ଜାତୀୟ

ପୁଅର ଜନ୍ମ ପ୍ରମାଣପତ୍ର ଆଣିବାକୁ ଯାଇ ଫସିଲେ ଏହି ବ୍ୟକ୍ତି, ଧରାପଡ଼ିଲା ଏସବୁ କଳାକାରନାମା

ନୂଆଦିଲ୍ଲୀ,୧୯ା୧୨: ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଭୁବନାଶ ଖରବନ୍ଧ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ନକଲି ଦଲିଲ ଆଧାରରେ ଭୁବନାଶ ୨ କୋଟି ୭୬ ଲକ୍ଷ ବ୍ୟାଙ୍କକୁ ଠକିଛନ୍ତି। ତାଙ୍କ ପୁଅର ଜନ୍ମ ପ୍ରମାଣପତ୍ର ଆଣିବା ପାଇଁ ସେ...

ଭାଜପାରେ ସାମିଲ ହେଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୯।୧୨-ଭାଜପାରେ ସାମିଲ ହେଲେ ଟିଏମସିର ପୂର୍ବତନ ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ। ଶନିବାର ପଶ୍ଚିମବଙ୍ଗ ମେଦିନାପୁରରେ ଭାଜପା ପକ୍ଷରୁ ଆୟୋଜିତ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଗତ କିଛି ସପ୍ତାହ ଧରି...

ମମତାଙ୍କୁ ଟାର୍ଗେଟ କଲେ ଶାହା

ମେଦିନାପୁର,୧୯ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଶୁକ୍ରବାର ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ । ଶନିବାର ସେ ମେଦିନାପୁରରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି ।...

କ୍ଷମା ମାଗିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ

ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ପୁଅ ବିବେକ ଡୋଭାଲଙ୍କୁ କ୍ଷମା ମାଗିଛନ୍ତି । ବିବେକ କଂଗ୍ରେସ ନେତା ରମେଶଙ୍କ ନାଁରେ କରିଥିବା ମାନହାନୀ ମାମଲାରେ ସେ...

ଟିକାକରଣ ପାଇଁ ଆବଶ୍ୟକ ୮୦ ହଜାର କୋଟି: ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୧୯।୧୨: ଭାରତରେ ଟିକାକରଣ ପାଇଁ ଆସନ୍ତା ବର୍ଷ ସୁଦ୍ଧା ୮୦ ହଜାର କୋଟି ଟଙ୍କା ଆବଶ୍ୟକ। ଏନେଇ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାକରଣ କରାଯିବ ବୋଲି ସରକାରଙ୍କ ଯୋଜନା...

୨୧ ଦିନ ମଧ୍ୟରେ ଅସଂଯୋଜିତ ଲକଡାଉନକୁ ନେଇ କେବେ ଯୁଦ୍ଧରେ ବିଜୟୀ ହେବନାହିଁ: ରାହୁଲ

ନୂଆଦିଲ୍ଲୀ,୧୯ ।୧୨: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୧ କୋଟି ଅତିକ୍ରମ କରି ଯାଇଥିବା ବେଳେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ବିନା ଯୋଜନାରେ କରାଯାଇଥିବା...

ବିବାହ କାର୍ଡରେ ଦିଆଯାଉଛି ମଦ, ଚାଖଣା, ପାଣି ବୋତଲ…

ମହାରାଷ୍ଟ୍ରରେ ଏକ ନିଆରା ବିବାହ କାର୍ଡ ଭାଇରାଲ ହେଉଛି। ଏହି ବିବାହ କାର୍ଡ ବହୁତ ଚର୍ଚ୍ଚାରେ ରହିଛି। କାରଣ ଏହି କାର୍ଡ ଖୋଲିବା ମାତ୍ରେ ଏକ ଆଶ୍ଚର୍ଯ୍ୟ କରିଦେଲା ଭଳି ଦୃଶ୍ୟ ଦେଖିବାକୁ ମିଳୁଛି। କାର୍ଡରେ ଏକ ମଦ ବୋତଲ...

ସ୍ୱାମୀ ବିବେକାନନ୍ଦଙ୍କ ବିଚାରର ଆଜିବି ରହିଛି ପ୍ରାସଙ୍ଗିକତା: ଶାହା

କୋଲକାତା,୧୯ ।୧୨: ପଶ୍ଚିମବଙ୍ଗରେ ଆଉ କିଛି ମାସ ପରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସେଠାରେ ରାଜନୀତି ହେଲାଣି ସରଗରମ । ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ରୁ କେତେଜଣ ନେତା ଇସ୍ତଫା ଦେବା ଦଳ ପାଇଁ ମୁଣ୍ଡ...

ବିକାଶ ପାଇଁ ନୂତନ ରାସ୍ତା ପ୍ରସ୍ତୁତ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୯।୧୨: ଦେଶର ସାମୁହିକ ବିକାଶ ପାଇଁ ଭାରତ ଯୋଜନାବଦ୍ଧ ଭାବେ ଉଦ୍ୟମ ଅବ୍ୟାହତ ରଖିଛି। ବିକାଶ ଧାରା ଜାରି ରଖିବା ଲାଗି ଭାରତ ନୂତନ ରାସ୍ତା ପ୍ରସ୍ତୁତ କରିଛି। ଆସୋଚାମର ସ୍ଥାପନା ସପ୍ତାହ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡ଼ିଓ...

ଦିଦିଙ୍କ ଘର ସଜଡ଼ା ଆରମ୍ଭ: ଜିତେନ୍ଦ୍ର ନେଲେ ୟୁ-ଟର୍ନ

କୋଲକାତା,୧୯।୧୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ଭାଜପା ପକ୍ଷରୁ ଏହାକୁ ଦୃଷ୍ଟିରେ ରଖି ମିଶନ ପଶ୍ଚିମବଙ୍ଗ ଆରମ୍ଭ ହୋଇଛି। ଶାସକ ତୃଣମୂଳର ବରିଷ୍ଠ ନେତାଙ୍କୁ ବାଡ଼ ଡିଆଁଇବା ଯୋଜନା ଭାଜପା ପକ୍ଷରୁ କରାଯାଇଛି। ଇତିମଧ୍ୟରେ ତୃଣମୂଳ ୫ ଜଣ...

ଚାଇନାର ଦାଦାଗିରି: କାରାକୋରମ ପର୍ଯ୍ୟନ୍ତ ନିର୍ମାଣ କରୁଛି ସଡ଼କ

ଲଦାଖ,୧୯।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଚାଇନା ଜାଣିଶୁଣି ଏଠାରେ ଲଗାତାର ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହାକୁ ନେଇ ଭାରତ ଚିନ୍ତା ବଢ଼ିବାରେ ଲାଗିଛି। ଉପଗ୍ରହ ଦ୍ୱାରା ଉତ୍ତୋଳନ କରାଯାଇଥିବା...

ଦେଶରେ ୧ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯ ।୧୨: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି । ଶନିବାର ସକାଳ ସୁଦ୍ଧା ଗତ ୨୪ ଘଣ୍ଟାରେ ୨୫,୧୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ଅତିକ୍ରମ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri