ଜାତୀୟ

ଅନ୍‌ଲାଇନ୍‌ ପାଠପଢ଼ା: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଡାଟା କାର୍ଡ

ଚେନ୍ନାଇ,୧୦।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ମାଗଣାରେ ୨ଜିବିର ଇଣ୍ଟରନେଟ୍‌ ଡାଟା କାର୍ଡ ଯୋଗାଇ ଦେବାକୁ...

୨୧୦୦ ପୃଷ୍ଠାର ରାମାୟଣ ଲେଖିଲେ ଏହି କୁନି ଭଉଣୀ ଭାଇ

କରୋନା ମହାମାରୀ ସମୟରେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଥିଲା। ସେହି ସମୟରେ ସବୁ ଲୋକ ଘରେ ବନ୍ଦୀ ହୋଇ ରହୁଥିଲେ। ଏହି ସମୟରେ ଲୋକଙ୍କ ପାଇଁ ଟିଭିରେ ପୁଣି ରାମାୟଣ ପ୍ରସାରଣ ହୋଇଥିଲା। ଜାଣି ଆଶ୍ଚର୍ଯ୍ୟ ହେବେ ଏହି...

ପଞ୍ଜାବ ସହ ଦିଲ୍ଲୀର ବାହାଘର: ନିମନ୍ତ୍ରଣ ପତ୍ର ଭାଇରାଲ

ନୂଆଦିଲ୍ଲୀ,୧୦ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନ ରତ କୃଷକମାନେ ଦିନକୁ ଦିନ ନୂଆ ନୂଆ ଉପାୟ ଚିନ୍ତା କରି ଭିନ୍ନ ଢଙ୍ଗରେ ପ୍ରତିବାଦ କରୁଥିବା ଦେଖାଯାଇଛି । ଏବେ ଶୁଣିବାକୁ...

ସମସ୍ତଙ୍କୁ ମିଳିବ ମାଗଣା କରୋନା ଟିକା: ମମତା

କୋଲକାତା,୧୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଆବଶ୍ୟକ ଥିବା ସମସ୍ତ ଲୋକଙ୍କୁ ରାଜ୍ୟ ସରକାର ମାଗଣାରେ କରୋନା ଭ୍ୟାକ୍ସିନ ଯୋଗାଇ ଦେବେ । ଏଥିପାଇଁ...

ଆର୍ସେନିକ ଯୋଗୁ ଦେଶର ଦୁଇଶହ ସହରରେ ବଢୁଛି କ୍ୟାନସର !

ନୂଆଦିଲ୍ଲୀ,୧୦ ।୧: ଗୋଟିଏ ପଟେ ଦେଶ କରୋନା ମହାମାରୀରୁ ଉଦ୍ଧାର ପାଇ ନ ଥିବା ବେଳେ ଅନ୍ୟପଟେ କାୟା ବିସ୍ତାର କଲାଣି ବାର୍ଡଫ୍ଲୁ । ଆଉ ଏହାରି ଭିତରେ ଆଉଏକ ଚମକାଇବା ଭଳି ଖବର ମିଳିଛି । ଦେଶର ପାଖାପଖି...

୫ ରାଜ୍ୟରେ ବିଧାନସଭା ନିର୍ବାଚନ: ଫେବୃୟାରୀରେ ହୋଇପାରେ ତାରିଖ ଘୋଷଣା !

ନୂଆଦିଲ୍ଲୀ,୧୦।୧: ଆଗକୁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ନିର୍ବାଚନ ଆୟୋଗ ଫେବୃୟାରୀରେ ତାରିଖ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ୧୫ ଜାନୁୟାରୀରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବା ପରେ ଏଭଳି କରାଯିବାର ଯୋଜନା ରହିଛି।...

ନିୟମ ଉଲ୍ଲଂଘନ କରି ପଦୋନ୍ନତି: ୪ ଅଫିସର ହେଲେ ଚୌକିଦାର-ଚପରାସୀ-ଅପରେଟର-ସହାୟକ

ଲକ୍ଷ୍ନୌ,୧୦।୧: ଦୁର୍ନୀତି ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମର୍ମରେ ପ୍ରଚଳିତ ସରକାରୀ ନିୟମର ଉଲ୍ଲଂଘନ କରାଯାଇ ଅଫିସର ହୋଇଥିବା ୪ ଜଣଙ୍କୁ ମୂଳ ପଦବୀରେ ଅବସ୍ଥାପିତ କରାଯାଇଛି। ରାଜ୍ୟ ସୂଚନା...

ଭାଜପା ନେତାଙ୍କ ବିବାଦୀୟ ଟିପ୍ପଣୀ: କୃଷକ ଆନ୍ଦୋଳନ ଯୋଗୁ ବ୍ୟାପୁଛି ବାର୍ଡ ଫ୍ଲୁ

ଜୟପୁର,୧୦ ।୧: କେନ୍ଦ୍ର କୃଷି ଆଇନକୁ ନେଇ ଦୀର୍ଘ ପ୍ରାୟ ଦେଢ ମାସ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକଙ୍କୁ ନେଇ ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ମଦନ ଦିଲାୱର ଏକ ବିବାଦୀୟ ବୟାନ ଦେଇଛନ୍ତି ।...

ଜନ ପ୍ରତିନିଧିଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯାଉ କରୋନା ଟିକା

ହାଇଦ୍ରାବାଦ୍‌,୧୦।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ମୁଖ୍ୟ ଶାସନ ସଚିବ ସୋମେଶ କୁମାର ପ୍ରଥମ ପର୍ଯ୍ୟାୟ ଟିକାକରଣରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଏବଂ ଅନ୍ୟ ଜନ ପ୍ରତିନିଧିଙ୍କୁ ସାମିଲ୍‌ କରାଯିବା ଲାଗି...

ଉତ୍ତରପ୍ରଦେଶ ସମେତ ୭ ରାଜ୍ୟରେ ବାର୍ଡ ଫ୍ଲୁ: କାନପୁର ଚିଡ଼ିଆଖାନା ବନ୍ଦ, ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୦।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି ଖରାପ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀ, ଛତିଶଗଡ଼ ଏବଂ ମହାରାଷ୍ଟ୍ରରେ ପକ୍ଷୀଙ୍କଠାରୁ ନମୁନା...

ହାଇକୋର୍ଟ ଗଲେ ଅଯୋଧ୍ୟା ବାସିନ୍ଦା

ବାରାଣସୀ,୧୦।୧: ୧୯୯୨ ବାବ୍ରି ମସ୍‌ଜିଦ୍‌ ଭଙ୍ଗା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ୩୨ଜଣଙ୍କ ବିରୋଧରେ ଆଲ୍ଲାହାବାଦ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଯୋଧ୍ୟାର ୨ବାସିନ୍ଦା। ୨୦୨୦ ସେପ୍ଟେମ୍ବର ୩୦ରେ ସିବିଆଇ କୋର୍ଟ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ ଏବଂ ମୁରଲୀ ମନୋହର...

ଏୟାରଷ୍ଟ୍ରାଇକ୍‌ରେ ମରିଥିଲେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୦।୧: ୨୦୧୯ ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ସେକ୍ଟରରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ସେହିବର୍ଷ ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟ ଉପରେ ଏୟାରଷ୍ଟ୍ରାଇକ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri