ଜାତୀୟ

ନାରାୟଣସ୍ବାମୀ ସରକାରଙ୍କ ପତନ

ପୁଡୁଚେରୀ,୨୨।୨: ସଙ୍କଟରେ ପଡ଼ିଥିବା ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ସରକାରଙ୍କର ପତନ ଘଟିଛି। ବିଧାନସଭାରେ ହୋଇଥିବା ଶକ୍ତି ପରୀକ୍ଷାରେ ନାରାୟଣସ୍ବାମୀଙ୍କ କଂଗ୍ରେସ ସରକାର ସଂଖ୍ୟା ଗରିଷ୍ଠତା ପ୍ରମାଣିତ କରି ପାରି ନାହାନ୍ତି। ସରକାରଙ୍କ ପାଖରେ ୯ କଂଗ୍ରେସ ବିଧାୟକଙ୍କ ସମେତ...

ମିଳିଲାନି ସିଗନାଲ୍‌: ଦୋଳିରେ ଚଢ଼ି ଫୋନ୍‌ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୋପାଳ,୨୨।୨: ମଧ୍ୟପ୍ରଦେଶରେ କେତେକ ଅଞ୍ଚଳରେ ମୋବାଇଲ୍‌ ସିଗନାଲ୍‌ ମିଳୁ ନ ଥିବାରୁ ଲୋକେ ହଇରାଣ ହେଉଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ବ୍ରଜେନ୍ଦ୍ର ସିଂ ଅଶୋକ ନଗର ଜିଲା ଗସ୍ତ ସମୟରେ ଏକ ଜରୁରୀ ଫୋନ୍‌ କରିବାକୁ ଚାହିଁଥିଲେ। ମାତ୍ର ସିଗନାଲ୍‌...

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆଇଇଡ଼ି ଜବତ

ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ନୌଗାମ୍‌ର କେନହାମ୍‌ ଅଞ୍ଚଳରେ ରେଲଓ୍ବେ କ୍ରସିଂ ନିକଟରୁ ଆଇଇଡ଼ି ଜବତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଜାତୀୟ ରାଜପଥରେ ଯାତାୟାତକୁ ବନ୍ଦ କରି ଦିଆଯାଇଛି। ଆଇଇଡ଼ିକୁ ନିଷ୍କ୍ରିୟ କରିବା ଲାଗି...

ଛଗନ ଭୁଜବଳ କରୋନା ପଜିଟିଭ୍‌

ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ଏନ୍‌ସିପି ନେତା ଛଗ୍‌ ଭୁଜବଳଙ୍କ ନମୁନା ପରୀକ୍ଷା...

ପୁଣି ଫେରିଲା କରୋନା: ୨୪ ଘଣ୍ଟାରେ ୮୩ ମୃତ

ନୂଆଦିଲ୍ଲୀ,୨୨।୨: ପୁଣି କରୋନା ଫେରିଛି। ଏବେ ସଂକ୍ରମଣକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ...

ଆସ୍ଥାଭୋଟ ପୂର୍ବରୁ ୨ ବିଧାୟକଙ୍କ ଇସ୍ତଫା

ପୁଡୁଚେରୀ, ୨୨।୨: ଆସ୍ଥା ଭୋଟ୍‌ର ଦିନକ ପୂର୍ବରୁ ପୁଡ଼ୁଚେରୀର ଆଉ ଦୁଇଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା କଂଗ୍ରେସ ବିଧାୟକ ଲକ୍ଷ୍ମୀନାରାୟଣନ ଇସ୍ତଫା ଦେବା ସହ ଦଳ ଛାଡ଼ିବେ ବୋଲି କହିଛନ୍ତି। ଏଥିସହିତ ସହଯୋଗୀ...

୨୩ରୁ ଜୋର୍‌ଦାର ହେବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୨୨।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରାଯିବ। ଏଥିପାଇଁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକାଧିକ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସରକାର ଆନ୍ଦୋଳନକୁ ଚପାଇ ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ...

ଫେରିପାରେ କଟକଣା

ନୂଆଦିଲ୍ଲୀ, ୨୨।୨: ଗତ ୭ ଦିନ ମଧ୍ୟରେ କରୋନା ଭୂତାଣୁରେ ୮୭,୭୧୧ ଜଣ ସଂକ୍ରମିତ ହୋଇଥିବାରୁ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ସଂକ୍ରମଣର ଦ୍ୱିତୀୟ ଲହର ନେଇ ଆଶଙ୍କା ପ୍ରକାଶ ପାଇଥିବାବେଳେ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ନିୟମକୁ ପୁଣି...

ପୋଷା କୁକୁରକୁ ଛାଡ଼ନ୍ତୁ ନାହିଁ ବାହାରକୁ

କୋଲକାତା, ୨୧।୨: ଗତ ଦୁଇ ସପ୍ତାହରେ କୋଲକାତାରେ ମଲେଣି ୬୦ ବୁଲା କୁକୁର ଓ ୧୨ରୁ ଅଧିକ ପୋଷା କୁକୁର। ଗ୍ୟାଷ୍ଟ୍ରୋଏଣ୍ଟରାଇଟିସ ପୀଡ଼ିତ ହୋଇ ଏତେ ସଂଖ୍ୟାରେ କୁକୁରମାନେ ମୃତ୍ୟୁ ମୁଖରେ ପଡ଼ିଥିବା କୁହାଯାଉଛି। ଏହି ରୋଗ ଗୋଟେ କୁକୁର...

ଲିଟର ପିଛା ୧ ଟଙ୍କା ଶସ୍ତା ହେବ ପେଟ୍ରୋଲ, ଡିଜେଲ

କୋଲକାତା,୨୧।୨: ସମଗ୍ର ଦେଶରେ ପେଟ୍ରୋଲ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲ ଡିଜେଲ ଉପରେ ଲଗାଯାଇଥିବା ‘ରାଜ୍ୟ ଟିକସ’ରେ ୧ ଟଙ୍କା କାଟିବା ପାଇଁ ନିଷ୍ପତ୍ତି...

ଆସନ୍ତାକାଲି ପୁଣି ପଶ୍ଚିମବଙ୍ଗ ଯିବେ ମୋଦି

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଆସନ୍ତାକାଲି ଅର୍ଥାତ୍‌ ସୋମବାର ପଶ୍ଚିମବଙ୍ଗ ଗସ୍ତ କରିବେ। ପଶ୍ଚିମବଙ୍ଗରେ ହେବାକୁ ଥିବା ନିର୍ବାଚନକୁ ନେଇ ଦଳୀୟ ପ୍ରଚାର ଅଭିଯାନ ପାଇଁ ମୋଦି ଏହି ଗସ୍ତ କରିବେ।...

ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି। ଏହି ଅଞ୍ଚଳରେ ସବୁଠୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନଜରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri