ଜାତୀୟ

କଟକଣା ସତ୍ତ୍ୱେ ମିଳିବ ଏସ୍‌-୪୦୦

ନୂଆଦିଲ୍ଲୀ, ୨୨।୧୨: ଆମେରିକାର କଟକଣା ଭୟ ସତ୍ତ୍ୱେ ଭାରତକୁ ଏସ୍‌-୪୦୦ ମିସାଇଲ ସିଷ୍ଟମ ଯୋଗାଣ ସହ ଦୁଇ ଦେଶ ମଧ୍ୟରେ ସ୍ବାକ୍ଷରିତ ଅନ୍ୟ ପ୍ରତିରକ୍ଷା ଚୁକ୍ତିନାମା କାର୍ଯ୍ୟକାରୀ ହେବ ବୋଲି ରୁଷିଆ ସୋମବାର କହିଛି। ତୁର୍କୀକୁ ଏସ୍‌-୪୦୦ ମିସାଇଲ ସିଷ୍ଟମ...

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ ଜଗନ ମୋହନ ରେଡ୍ଡୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ...

ଭାଗ୍ୟ ବଦଳାଇ ଦେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ,୨୧।୧୨: ସୋସିଆଲ ମିଡିଆ ମଧ୍ୟ ଭାଗ୍ୟ ବଦଳି ଦେଇପାରେ। ଏଭଳି କିଛି ଘଟଣା ଘଟିଛି ‘ବାବା କା ଢ଼ାବା’ର ମାଲିକ କାନ୍ତା ପ୍ରସାଦଙ୍କ ସହ। କିଛି ମାସ ତଳେ ସୋସିଆଲ ମିଡିଆ ଯୋଗେ ଲୋକପ୍ରିୟତା ହାସଲ କରିଥିବା ‘ବାବା କା...

ଭାରତୀୟ ଯବାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ: ୪ ମୃତ

ଗ୍ୟାଙ୍ଗଟକ,୨୧।୧୨-ଉତ୍ତର ପୂର୍ବ ସିକିମ ନାଥୁଲାର ଚୀନ-ଭାରତ ସୀମା ନିକଟ ଜବାହରଲାଲ ନେହେରୁ ରୋଡରେ ରବିବାର ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଭାରତୀୟ ସେନାର ଏକ ଗାଡି ଘାଟିରୁ ଖସିପଡିବାରୁ ୩ ଜଣ ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି।...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ନାବାଳିକା

ନୂଆଦିଲ୍ଲୀ,୨୧।୧୨: ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାଶ ଓ୍ବାନ ଅଞ୍ଚଳରେ ଘରେ କାମ କରୁଥିବା ଜଣେ ୧୪ ବର୍ଷୀୟା ନାବାଳିକା ଆଣିଛନ୍ତି ବଳାତ୍କାର ଅଭିଯୋଗ। ୧୭ ବର୍ଷୀୟ ନାବାଳକ ଓ ତା’ର ୩ ସହଯୋଗୀଙ୍କ ନାମରେ ମାମଲ ଦାୟର କରାଯାଇଛି। ସମସ୍ତ...

ଟିଏମ୍‌ସିରେ ପତ୍ନୀ ଯୋଗ ଦେବାରୁ ଛାଡ଼ପତ୍ର ପଠାଇଲେ ସ୍ବାମୀ

କୋଲକାତା,୨୧।୧୨: ଭାଜପା ଏମ୍‌ପି ସୌମିତ୍ର ଖାନଙ୍କ ପତ୍ନୀ ସୁଜାତା ମଣ୍ଡଳ ଖାନ ସୋମବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗ ଦେଇଛନ୍ତି। ଏହାର ପ୍ରଭାବ କେବଳ ରାଜ୍ୟର ରାଜନୀତିରେ ନୁହେଁ ବରଂ ସୁଜାତାଙ୍କ ପାରିବାରିକ ସମ୍ପର୍କରେ ଉପରେ ମଧ୍ୟ ପଡ଼ିଛି। ସୁଜାତାଙ୍କ...

ଗୁଜରାଟରେ ହେବ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା

ନୂଆଦିଲ୍ଲୀ, ୨୧।୧୨: ଭାରତରେ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା ନିର୍ମାଣ ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍‌ (ଆରଆଇଏଲ୍‌) ଗୁଜରାଟର ଜାମନଗରରେ ଏହି ବୃହତ୍‌ ଜୁ’ ନିର୍ମାଣ କରିବ। ଏଥିଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ...

୯୩ ତମ ଜନ୍ମଦିନ ପାଳିବାର ଗୋଟିଏ ଦିନ ପରେ ମୋତିଲାଲ ଭୋରାଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାହୁଲ

ନୂଆଦିଲ୍ଲୀ,୨୧ ।୧୨: କଂଗ୍ରେସର ବରିଷ୍ଠ ନେତା ମୋତିଲାଲ ଭୋରାଙ୍କର ୯୩ ବର୍ଷ ବୟସରେ ସୋମବାର ପରଲୋକ ହୋଇଛି । ତାଙ୍କ ବିୟୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍ କରି ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା...

ପରଲୋକରେ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରା

ନୂଆଦିଲ୍ଲୀ,୨୧।୧୨-ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ରବିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଏସକର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୋତିଲାଲ...

ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନ ଚଳାଚଳକୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି ।...

ସାଦା ପୋଷାକରେ ଭାରତ ସୀମାରେ ପ୍ରବେଶ କଲେ ଚାଇନା ସେନା!

ଲଦ୍ଦାଖ,୨୧ ।୧୨: ଭାରତ-ଚାଇନା ସୀମା ବିବାଦକୁ ନେଇ ଦୁଇ ଦେଶ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଚାଲିଥିଲେ ବି ଚାଇନା ସେନା ସବୁବେଳେ ଅନୁପ୍ରବେଶ ଉଦ୍ୟମ ଜାରି ରଖିଛି । ଏହି କ୍ରମରେ କେତେଜଣ ଚାଇନା ସେନା ସାଦା ପୋଷାକରେ ଭାରତର...

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୨୧ ।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ପ୍ରତିଦିନ ଏଠାରୁ କିଛି ନା କିଛି ନୂଆ ଖବର ଆସୁଛି । ରାଜ୍ୟରେ ଏବେ ଦଳ-ବଦଳକୁ ନେଇ ଚର୍ଚ୍ଚା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri