ଜାତୀୟ

ମାଗଣାରେ ମିଳିବ କରୋନା ଟିକା: ୫ ରାଜ୍ୟ ସରକାର କରି ସାରିଲେଣି ଘୋଷଣା

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା ମଧ୍ୟ କରି ସାରିଛନ୍ତି। ଇତିମଧ୍ୟରେ ୫ ରାଜ୍ୟ ସରକାର ଲୋକଙ୍କୁ ମାଗଣାରେ...

ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନର ଷଡ଼ଯନ୍ତ୍ର: ୨ ଲକ୍ଷ ଡଲାର ପାଣ୍ଠି ଯୋଗାଣ

ନୂଆଦିଲ୍ଲୀ,୧୩।୧୨: ଭାରତରେ ମହିଳା ଆତ୍ମଘାତୀ ଆକ୍ରମଣ ପାଇଁ ରୋହିଙ୍ଗ୍ୟା ଜେହାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ଏକ ସତର୍କତା ମୂଳକ ରିପୋର୍ଟ ଜାରି କରାଯାଇଛି। ରୋହିଙ୍ଗ୍ୟା ଜେହାଦୀ ସଂଗଠନକୁ ମାଲେସିଆରେ ବାସ କରୁଥିବା...

ଅନ୍ନଦାତାଙ୍କ ଆନ୍ଦୋଳନରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନକୁ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଇତିମଧ୍ୟରେ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଉଗ୍ରବାଦୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌ ପକ୍ଷରୁ ଆନ୍ଦୋଳନ ସମୟରେ ଖଲିସ୍ତାନୀ ପତାକା ପ୍ରଦର୍ଶନ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ...

‘ ପିଲା ଜନ୍ମ ନିଷ୍ପତ୍ତି ଦମ୍ପତି ନିଅନ୍ତୁ ’

ନୂଆଦିଲ୍ଲୀ, ୧୩ା୧୨: ଦେଶବାସୀଙ୍କ ଉପରେ ପରିବାର ନିୟନ୍ତ୍ରଣ ନିଷ୍ପତ୍ତି ଛଡାଯିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟକୁ କହିଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଭାଜପା ନେତା ତଥା ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟଙ୍କ ଦ୍ୱାରା ଦାଖଲ ପିଆଇଏଲ୍‌ର ପ୍ରତିକ୍ରିୟାରେ କେନ୍ଦ୍ର ପକ୍ଷରୁ କୁହାଯାଇଛି,...

୩ ଆଇପିଏସ୍‌ ଅଫିସରଙ୍କୁ ଡେପୁଟେଶନ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ କାର୍‌ ଉପରେ ଆକ୍ରମଣ ବେଳେ ସୁରକ୍ଷାରେ ତ୍ରୁଟି ପାଇଁ ଦାୟୀ ପଶ୍ଚିମବଙ୍ଗର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ନେବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଶନିବାର ଏକତରଫା ଭାବେ...

ବଢ଼ିବ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା

ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଲୋକ ସଭା ଓ ବିଧାନସଭା ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କର ଖର୍ଚ୍ଚ ସୀମା କେତେ ହେବା ଆବଶ୍ୟକ ଏନେଇ ନିର୍ବାଚନ କମିଶନ (ଇସି) ସ୍ବୀକୃତିପ୍ରାପ୍ତ ଜାତୀୟ ଓ ରାଜ୍ୟ ରାଜନୈତିକ ଦଳଗୁଡ଼ିକର ମତାମତ ଲୋଡ଼ିଛନ୍ତି। ସେମାନଙ୍କୁ ମତାମତ ଓ...

ସିଭିଲ୍‌ ସର୍ଭିସ ପରୀକ୍ଷା କାର୍ଯ୍ୟସୂଚୀ ଜାରି

ନୂଆଦିଲ୍ଲୀ, ୧୩।୧୨: କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସ୍‌ସି) ସିଭିଲ୍‌ ସର୍ଭିସ୍‌ (ମେନ୍‌) ପରୀକ୍ଷା କାର୍ଯ୍ୟସୂଚୀ ଜାରି କରିଛି। ଆସନ୍ତା ବର୍ଷ ଜାନୁୟାରୀ ୮ରୁ ୧୭ ଏହି ପରୀକ୍ଷା ହେବାକୁ ଥିବାବେଳେ ସପ୍ତାହାନ୍ତରେ ଦୁଇଟି ସେସନ୍‌ (ପୂର୍ବାହ୍ନ ଓ ଅପରାହ୍ନ)ରେ...

ଭଣ୍ଡୁର ହେବାକୁ ଦିଆଯିବନି

ନୂଆଦିଲ୍ଲୀ, ୧୩।୧୨ :ଶୀତ କାକର ସହି ମରିବୁ ପଛେ ପଛଘୁଞ୍ଚା ଦେବୁନାହିଁ । ଚାଷୀ ଆନ୍ଦୋଳନକୁ ଭଣ୍ଡୁର କରିବା ପାଇଁ କେନ୍ଦ୍ରର ଉଦ୍ୟମକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି କୃଷକ ସଙ୍ଗଠନ । ଦେଶକୁ ଆହାର...

ଦରଦ କାହିଁ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୧୨(ବ୍ୟୁରୋ): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ଆନ୍ଦୋଳନ ଯୋଗୁ ଜାତୀୟ ରାଜଧାନୀ ଦିଲ୍ଲୀ ଏକପ୍ରକାର ପଣବନ୍ଦୀ ହୋଇଯାଇଥିବାବେଳେ ସମଗ୍ର ଦେଶରେ ସୃଷ୍ଟି ହୋଇଛି ଅଭୂତପୂର୍ବ ଅଚଳାବସ୍ଥା। ଏତିକିବେଳେ ନିଜ ଅବାଞ୍ଛିତ ପଦକ୍ଷେପର ଯଥାର୍ଥତା ପ୍ରତିପାଦନ...

ସଂସଦ ଭବନ ଆକ୍ରମଣକୁ ପୂରିଲା ୧୯ ବର୍ଷ; ମାଷ୍ଟରମାଇଣ୍ଡ ଆଝାର ପାକିସ୍ତାନରେ

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ରବିବାର ୧୯ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି...

ନୂଆ କୃଷି ଆଇନକୁ ସମର୍ଥନ କରି କୃଷିମନ୍ତ୍ରୀଙ୍କୁ ଭେଟିଲା କୃଷକ ସଙ୍ଘ

ନୂଆଦିଲ୍ଲୀ, ୧୨।୧୨- ନୂଆ କୃଷି ଆଇନକୁ ବିରୋଧରେ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଶନିବାର ୧୭ ଦିନରେ ପହଞ୍ଚିଛି। ପରିସ୍ଥିତି ଜଟିଳ ଆଡ଼େ ମୁହାଁଉଥିବାବେଳେ ସାମ୍ନାକୁ ଆସିଛି ଭିନ୍ନ ଖବର, ଯାହାକୁ ହଜମ କରିବା ସହଜ ନୁହେଁ। ହରିୟାଣାର...

ଦରମା ନ ମିଳିବାରୁ ଆଇଫୋନ ଫାକ୍ଟ୍ରିରେ ଭଙ୍ଗାରୁଜା

ବାଙ୍ଗାଲୋର, ୧୨।୧୨- କର୍ନାଟକର କୋଲାର ଜିଲାର ନରସାପୁର ଅଞ୍ଚଳରେ ଥିବା ଏପଲ ଆଇଫୋନ ଫାକ୍ଟ୍ରିରେ କର୍ମଚାରୀମାନେ ଭଙ୍ଗରୁଜା କରିଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ, ଦରମା ନ ମିଳିବାରୁ ଉତ୍‌କ୍ଷିପ୍ତ ହୋଇ କମ୍ପାନୀର କର୍ମଚାରୀମାନେ ଏଭଳି କାଣ୍ଡ ଭିଆଇଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri