ଜାତୀୟ

ସଂଖ୍ୟାଲଘୁଙ୍କ ସ୍ବୀକାର୍ଯ୍ୟ ନେତା ପାଲଟିଛନ୍ତି ମୋଦି: ନକ୍‌ଭୀ

ନୂଆଦିଲ୍ଲୀ,୧୭।୧୨: ଦେଶର ସର୍ବାଧିକ ସଂଖ୍ୟାଲଘୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରୁଛନ୍ତି। ମୋଦି ଦେଶର ଅଳ୍ପସଂଖ୍ୟକଙ୍କର ସ୍ବୀକାର୍ଯ୍ୟ ନେତା ପାଲଟିଛନ୍ତି। ଏସମ୍ପର୍କରେ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍ତାର ଅବାସ ନକ୍‌ଭୀ କହିଛନ୍ତି। ମୋଦିଙ୍କ ଶାସନ କାଳରେ କୌଣସି ସଂଖ୍ୟାଲଘୁଙ୍କ ଉପରେ...

ଚାଇନା-ଅଷ୍ଟ୍ରେଲିଆ ବିବାଦ: ୪୦ ଭାରତୀୟ ନାବିକ ୪ ମାସ ଧରି ଜଳବନ୍ଦୀ

ନୂଆଦିଲ୍ଲୀ,୧୭।୧୨: ଚାଇନା ଅଷ୍ଟ୍ରେଲିଆ ମଧ୍ୟରେ ବିବାଦ ଜାରି ରହିଛି। ଏହାଯୋଗୁ ୪୦ ଭାରତୀୟ ନାବିକ ଚାଇନା ସାଗରରେ ଦୀର୍ଘ ୪ ମାସ ଧରି ଗୋଟିଏ ସ୍ଥାନରେ ଭାସମାନ ଅବସ୍ଥାରେ ଜଳବନ୍ଦୀ ହୋଇ ରହିଛନ୍ତି। ସେମାନେ ଅଗଷ୍ଟରେ ଅଷ୍ଟ୍ରେଲିଆରୁ କୋଇଲା ବୋଝେଇ...

କୃଷକ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ: କରିପାରିବେନି କୌଣସି ରାସ୍ତା ବନ୍ଦ

ନୂଆଦିଲ୍ଲୀ,୧୭ ।୧୨:କେନ୍ଦ୍ରର କୃଷି ଆଇନକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନର ଶୁଣାଣି କରାଯାଉଛି । ଶୁଣାଣି ସମୟରେ ମୁଖ୍ୟ ବିଚାରପତି(ସିଜେଆଇ) ଏଏସ୍ ବୋବଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି କୃଷକଙ୍କର ଆନ୍ଦୋଳନ କରିବାର ଅଧିକାର ରହିଛି । ଏଥିରେ...

ଅସନ୍ତୁଷ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଦେବ କଂଗ୍ରେସ: ଡିସେମ୍ବର ୧୯ରେ ନେତାଙ୍କୁ ଭେଟିପାରନ୍ତି ସୋନିଆ

ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ନେତୃତ୍ୱ ପରିବର୍ତ୍ତନ ନେଇ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଅସନ୍ତୁଷ୍ଟଙ୍କୁ ଚୁପ କରାଇବା ପାଇଁ କଂଗ୍ରେସ ପକ୍ଷରୁ ନୂଆ ଯୋଜନା କରାଯାଇଛି। ଡିସେମ୍ବର ୧୯ରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେତେକ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।...

ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ପ୍ରସ୍ତୁତି: ସୁରକ୍ଷାରେ ରହିବେ ଅଧିକ ଯବାନ

ନୂଆଦିଲ୍ଲୀ,୧୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ସୁରକ୍ଷା ଏଜେନ୍ସି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ଆକ୍ରମଣ ପରେ ଶାହାଙ୍କ ସୁରକ୍ଷାକୁ ବଢାଇ...

ଭାରତ-ଚାଇନା ସୀମା ସଡ଼କ ହେବ ୧୦ ମିଟର ଚ‌ଉଡ଼ା: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ସହାୟତା

ଲଦାଖ,୧୭।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏଠାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ତଥା ଛୋଟ ସଡ଼କ ରଣନୈତିକ ଦୃଷ୍ଟିକୋଣରେ ଯଥେଷ୍ଟ ଗୁରୁତ୍ୱ ବହନ କରିଥାଏ। ତେଣୁ ଏସବୁ ସଡ଼କଗୁଡ଼ିକର ଚୌଡ଼ା ୧୦...

୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା: ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ଆଶା ନୋହିଲା

ବେଙ୍ଗାଲୁରୁ,୧୭।୧୨: କର୍ନାଟକରେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବା ପରିବର୍ତ୍ତେ ୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା ଦେଇ ଭାଜପାରେ ଜାରି ରହିଥିବା ଅସନ୍ତୁଷ୍ଟଙ୍କ ମୁହଁ ବନ୍ଦ କରିବାକୁ ସକ୍ଷମ ହୋଇଛନ୍ତି। ବିଭିନ୍ନ ନିଗମ ଏବଂ ବୋର୍ଡ ଅଧ୍ୟକ୍ଷ ଭାବେ...

୫୫ ବର୍ଷ ପରେ ଚିଲାହାଟି-ହଲଦିବାଡି ରେଲୱେ ଲିଙ୍କ୍ ଆରମ୍ଭ କଲେ ମୋଦି-ହାସିନା

ନୂଆଦିଲ୍ଲୀ,୧୭ ।୧୨: ଭାରତ ଓ ବାଂଲାଦେଶ ମଧ୍ୟରେ ଗୁରୁବାର ଦିପାକ୍ଷିକ ବାତ୍ତା ଜାରି ରହିଛି । କରୋନା ଯୋଗୁ ଏହା ଭର୍ଚୁଆଲ ବୈଠକ ମାଧ୍ୟମରେ କରାଯାଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସହ...

ଉର୍ମିଳାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ

ମୁମ୍ବାଇ,୧୭ ।୧୨: ବଲିଉଡ୍ ନାୟିକା ତଥା ରାଜନେତା ଉର୍ମିଳା ମାତୋଣ୍ଡକରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡିଛି । ଏହି ସୂଚନା ନିଜେ ଉର୍ମିଳା ଦେଇଛନ୍ତି । ଆକାଉଣ୍ଟ ହ୍ୟାକ ହେବା ପରେ ଏ ନେଇ ଅଭିନେତ୍ରୀ ମହାରାଷ୍ଟ୍ର ପୋଲିସର...

ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍‌ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । ଏବେ ତାଙ୍କୁ ୱାଇ କାଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଛି ।...

ପିତାଙ୍କ ଚାକିରିରେ ବିବାହିତା କନ୍ୟାଙ୍କର ବି ରହିବ ଅଧିକାର: ହାଇକୋର୍ଟ

ବେଙ୍ଗାଲୁରୁ,୧୭।୧୨: ଏଣିକି ପିତାଙ୍କ ଚାକିରିରେ ବି ବିବାହିତା କନ୍ୟାଙ୍କର ବି ଅଧିକାର ରହିବ। ଆବଶ୍ୟକସ୍ଥଳେ ସେ ପିତାଙ୍କ ଅନ୍ତେ ନିଯୁକ୍ତି ପାଇପାରିବେ। ଏସମ୍ପର୍କିତ ଏକ ମାମଲାର ବିଚାର କର୍ନାଟକ ହାଇକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହାଦ୍ୱାରା ସରକାରୀ ଚାକିରି...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଏଭଳି ସମ୍ପର୍କ ସମ୍ପୃକ୍ତ ମହିଳାଙ୍କ ସହମତି ହେଉଥିବାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri