ଜାତୀୟ

ଆଇନ ପ୍ରତ୍ୟାହାର ପାଇଁ ସୁପ୍ରିମକୋର୍ଟ ଯାଅ

ନୂଆଦିଲ୍ଲୀ, ୫।୧(ପି.ଟି.): କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ପ୍ରତ୍ୟାହାର ହେବନି। ସେଗୁଡ଼ିକର ପ୍ରତ୍ୟାହାର ଚାହୁଁଥିଲେ ଚାଷୀ ସୁପ୍ରିମକୋର୍ଟ ଯାଆନ୍ତୁ। ସୋମବାର ଆଲୋଚନା ବେଳେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏଭଳି କହିଥିବା କିଷାନ ମଜଦୁର ସଂଘର୍ଷ କମିଟି...

ସବୁଠୁ ଗରମ ବର୍ଷ ତାଲିକାରେ ୨୦୨୦

ନୂଆଦିଲ୍ଲୀ,୪ା୧- ୧୯୦୧ ପରଠାରୁ ସବୁଠୁ ଉତ୍ତପ୍ତ ବର୍ଷ ତାଲିକାରେ ସ୍ଥାନ ପାଇଛି ୨୦୨୦। କିନ୍ତୁ ୨୦୧୬ରେ ଦେଖାଯାଇଥିବା ସର୍ବୋଚ୍ଚ ଉତାପ ତୁଳନାରେ ଏହା ଯଥେଷ୍ଟ କମ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୋମବାର କୁହାଯାଇଛି। ୨୦୨୦...

କେନ୍ଦ୍ର – ଚାଷୀ ସଂଗଠନ ବୈଠକ: ହୋଇପାରିଲାନି ସମାଧାନ

ନୂଆଦିଲ୍ଲୀ,୪।୧: କେନ୍ଦ୍ର ସରକାର ଏବଂ ଚାଷୀ ସଂଗଠନ ମଧ୍ୟରେ ସୋମବାର ବସିଥିବା ସପ୍ତମ ପର୍ଯ୍ୟାୟ ବୈଠକରୁ କୌଣସି ସମାଧାନ ମିଳିପାରି ନାହିଁ। ଚାଷୀ ସଂଗଠନ ନୂଆ କୃଷି ଆଇନ ପ୍ରତ୍ୟାହାର କରିବା ଜିଦରେ ଅଟଳ ରହିଛି। ଅନ୍ୟପକ୍ଷରେ ବୈଠକରେ ସରକରଙ୍କ...

ଦେଶରେ ବଢୁଛି ନୂଆ କୋଭିଡ୍‌ ଷ୍ଟ୍ରେନ

ନୂଆଦିଲ୍ଲୀ,୪।୧: ଦେଶର ବିଭିନ୍ନ ସ୍ଥାନରୁ ସୋମବାର କୋଭିଡ୍‌-୧୯ ନୂତନ ଷ୍ଟ୍ରେନର ୯ଟି ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ଦେଶରେ ନୂତନ ଷ୍ଟ୍ରେନ ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ୩୮ଟି ମାମଲା ମଧ୍ୟରୁ ୧୦ଟି ବେଙ୍ଗାଲୁରୁରେ ଚିହ୍ନଟ ହୋଇଥିବା ବେଳେ...

ମାଲେଗାଁଓ ବିସ୍ଫୋରଣ ମାମଲାରେ କୋର୍ଟରେ ହାଜର ହେଲେ ପ୍ରଜ୍ଞା ଠାକୁର

ମୁମ୍ବାଇ,୪ ।୧: ମହାରାଷ୍ଟ୍ରର ମାଲେଗାଁଓରେ ୨୦୦୮ରେ ହୋଇଥିବା ବିସ୍ଫୋରଣ ମାମଲାରେ ଅଭିଯୁକ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଭୋପାଳ ଏମ୍‌ପି ପ୍ରଜ୍ଞା ସିଂ ଠାକୁର ସୋମବାର ଏନ୍‌ଆଇଏର ବିଶେଷ ଅଦାଲତରେ ହାଜର ହୋଇଛନ୍ତି । ହେଲେ କୋର୍ଟ ଏହି...

ମନ୍ତ୍ରୀଙ୍କ ସହ ଖାଇବାକୁ ମନା କଲେ କୃଷକ

ନୂଆଦିଲ୍ଲୀ,୪।୧: କୃଷି ଆଇନ ପ୍ରସଙ୍ଗରେ ସରକାର ଏବଂ କୃଷକଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ଅଷ୍ଟମ ରାଉଣ୍ଡର ଏହି ଆଲୋଚନା ଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେଉଛି। ଗତ ଶେଷ ଆଲୋଚନା ବିଦ୍ୟୁତ ବିଲ ଏବଂ ପ୍ରଦୂଷଣ ପ୍ରସଙ୍ଗରେ କୃଷକଙ୍କ...

ଛୋଟା ରାଜନଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ମୁମ୍ବାଇ,୪।୧: ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ସ୍ବତନ୍ତ୍ର ସିବିଆଇ କୋର୍ଟ ରାଜନଙ୍କୁ ଏହି ଦଣ୍ଡାଦେଶ କରିଛନ୍ତି। ୨୦୧୫ରେ ପନଓ୍ବେଲ ସ୍ଥିତ ବିଲ୍ଡର ନନ୍ଦୁ ଓ୍ବାଜେକରଙ୍କୁ ଧମକାଇ ୨୬ କୋଟି ଟଙ୍କା ମାଗିଥିବା ଅଭିଯୋଗରେ ସେ...

ରବର୍ଟ ଭଦ୍ରାଙ୍କ ଘରେ ଆୟକର ଟିମ୍‌

ନୂଆଦିଲ୍ଲୀ,୪।୧: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ଘରେ ଆୟକର ଟିମ ପହଞ୍ଚିଛନ୍ତି। ବେନାମୀ ସମ୍ପତ୍ତି ମାମଲାରେ ଆୟକର ଅଧିକାରୀ ଭଦ୍ରାଙ୍କୁ ପଚରାଉଚରା କରୁଛନ୍ତି। ପୂର୍ବରୁ ଏନେଇ ଭଦ୍ରାଙ୍କୁ ଆୟକର ବିଭାଗ ପକ୍ଷରୁ ନୋଟିସ୍‌...

ଏବେ ନେବି ନାହିଁ କରୋନା ଟିକା: ଶିବରାଜ

ଭୋପାଳ,୪ ।୧: ଦେଶକୁ କରୋନା ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି । ଇତିମଧ୍ୟରେ ରବିବାର ୨ଟି ଭ୍ୟାକ୍ସିନ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରାଯାଇଛି । ଏହି ଭ୍ୟାକ୍ସିନକୁ ନେଇ ପ୍ରଥମେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ଉତ୍ତର...

ଘରୋଇ ହସ୍ପିଟାଲକୁ ମାର୍ଚ୍ଚ ସୁଦ୍ଧା ମିଳିବ କରୋନା ଟିକା: ପୁନାୱାଲା

ନୂଆଦିଲ୍ଲୀ,୪ ।୧: ସରକାର ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ(ସିଆଇଆଇ)ର କରୋନା ଭ୍ୟାକ୍ସିନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା କେବଳ ସ୍ୱାସ୍ଥ୍ୟକର୍ମୀ ନୁହେଁ ବରଂ ସାଧାରଣ ଜନତା ମଧ୍ୟ ଲାଭ ପାଇବେ ବୋଲି କୁହାଯାଉଛି । ସିରମ...

ମାଲାୟଲମ ଗୀତିକାର ଅନିଲଙ୍କ ପରଲୋକ: କରୋନାରେ ହୋଇଥିଲେ ଆକ୍ରାନ୍ତ

ଥିରୁଭାନନ୍ତପୁରମ୍‌,୪।୧: ଲୋକପ୍ରିୟ ମାଲାୟଲମ ଗୀତିକାର ଅନିଲ ପାନାଚୋରାନ୍‌ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ଗତ ଏକ ସପ୍ତାହ ଧରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ କୋଲମ୍‌ ଜିଲାର ଏକ...

ନୂଆବର୍ଷରେ ଦେଶକୁ ମିଳିଛି ୨ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୪।୧: ଏବେ ଅନ୍ତର୍ଜାତୀୟସ୍ତରରେ ଆତ୍ମନିର୍ଭର ଭାରତ ପରିଚିତି ହାସଲ କରିପାରିଛି। ନୂଆବର୍ଷରେ ଦେଶକୁ ୨ କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ର ବ୍ୟବହାର ଏବେ ସାର୍ବଜନୀକ ଭାବେ କରାଯିବ। ଦେଶରେ ବଡ଼ ଧରଣର କରୋନା ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri