ଜାତୀୟ

୧,୪୨୯ କୋଟି ଟଙ୍କା ଋଣ କରିବ ଓଡ଼ିଶା

ନୂଆଦିଲ୍ଲୀ,୧।୧:ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଁ ବିଜ୍‌ନେସ ସଂସ୍କାର ପ୍ରକ୍ରିୟାକୁ ଏବେ ଅଗ୍ରାଧିକାର ଦିଆଯାଉଛି। ଓଡ଼ିଶା ଏଭଳି ପ୍ରକ୍ରିୟା ହାତକୁ ନେବାରେ ସକ୍ଷମ ହୋଇଛି। ଏହି ଧାରା ଆଗକୁ ନେବା ଲାଗି ରାଜ୍ୟ ୧,୪୨୯ କୋଟି ଟଙ୍କା ଖୋଲାବଜାରରୁ ଋଣ...

ଫେବୃୟାରୀ ୧୫କୁ ଘୁଞ୍ଚିଲା ଫାସ୍‌ଟାଗ୍‌

ନୂଆଦିଲ୍ଲୀ, ୧।୧:ଜାତୀୟ ରାଜପଥଗୁଡ଼ିକରୁ ଫାସ୍‌ଟାଗ୍‌ ମାଧ୍ୟମରେ ଶତପ୍ରତିଶତ ଟୋଲ୍‌ ସଂଗ୍ରହ ଲାଗି ଧାର୍ଯ୍ୟ ସମୟସୀମାକୁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଫେବୃୟାରୀ ୧୫ ଯାଏ ବୃଦ୍ଧି କରିଛନ୍ତି। ଏନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)କୁ ମନ୍ତ୍ରଣାଳୟ...

ପ୍ରେମ ଓ ସହନଶୀଳତାରେ ପରିପୂର୍ଣ୍ଣ ସମାଜ ଗଠନ ଦିଗରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧୨: ନୂଆବର୍ଷ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ସେ ସ୍ନେହ ଓ ସହନଶୀଳତା ଭିତ୍ତିକ ଏକ ସମାଜ ଗଠନ ଦିଗରେ କାର୍ଯ୍ୟ କାରିବାକୁ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ନୂଆବର୍ଷ ସଭିଙ୍କ ପାଇଁ ଆଣିଥାଏ...

୨୪ ବର୍ଷର ସ୍ବପ୍ନକୁ କାହିଁକି ଭାଙ୍ଗି ଦେଲେ ରଜନୀକାନ୍ତ

ରଜନୀକାନ୍ତ ଭାରତୀୟ ଫିଲ୍ମ ଇତିହାସର ସବୁଠୁ ବଡ଼ ନାମ କହିଲେ ଭୁଲ ହେବ ନାହିଁ। ଏହି ଅଭିନେତାଙ୍କ ଫ୍ୟାନ ଫଲୋଇଂ ବିଷୟରେ କିଏବା ଜାଣି ନାହିଁ। ମାତ୍ର ନିକଟରେ ସେ ନେଇଥିବା କିଛି ନିଷ୍ପତ୍ତି ସଭିଙ୍କୁ ଚକିତ କରି ଦେଇଛି।...

ଶ୍ରୀନଗର ଏନ୍‌କାଉଣ୍ଟର: ମୃତ ଆତଙ୍କବାଦୀଙ୍କ ପରିବାର ଲୋକଙ୍କୁ ଭେଟିଲେ ମେହବୁବା

ଶ୍ରୀନଗର,୩୧।୧୨-ଶ୍ରୀନଗର ଲାଓପୋରା ଏନ୍‌କାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀଙ୍କ ପରିବାର ଲୋକଙ୍କୁ ଗୁରୁବାର ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଭେଟିଛନ୍ତି। ଏହାପରେ ରାଜ୍ୟପାଳ ମନୋଜ ସିହ୍ନାଙ୍କୁ ମେହବୁବା ଚିଠି ଲେଖିଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ଲାଓପୋରାରେ ଏନ୍‌କାଉଣ୍ଟରରେ ନିହତ...

ସମାଧାନ ଆଡ଼େ ମୁହାଁଉଛି କେନ୍ଦ୍ର-କୃଷକ ବିବାଦ

ନୂଆଦିଲ୍ଲୀ,୩୧ା୧୨- ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଚାଲିଥିବା ବିବାଦ ଦୀର୍ଘ ମାସକ ପରେ ସମାଧାନ ମୁହଁା ହୋଇଛି। ବୁଧବାର କୃଷକ ସଂଗଠନର ପ୍ରତିନିଧି ଓ ୩ ଜଣ କେନ୍ଦ୍ର ମନ୍ତ୍ରୀଙ୍କ ମଧ୍ୟରେ ୪...

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି...

ସ୍କୁଲରେ ସିଟ୍‌ ପାଇଁ ଝଗଡ଼ାରୁ ଫୁଟିଲା ଗୁଳି, କ୍ଲାସରୁମ୍‌ରେ ସାଙ୍ଗକୁ ହତ୍ୟା କଲା ଛାତ୍ର

ମିରଟ,୩୧ା୧୨- କ୍ଲାସରୁମ୍‌ରେ ନିର୍ଦ୍ଧିଷ୍ଟ ସିଟ୍‌କୁ ନେଇ ଛାତ୍ରଙ୍କ ମଧ୍ୟରେ ବିବାଦ ଦେଖାଦେବା କିଛି ବଡ଼ ଘଟଣା ନୁହେଁ। କିନ୍ତୁ ଏହି ବିବାଦ ଯୋଗୁ ଜଣେ ଛାତ୍ର ତା’ର ସାଙ୍ଗକୁ କ୍ଲାସରୁମ୍‌ରେ ହିଁ ଗୁଳି କରି ହତ୍ୟା କରିଛି। ଏଭଳି ଚାଞ୍ଚଲ୍ୟକର...

କେରଳର ଏକମାତ୍ର ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜଗୋପାଳ ବି କୃଷି ଆଇନକୁ କଲେ ବିରୋଧ

ଥିରୁଭାନନ୍ତପୁରମ,୩୧ ।୧୨: ମୋଦି ସରକାରଙ୍କ କୃଷି ଆଇନକୁ ବିରୋଧ କରି ଗତ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀ ସୀମାରେ କୃଷକମାନେ ଆନ୍ଦୋଳନ କରି ଆସୁଛନ୍ତି । ଇତିମଧ୍ୟରେ କେରଳ ବିଧାନସଭାରେ ଗୁରୁବାର ସର୍ବସମ୍ମତିକ୍ରମେ କେନ୍ଦ୍ରର ୩ କୃଷି...

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ କ୍ୟାବିନେଟ୍‌ରେ ଏହାକୁ ମଞ୍ଜୁରୀ ମିଳିଛି। ଏବେ ଏହା ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖରେ...

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ...

ପୁଅ ନୁହେଁ ପୋଷା କୁକୁର ହେଲା ଉତ୍ତରାଧିକାରୀ

ଭୋପାଳ,୩୧।୧୨: ପିତାଙ୍କ ଅନ୍ତେ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ଝିଅ-ପୁଅଙ୍କୁ ବିବେଚିତ କରାଯାଇଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ଚାଷୀ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ପୋଷା କୁକୁର ଜ୍ୟାକି ଏବଂ ସ୍ତ୍ରୀ ଚମ୍ବାବାଈଙ୍କୁ ଘୋଷଣା କରିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri