୍‌ ଠାକ୍‌ରେଙ୍କ ସୁରକ୍ଷା ବ୍ୟବସ୍ଥା କମିଲା

ମୁମ୍ବାଇ,୧୦।୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ରବିବାର ଏକ ବିବାଦୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ କେତେକ ବରିଷ୍ଠ ନେତାଙ୍କର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌, ଏମ୍‌ଏନ୍‌ଏସ୍‌ ପ୍ରମୁଖ...

ମୁଖ୍ୟମନ୍ତ୍ରୀଙ୍କ ସଭାରେ ଅନ୍ନଦାତାଙ୍କୁ ପୋଲିସର ଲାଠି ମାଡ଼

କର୍ନାଲ,୧୦।୧: କୃଷି ଆଇନକୁ ନେଇ ପ୍ରଦର୍ଶନ କରୁଥିବା ଅନ୍ନଦାତାଙ୍କ ଦୁଃଖ ବୁଝିବା ତ ଦୂରର କଥା ବରଂ ସେମାନଙ୍କ ଉପରେ ଲଗାତାର ଲାଠିମାଡ଼ ହେବାରେ ଲାଗିଛି। ଏବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ସଭାରେ ପ୍ରଦର୍ଶନକାରୀ ଅନ୍ନଦାତାଙ୍କ ଉପରେ...

ରାଜନୀତିକୁ ଆସନ୍ତୁ ରଜନୀକାନ୍ତ

ଚେନ୍ନାଇ,୧୦ ।୧: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଅଭିନେତା ରଜନୀକାନ୍ତଙ୍କ ସମର୍ଥକମାନେ ଦାବି କରିଛନ୍ତି ଯେ ରଜନୀକାନ୍ତ ରାଜନୀତିକୁ ଆସନ୍ତୁ । ଏହି ଦାବିରେ ସମର୍ଥକମାନେ ଚେନ୍ନାଇର ବଲ୍ଲୁବରକୋଟ୍ଟମରେ ପ୍ରଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ରଜନୀକାନ୍ତ...

ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ସ୍ଥିର କରାଯାଇଛି କରୋନା ଟିକାକରଣ ତାରିଖ

ନୂଆଦିଲ୍ଲୀ,୧୦ ।୧: କରୋନା ମହାମାରୀକୁ ଦୂରେଇ ଦେବାଲାଗି ଅପେକ୍ଷା ଥିବା ଟିକାକରଣ ସମୟର ଅନ୍ତ ଘଟିଛି । ସରକାର ୧୬ ଜାନୁୟାରୀ ସାରା ଦେଶରେ ଟିକାକରଣ ଆରମ୍ଭ କରିବେ ବୋଲି କହିଛନ୍ତି । ତେବେ ବହୁ ଚିନ୍ତା ପରେ କୁଆଡେ...

ସକ୍ରିୟ ରାଜନେତା: ଟୁଇଟରରେ ମୋଦିଙ୍କର ସର୍ବାଧିକ ଫଲୋଅର୍ସ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟୁଇଟର୍‌ ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିବା ଦ୍ୱାରା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଜାଣତରେ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି। ଏବେ ମୋଦି ଟୁଇଟରରେ ସର୍ବାଧିକ ଫଲୋଅର୍ସ ଥିବା ପୃଥିବୀର ଏକ ନମ୍ବର...

ମଝି ନଈରେ ଡଙ୍ଗାରେ ଓଢ଼ଣୀ ଉଡ଼ାଇ ନାଚୁଥିଲେ ମହିଳା, ଆଉ ତା’ ପରେ…

ଭୋପାଳ,୧୦।୧: ମଧ୍ୟପ୍ରଦେଶର ଖରଗୋନ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ନର୍ମଦା ନଦୀରେ ୧୧ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡ଼ିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ନିଖୋଜ ଅଛନ୍ତି।...

ଅନ୍‌ଲାଇନ୍‌ ପାଠପଢ଼ା: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଡାଟା କାର୍ଡ

ଚେନ୍ନାଇ,୧୦।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ମାଗଣାରେ ୨ଜିବିର ଇଣ୍ଟରନେଟ୍‌ ଡାଟା କାର୍ଡ ଯୋଗାଇ ଦେବାକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri