ଜାତୀୟ

କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ବିଳମ୍ବିତ ରାତ୍ରରେ ତାଙ୍କର ସ୍ବାସ୍ୟାବସ୍ଥା...

କିଛିଦିନ ପାଇଁ ବନ୍ଦ ହେଲା ଆଇଆଇଟି ମାଡ୍ରାସ

ଚେନ୍ନାଇ,୧୫ ।୧୨: ଭାରତୀୟ ପ୍ରାଦ୍ୟୋଗିକି ସଂସ୍ଥାନ(ଆଇଆଇଟି) ମାଡ୍ରାସକୁ କିଛିଦିନ ପାଇଁ ବନ୍ଦ କରି ଦିଆଯାଇଛି । ଏଠାରେ ୧୦୦ରୁ ଅଧିକ ବିଦ୍ୟାର୍ଥୀ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ତାମିଲନାଡୁର ସ୍ୱାସ୍ଥ୍ୟ ସଚିବଙ୍କ ସୂଚନା...

କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ କରି ଦିଆଯାଇଛି। ଏସମ୍ପର୍କରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି।...

ଅନ୍ନଦାତାଙ୍କ ସହିତ ହେବ ନାହିଁ ଅନ୍ୟାୟ: ନୀତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର କହିଛନ୍ତି ଯେ, ଅନ୍ନଦାତାଙ୍କ ସହିତ କୌଣସି ଅନ୍ୟାୟ ହେବ ନାହିଁ।...

ହିମାଳୟ ପାଇଁ ଖୋଲିବ ଜଳବାୟୁ କେନ୍ଦ୍ର

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ହିମାଳୟ ପାର୍ବତ୍ୟାଞ୍ଚଳ ପାଇଁ ଏକ ଆଞ୍ଚଳିକ ଜଳବାୟୁ କେନ୍ଦ୍ର ଖୋଲିବା ଲାଗି ଭାରତ ସରକାର ଯୋଜନା କରୁଛନ୍ତି। ଏହା କେବଳ ଆମ ଦେଶକୁ ପାଣିପାଗ ସମ୍ପର୍କିତ ତଥ୍ୟ ଓ ପରାମର୍ଶ ଦେବନାହିଁ, ପଡୋଶୀ ଦେଶଗୁଡ଼ିକ ମଧ୍ୟ ଏଥିରୁ...

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହା ଉପରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି।...

ଡାର୍କ ଓ୍ବେବ୍‌ରେ ନକଲି ଟିକା

ନୂଆଦିଲ୍ଲୀ, ୧୫ା୧୨: କୋଭିଡ୍‌-୧୯ ମହାମାରୀରୁ ବର୍ତ୍ତିବା ପାଇଁ ଟିକା ଏକମାତ୍ର ଆଶା ହୋଇଥିବାବେଳେ ଏହାର ଫାଇଦା ଉଠାଉଛନ୍ତି ସାଇବର ଅପରାଧୀ। କୌଣସି ବିଶ୍ୱସ୍ତ ସର୍ଚ୍ଚ ଇଞ୍ଜିନ ଦ୍ୱାରା ଅନୁମୋଦିତ ହୋଇ ନ ଥିବା ସାଇଟ୍‌ ତଥା ଡାର୍କ ଓ୍ବେବରେ ଲୋକଙ୍କୁ...

ସାରା ଦେଶକୁ ବ୍ୟାପିଲା ଆନ୍ଦୋଳନ

ନୂଆଦିଲ୍ଲୀ, ୧୫।୧୨: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀମାନଙ୍କ ଆନ୍ଦୋଳନ ସୋମବାର ୧୯ ଦିନରେ ପହଞ୍ଚତ୍ଥିବାବେଳେ ଏହା ସାରା ଦେଶକୁ ବ୍ୟାପିଛି। କୃଷକ ସଂଘର ନେତାମାନେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅନଶନରେ ବସିଥିଲେ।...

ଟିକା ପାଇଁ ପଞ୍ଜୀକରଣ ଜରୁରୀ

ନୂଆଦିଲ୍ଲୀ, ୧୫।୧୨: ଦେଶବ୍ୟାପୀ କୋଭିଡ୍‌-୧୯ ଟିକାକରଣ ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି ହୋଇଛି। ଟିକା ନେବାକୁ ହେଲେ ଆଗୁଆ ନାମ ପଞ୍ଜୀକରଣ ଜରୁରୀ। ରାଜ୍ୟଗୁଡ଼ିକୁ ପଠାଯାଇଥିବା ଗାଇଡ୍‌ଲାଇନ...

ସର୍ଦ୍ଦାର ପଟେଲଙ୍କ ଅବଦାନ ସବୁବେଳେ ଦେଉଥିବ ପ୍ରେରଣା

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୭୦ ତମ ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ...

ସଂଧ୍ୟା ବେଳେ ଚାଲୁ ନ ଥିଲା ଗୁଗଲର କୌଣସି ଆପ୍‌, ଜାଣନ୍ତୁ ତା’ର କାରଣ

ୟୁଟ୍ୟୁବ, ଜି-ମେଲ ସମେତ ଗୁଗୁଲର ଅନ୍ୟ କୌଣସି ଆପ ସୋମବାର ସଂଧ୍ୟା ୫ଟା ପରେ କାମ କରୁ ନ ଥିଲା। ଏ ନେଇ ସୋସିଆଲ ମିଡିଆରେ ସମାଲୋଚନାର ସମ୍ମୁଖୀନ ହୋଇଥିଲା ଗୁଗଲ। ହ୍ୟାସଟ୍ୟାଗ ଗୁଗୁଲ ଡାଉନ ଲେଖି ଟୁଇଟ କରିବା...

ଟିକା ପାଇଁ ଜରୁରୀ ପଞ୍ଜୀକରଣ

ନୂଆଦିଲ୍ଲୀ,୧୪।୧୨-ଟିକା ପ୍ରଦାନ ନେଇ କେନ୍ଦ୍ର ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ ବୋଲି ନିୟମ ଜାରି କରାଯାଇଛି। ଜନସାଧାରଣ ଟିକା ପାଇଁ co-WIN ଆପରେ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣ ପାଇଁ ଭୋଟର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri