ଜାତୀୟ

ନୂଆ ସହଯୋଗୀଙ୍କ ହାତ ଧରିଲା ଭାଜପା

ଗୁଆହାଟୀ, ୧୪।୧୨(ପି.ଟି.): ଆସାମ ବୋଡୋଲ୍ୟାଣ୍ଡ ଟେରିଟୋରିଆଲ୍‌ କାଉନ୍‌ସିଲ୍‌ (ବିଟିସି)କୁ ନିଜ ଅକ୍ତିଆରରେ ରଖିବା ଲାଗି ଭାଜପା ଏହାର ସହଯୋଗୀ ଦଳ ବିପିଏଫ୍‌କୁ ଛାଡ଼ି ଅନ୍ୟ ଏକ ଦଳର ହାତ ଧରିଛି। ବୋଡୋ ଅଧ୍ୟୁଷିତ ଅଞ୍ଚଳର ସ୍ବୟଂଶାସନ ସଂସ୍ଥା ବିଟିସିର ୪୦...

ଭାଜପା ମମତାଙ୍କୁ ହତ୍ୟା କରିପାରେ: ଟିଏମ୍‌ସି

ଭାଙ୍ଗର୍‌,୧୪।୧୨: ଭାଜପା ନିର୍ବାଚନ ଜିତିବାରେ ବିଫଳ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିପାରେ ବୋଲି ବରିଷ୍ଠ ଟିଏମ୍‌ସି ନେତା ସୁବ୍ରତ ମୁଖାର୍ଜୀ ଅଭିଯୋଗ କରିଛନ୍ତି। ଅପରାଧ ଘଟାଇବା ପାଇଁ ଗୈରିକ ଦଳ ଲୋକଙ୍କୁ...

ଆଶ୍ରମରୁ ଶିଶୁକନ୍ୟାକୁ ନେଇଗଲେ ଭାଜପା ବିଧାୟକ

ବରେଲି, ୧୪ା୧୨: ଉତ୍ତରପ୍ରଦେଶର ବରେଲିସ୍ଥିତ ଏକ ଅନାଥ ଆଶ୍ରମରୁ ଜଣେ ଏକ ବର୍ଷୀୟ ଶିଶୁ କନ୍ୟାକୁ ଭାଜପା ବିଧାୟକ ରାଜେଶ ମିଶ୍ର ବେଆଇନ ଭାବେ ନେଇଯାଇଥିବା ଅଭିଯୋଗ ହୋଇଛି। ଆଇନଗତ ଉପାୟରେ ବିନା କୌଣସି କାଗଜପତ୍ରରେ ବିଧାୟକ ଗତ ସପ୍ତାହରେ...

କୃଷକଙ୍କ ଦାବି: ମୋଦି ଆମ କଥା ଶୁଣନ୍ତୁ

ନୂଆଦିଲ୍ଲୀ,୧୪।୧୨: ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୯ ଦିନ ହେଲା ଦିଲ୍ଲୀରେ କୃଷକ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀର ବିଭିନ୍ନ ସୀମାରେ ଡେରା ପକାଇଥିବା ଲକ୍ଷଲକ୍ଷ କୃଷକ ଆଜି ସିଂଘୁ ସୀମାରେ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୫ଟା...

ଅନିଲ ବିଜଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ

ଚଣ୍ଡିଗଡ଼,୧୪ ।୧୨: ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କରୋନାରେ ସଂକ୍ରମିତ ହୋଇଥିଲେ । ରବିବାର ତାଙ୍କୁ ପିଜିଆଇଏମ୍‌ଏସ୍ ହସ୍ପିଟାଲର ଭର୍ତ୍ତି କରାଯାଇଛି । ତାଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ ଦେଖା ଦେବାରୁ ତାଙ୍କୁ ପିଜିଆଇଏମ୍‌ଏସ୍ ରେ ଭର୍ତ୍ତି କରାଯାଇଥିବା...

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ ବସିଛନ୍ତି । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ମଧ୍ୟ ଏହାର କୌଣସି...

ଦିଲ୍ଲୀ ସୀମାରୁ କୃଷକଙ୍କ ଆନ୍ଦୋଳନ ହଟାଇବା ଆବେଦନର ୧୬ରେ ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନକୁ ତୁରନ୍ତ ହଟାଇବା ପାଇଁ କରାଯାଇଥିବା ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖରେ କରିବେ ସୁପ୍ରିମକୋର୍ଟ। କୃଷକ ଆନ୍ଦୋଳନ ଯୋଗୁ ରାସ୍ତା ବ୍ଲକ ହେବା ସହ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା...

ବମ୍ବେ ଡାଇଙ୍ଗ୍‌ ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ ସଞ୍ଜୟ ଗାନ୍ଧୀ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୪ତମ ଜୟନ୍ତୀ ସୋମବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୧୪ରେ ସଞ୍ଜୟଙ୍କ ଜନ୍ମ ଦିଲ୍ଲୀରେ ହୋଇଥିଲା। ସଞ୍ଜୟ-ମାନେକାଙ୍କ...

ରାଜ୍ୟରେ ସୁସ୍ଥ ହେଲେ ୩୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୮୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୫୭ ଜଣ। ଖୋର୍ଦ୍ଧାରୁ ୫୩, ଅନୁଗୋଳରୁ ୨୭, ବଲାଙ୍ଗୀରରୁ ୨୩, ମୟୂରଭଞ୍ଜରୁ ୨୩, କଟକରୁ ୧୮, ନୂଆପଡାରୁ ୧୮, ବାଲେଶ୍ୱରରୁ...

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ ନଜର ଆସିବେ। ଏଥିପାଇଁ ସେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କଠାରୁ ଆର୍ଶୀବାଦ ଲୋଡିଛନ୍ତି।...

ପୁଞ୍ଚ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୩।୧୨- ଭାରତୀୟ ସୁରକ୍ଷାକର୍ମୀଙ୍କୁ ରବିବାର ମିଳିଛି ଏକ ବଡ଼ ସଫଳତା। ସୁରକ୍ଷାକର୍ମୀ ଓ ପୋଲିସର ମିଳିତ ଏନକାଉଣ୍ଟରରେ ନିହତ ହୋଇଛନ୍ତି ୩ ଆତଙ୍କବାଦୀ। ଏହି ଆତଙ୍କବାଦୀମାନେ ପଞ୍ଚାଲ ଅଞ୍ଚଳ ଦେଇ ପୁଞ୍ଚ ସେକ୍ଟରରେ ପ୍ରବେଶ କରିଥିଲେ। ଘଟଣା ସ୍ଥଳରୁ...

ସମୁଦ୍ର କୂଳରେ ମିଳିଲା ସୂନା, ଏବେ ଲୁକାୟତ ଧନ ଖୋଜିବାରେ ବ୍ୟସ୍ତ ପୂରା ଗାଁ

ଭେନେଜୁଏଲା, ୧୩।୧୨- ଦକ୍ଷିଣ ଆମେରିକାର ଭେନେଜୁଏଲା ସହରର ସମୁଦ୍ର କୂଳରେ ମିଳିଥିବା ସ୍ବର୍ଣ୍ଣ ପଦକ ଜଣେ ମାଛ ଧରାଳୀଙ୍କ ଭାଗ୍ୟ ବଦଳି ଦେଇଛି। ୟୋଲମେନ ଲରେସ ନାମକ ଜଣେ ମାଛ ଧରାଳୀ ସକାଳେ ସମୁଦ୍ର କୂଳରେ ବୁଲୁଥିଲେ। ସୂର୍ଯ୍ୟ କିରଣରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri