ଜାତୀୟ

ବୈଜ୍ଞାନିକମାନେ ଦେଲେ ଆତ୍ମନିର୍ଭର ଭାରତର ପରିଚୟ: ମୋଦି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇର ଅନ୍ତିମ ପର୍ଯ୍ୟାୟ ଆସି ପହଞ୍ଚିଛି। କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଭଳି ଦୁଇଟି ଟିକାକୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଟିକା ପ୍ରସ୍ତୁତିରେ...

କରୋନା ଟିକା ପାଇଁ ପଠାଯାଉଥିବା ଲିଙ୍କ୍‌-ଓଟିପିକୁ ସାବଧାନ: ବ୍ୟାଙ୍କ ଖାତା ନିମିଷକେ ହୋଇଯିବ ଖାଲି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଟିକା ଦିଆଯିବା ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସରକାର ସୁରକ୍ଷିତ ଭାବେ ସାର୍ବଜନୀକ ଟିକାକରଣ କାର୍ଯ୍ୟକୁ ଯୋଜନାବଦ୍ଧ ଭାବେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସାଇବର ଠକେଇ ଭଳି ଅପରାଧ ବୃଦ୍ଧି...

କରୋନା ଆତଙ୍କ ହେବ ଶେଷ: କୋଭିଶିଲ୍ଡ୍‌-କୋଭାକ୍ସିନ୍‌କୁ ଡିସିଜିଆଇ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଆତଙ୍କ ଏବେ ଶେଷ ହେବା ନେଇ ଲୋକଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌କୁ କରୋନା ପ୍ରତିଷେଧକ ଟିକାକୁ ଜରୁରୀକାଳୀନ ସ୍ଥିତିରେ...

ଭାରତ-ବାଂଲାଦେଶ ସୀମାରେ ୨୦୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

କରିମଗଞ୍ଜ୍‌,୩।୧: ଭାରତ ଏବଂ ବାଂଲାଦେଶ ସୀମାରେ ଏକ ୨୦୦ ମିଟର ଲମ୍ବ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଆସାମର କରିମଗଞ୍ଜ୍‌ ଅଞ୍ଚଳର ବଲିଆଠାରେ ପୋଲିସ ପକ୍ଷରୁ ଏହାକୁ ଠାବ କରାଯାଇଛି। ଏହି ସୁଡ଼ଙ୍ଗ ଦେଇ ଅନ୍ତର୍ଜାତୀୟ ଚୋରାକାରବାର ଏବଂ ଅପହରଣ ହେଉଥିବା...

ଟ୍ରୋଲ୍ ହେଲେ ଅଖିଳେଶ

ଲକ୍ଷ୍ନୌ,୩ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଥିଲେ ।...

ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର ବି ପ୍ରସ୍ତୁତି ଜାରି ରଖିଛନ୍ତି । ଶନିବାର ଟିକାକରଣ ପାଇଁ ଡ୍ରାଏ ରନ୍...

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କର ହାର୍ଟର ଏକ ଛୋଟ ଅପରେଶନ୍‌ କରାଯାଇଥିଲା। ହାର୍ଟ ସର୍ଜରୀ ସଫଳ ରହିଥିବା...

ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା: ସର୍ଭେ

ନୂଆଦିଲ୍ଲୀ, ୩ା୧: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ବୋଲି ଆମେରିକାର ମର୍ନିଂ କନ୍‌ସଲ୍ଟ ସର୍ଭେ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ୭୫ ପ୍ରତିଶତ ଲୋକେ ମୋଦିଙ୍କୁ ପସନ୍ଦ କରିଥିବାବେଳେ ୨୦ ପ୍ରତିଶତ ନାପସନ୍ଦ କରିଛନ୍ତି।...

ଭାଜପା ଟିକାକୁ ବିଶ୍ୱାସ ନାହିଁ: ଅଖିଳେଶ

ଲକ୍ଷ୍ନୌ, ୩।୧: କରୋନା ମହାମାରୀ ବିରୋଧରେ ଟିକାକରଣ ଲାଗି ଭାରତ ପ୍ରସ୍ତୁତ ହେଉଥିବାବେଳେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଭାଜପାର ଏହି ଟିକାକୁ ସେ କଦାପି ବିଶ୍ୱାସ...

ନୂଆବର୍ଷ ପାର୍ଟିରେ ଯୁବତୀଙ୍କୁ ହତ୍ୟା

ମୁମ୍ବାଇ, ୩ା୧: ନୂଆବର୍ଷ ପାର୍ଟି ଚାଲିଥିବାବେଳେ ମୁମ୍ବାଇରେ ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଛନ୍ତି। ଘଟଣା ମୁତାବକ, ଖାର ଅଞ୍ଚଳରେ ଜାହ୍ନବୀ କୁକରେନା ସାଙ୍ଗମାନଙ୍କ ସହ ଏକ ବିଲ୍ଡିଂ ଛାତ ଉପରେ ପାର୍ଟି କରୁଥିଲେ। ସେହି...

‘ଆଗୁଆ ଜାମିନରେ ପ୍ରତିବନ୍ଧକ ନାହିଁ’

ନୂଆଦିଲ୍ଲୀ, ୩।୧(ପି.ଟି.): ୨୦୧୯ରେ କାର୍ଯ୍ୟକାରୀ ହୋଇଥିବା ଆଇନର ବ୍ୟବସ୍ଥା ଅନୁଯାୟୀ ଜଣେ ମୁସଲମାନ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଏକସଙ୍ଗେ ତିନିଥର ତଲାକ୍‌ କହିଲେ ତାଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ମିଳିପାରେ। ତେବେ ଏହି ମୁସଲମାନ ମହିଳା (ବିବାହ ଅଧିକାର...

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟାକଲେ ୧୦ ଲକ୍ଷ

ଚଣ୍ଡୀଗଡ଼, ୩ା୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କୁ ହତ୍ୟା କଲେ ୧୦ ଲକ୍ଷ ଟଙ୍କା ମିଳିବ ବୋଲି ଲେଖାଥିବା ଏକ ପୋଷ୍ଟରକୁ ପୋଲିସ ଜବତ କରିଛି। ଘଟଣାରେ ପଞ୍ଜାବ ପୋଲିସ ମାମଲା ରୁଜୁ କରି କିଏ ଏହି ପୋଷ୍ଟର ଲଗାଇଥିଲା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri