ଜାତୀୟ

କ୍ରିକେଟର ସୁରେଶ ରୈନାଙ୍କୁ ଧରି ନେଲା ପୋଲିସ

ମୁମ୍ବାଇ,୨୨।୧୨: ଭାରତୀୟ କ୍ରିକେଟର ସୁରେଶ ରୈନାଙ୍କୁ ପୋଲିସ ଧରି ନେଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ରାତ୍ରକାଳୀନ କର୍ଫ୍ୟୁ ଜାରି ରହିଥିବାବେଳେ ରୈନାଙ୍କ ସମେତ ୪୩ ଜଣ ଏକ କ୍ଲବ୍‌ରେ ନାଚଗୀତରେ ମାତିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି...

ଦୀର୍ଘ ୬ ମାସ ପରେ କମ୍ ହେଲା ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨ ।୧୨: ଦେଶରେ ପାଖାପାଖି ୬ ମାସ ପରେ ୨୪ ଘଣ୍ଟାରେ ନୂଆ କରୋନା ସଂକ୍ରମିତଙ୍କ ସଖ୍ୟା ୨୦ ହଜାର ତଳେ ରହିଛି । ସେହିପରି ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ସଂଖ୍ୟା ମଧ୍ୟ ୩ଲକ୍ଷରୁୁ କମ୍ ହୋଇଯାଇଛି ।...

ମୋଦି ସରକାରଙ୍କ ପାଇଁ ଅନ୍ନଦାତା ଭଗବାନ, ବିରୋଧୀଙ୍କ ନଜରରେ ଏହା ଭୋଟ ବ୍ୟାଙ୍କ: କୃଷ୍ଣପାଳ ଗୁର୍ଜର

ନୂଆଦିଲ୍ଲୀ,୨୨ ।୧୨: କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା କୃଷି ଆଇନ ବିରୋଧରେ କୃଷକମାନେ ଦୀର୍ଘ ପ୍ରାୟ ୨୫ ଦିନ ହେବ ଦିଲ୍ଲୀ ସୀମାରେ ଧାରଣାରେ ବସିଛନ୍ତି । ବିରୋଧୀ ବିଶେଷ କରି କଂଗ୍ରେସ ଖୋଲାଖୋଲି ଭାବେ ଏହି କୃଷକଙ୍କୁ ସମର୍ଥନ...

ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍‌: ଦିଲ୍ଲୀରେ ଆତଙ୍କ

ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍‌ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍‌ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ...

ଏଏମ୍‌ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି

ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କର ସେବା କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି।...

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ଲହରୀ ଯୋଗୁ ସାଧାରଣ ଜୀବନ ଯାତ୍ରା...

ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍‌ କରି ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ ଏହା ସମ୍ଭବ ହୋଇପାରିଥିବା ମୋଦି କହିଛନ୍ତି। ୨୦୧୮ରେ ଭାରତରେ ଚିତାବାଘଙ୍କ ସ୍ଥିତି...

ଦୂର ହେଉନି ଅଚଳାବସ୍ଥା

ନୂଆଦିଲ୍ଲୀ, ୨୨।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ୨୬ ଦିନରେ ପହଞ୍ଚତ୍ଥିବାବେଳେ ସମାଧାନର ବାଟ ବାହାରିପାରୁନାହିଁ। ଦିଲ୍ଲୀ ସୀମାର ବିଭିନ୍ନ ସ୍ଥାନରେ ଚାଷୀମାନେ ପ୍ରବଳ ଶୀତ କାକରରେ ପଡ଼ି ରହିଛନ୍ତି। ଇତିମଧ୍ୟରେ ଆନ୍ଦୋଳନରତ ୨୫ ଜଣ ଚାଷୀଙ୍କର...

ଡ୍ରୋନ୍‌ ଯୋଗେ ଗ୍ରେନେଡ୍‌ ପକାଇଛି ପାକିସ୍ତାନ

ଚଣ୍ଡିଗଡ଼, ୨୨ା୧୨: ପଞ୍ଜାବର ଗୁରୁଦାସପୁର ଜିଲାରେ ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳରୁ ସୀମା ସୁରକ୍ଷା ବଳ(ବିଏଏସ୍‌ଏଫ୍‌) ଓ ପୋଲିସ ୧୧ ଗ୍ରେନେଡ ଠାବ କରିଛି। ପାକିସ୍ତାନ ଡ୍ରୋନ ଯୋଗେ ଏହି ଗ୍ରେନେଡ ପକାଇଥିବା ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତ-ପାକ୍‌ ସୀମା...

‘ଶିଗେଲା’ ଭୟରେ କେରଳ

କୋଝିକୋଡ୍‌, ୨୨ା୧୨: ଭାରତର ପ୍ରଥମ ରାଜ୍ୟ ଭାବେ କରୋନା ପାଦ ଥାପିଥିଲା କେରଳରେ। ଏଥିରୁ ରାଜ୍ୟବାସୀ ମୁକ୍ତି ପାଇ ନ ଥିବାବେଳେ ଏବେ ସେମାନଙ୍କ ଚିନ୍ତା ବଢ଼ାଇଛି ନୂଆ ସଂକ୍ରମଣ। କରୋନା ସହ ‘ଶିଗେଲା’ ନାମକ ଏକ ବ୍ୟାକ୍ଟେରିଆ କବଳରେ...

ଆଜମ ଖାନଙ୍କ ନାଁରେ ଚାର୍ଜଶିଟ୍‌

ରାମପୁର, ୨୨ା୧୨: ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସ୍ବର୍ଗତ ଅମର ସିଂଙ୍କ ପରିବାର ବିରୋଧରେ ଧମକପୂର୍ଣ୍ଣ ମନ୍ତବ୍ୟ ପାଇଁ ରାମପୁର ପୋଲିସ ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ୨୦୧୮ରେ ଅମର ସିଂ ତାଙ୍କ...

୯,୩୯୪ କୋଟି ଠକେଇରେ ଟିଡିପି ନେତା

ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼ ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହାଇଛି। ହାଇଦ୍ରାବାଦର ଟ୍ରାନ୍ସଷ୍ଟ୍ରୟ କମ୍ପାନୀ ବିଭିନ୍ନ ବ୍ୟାଙ୍କରୁ ୯,୩୯୪...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri