ଜାତୀୟ

ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଇଛି। ଏହି ଅଞ୍ଚଳରେ ସବୁଠୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନଜରରେ...

ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍‌ ପରିସରରେ ଗାତ କରି ପୋତିଦେଲେ

ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ ପୋଲିସ ଖୋଳତାଡ଼ କରି ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଡାକ୍ତରଙ୍କ...

ଚନ୍ଦ୍ରାୟଣ-୩ ଉତ୍‌କ୍ଷେପଣରେ ବିଳମ୍ବ

ନୂଆଦିଲ୍ଲୀ,୨୧।୨: କୋଭିଡ୍‌-୧୯ କଟକଣା ଯୋଗୁ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଉତ୍‌କ୍ଷେପଣ ବିଳମ୍ବ ହେବା ନେଇ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନର (ଇସ୍ରୋ) ମୁଖ୍ୟ କେ. ସିଭାନ ରବିବାର ପ୍ରକାଶ କରିଛନ୍ତି। ଏହାର ଉତ୍‌କ୍ଷେପଣ ୨୦୨୨ରେ ହେବା ନେଇ...

ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର: ଏକାସାଙ୍ଗରେ ୨ଟି ପାଠ୍ୟକ୍ରମରେ ଲେଖାଇ ପାରିବେ ନାମ

ନୂଆଦିଲ୍ଲୀ,୨୧।୨: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶିକ୍ଷାର୍ଥୀମାନଙ୍କ ପାଇଁ ଖୁସି ଖବର ଆସିଛି। ଏଣିକି ଶିକ୍ଷାର୍ଥୀମାନେ ଦେଶରେ କୌଣସି ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବାବେଳେ ବିଦେଶର ଯେ କୌଣସି ବିଶ୍ୱବିଦ୍ୟାଳୟରେ ନିଜ ପସନ୍ଦର ପାଠ୍ୟକ୍ରମରେ ନାମ ଲେଖାଇ ଏକାସାଙ୍ଗରେ ପାଠପଢ଼ି ଡିଗ୍ରୀ ହାସଲ...

ମାଟ୍ରିକ ପରୀକ୍ଷା ଦେବାକୁ ଆସିଥିଲେ ଛାତ୍ରୀ, ହଠାତ୍‌ ପ୍ରେମିକଙ୍କୁ ଦେଖି କରିନେଲେ ବିବାହ

ପାଟଣା,୨୧।୨: ବିହାରର କଟିହାରରେ ଅଜବ ପ୍ରେମର ଏକ ଗଜବ କାହାଣୀ ଦେଖିବାକୁ ମିଳିଛି। ଜଣେ ଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ସେଣ୍ଟରକୁ ଆସିଥିଲେ। ଉକ୍ତ ସେଣ୍ଟରକୁ ପରୀକ୍ଷା ଦେବାକୁ ଆସିଥିବା ଜଣେ ଛାତ୍ର ତଥା ତାଙ୍କ ପ୍ରେମିକଙ୍କୁ ସେଠାରେ ଦେଖି...

ଅଭିଷେକଙ୍କ ଘରେ ସିବିଆଇ

କୋଲକାତା,୨୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ତୃଣମୂଳ କଂଗ୍ରେସ ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଘରେ ସିବିଆଇ ଟିମ୍‌ ପହଞ୍ଚିଛନ୍ତି। କୋଇଲା ଚୋରାଚାଲାଣ ଘଟଣାର ପଚରାଉଚରା ପାଇଁ ସିବିଆଇ ଟିମ୍‌ ଜାରି ହୋଇଥିବା ସମନ ନେଇ ଅଭିଷେକଙ୍କ ଘରେ...

ଚିନ୍ତା ବଢାଇଲାଣି କରୋନା: ପୁଣେରେ ସ୍କୁଲ-କଲେଜ ବନ୍ଦ, ଲାଗୁ ହୋଇପାରେ ନାଇଟ୍ କର୍ଫ୍ୟୁ

ମୁମ୍ବାଇ,୨୧ ।୨: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି । ଏହାକୁ ଦେଖି ପୁଣେରେ ସ୍କୁଲ-କଲେଜ ବନ୍ଦ କରି ଦିଆଯାଇଛି । ଏହାସହ ମହାରାଷ୍ଟ୍ର ସରକାର ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇବା କଥା ଚିନ୍ତା କରୁଛନ୍ତି । ରବିବାର...

ମୋଦି ସରକାରଙ୍କ କାର୍ଯ୍ୟକ୍ରମରେ ଆଜାଦ୍‌ଙ୍କ ପୋଷ୍ଟର

ନୂଆଦିଲ୍ଲୀ,୨୧।୨: ଧୀରେ ଧୀରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ପ୍ରତି ଭାଜପାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମନୋଭାବରେ ପରିବର୍ତ୍ତନ ଯୋଗୁ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏହାକୁ ନେଇ କଂଗ୍ରେସ ହାଇକମାଣ୍ଡ୍‌ ମଧ୍ୟ ଚିନ୍ତାରେ...

କୃଷି ଆଇନକୁ ବିରୋଧ କରି ଫସଲ ନଷ୍ଟ କଲେ କୃଷକ

ବିଜନୋର,୨୧ ।୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରିବାର ନୂଆ ଉପାୟ ଆପଣେଇଛନ୍ତି ଉତ୍ତର ପ୍ରଦେଶର କେତେଜଣ କୃଷକ । ଏମାନେ ଏବେ ନିଜ ନିଜ ଜମିରେ କରିଥିବା ଫସଲକୁ ନଷ୍ଟ କରି ଦେଉଛନ୍ତି । ବିଜନୋର ଚାନ୍ଦପୁର...

ସଲିମ୍‌ଙ୍କ ପାଇଁ ଅଟକି ରହିଛି ଶବନମ୍‌ଙ୍କ ଫାଶୀ

ଲକ୍ଷ୍ନୌ,୨୧।୨: ପ୍ରେମ ପାଇଁ ନିଜ ପରିବାରର ୭ ଜଣଙ୍କୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗରେ ଫାଶୀଦଣ୍ଡ ହୋଇଥିବା ଶବନମ୍‌ଙ୍କ ପାଇଁ ମୃତ୍ୟୁ ପରଓ୍ବାନା ଜାରିରେ ବିଳମ୍ବ ହେଉଛି। ଏହାର କାରଣ ହେଉଛନ୍ତି ତାଙ୍କ ପ୍ରେମିକ ସଲିମ୍‌।...

ଏସ୍‌ପିଓ ପାଇଁ ପରୀକ୍ଷା ଦେଲେ ୪୧୫ ମହିଳା

କାଠୁଆ,୨୧।୨: ଜମ୍ମୁ-କଶ୍ମୀରରେ ସ୍ବାଭାବିକ ସ୍ଥିତି ଫେରିବାରେ ଲାଗିଛି। ଏଠାରେ ଫେବୃୟାରୀ ୧୫ଠାରୁ ଆରମ୍ଭ ହୋଇଥିବା ସ୍ପେଶାଲ ପୋଲିସ ଅଫିସର(ଏସ୍‌ପିଓ) ପରୀକ୍ଷା ପାଇଁ ମହିଳାଙ୍କ ମଧ୍ୟରେ ବିଶେଷ ଆଗ୍ରହ ଦେଖିବାକୁ ମିଳୁଛି। ଶନିବାର ପରୀକ୍ଷାର ଶେଷଦିନ ଥିଲା। ଶେଷଦିନ କେବଳ ମହିଳାଙ୍କ...

ଗୁଜରାଟର ଛଅ ନଗର ନିଗମ ପାଇଁ ମତଦାନ ଜାରି: ପରିବାର ସହ ଯାଇ ଭୋଟ ଦେଲେ ଶାହା

ଅହମଦାବାଦ,୨୧ ।୨: ଗୁଜରାଟର ଅହମଦାବାଦ, ସୁରଟ, ବଡୋଦରା, ଭାବନଗର, ଜାମନଗର ଓ ରାଜକୋଟ ନଗର ନିଗମ ପାଇଁ ରବିବାର ଭୋଟ ଗ୍ରହଣ କରାଯାଉଛି । ଏହି ନିର୍ବାଚନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ପାଇଁ ଏକ ପରୀକ୍ଷାର ସମୟ ବୋଲି କୁହାଯାଉଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri