ଜାତୀୟ

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର ବିଶ୍ୱରେ ପରମାଣୁ ବୋମା ଉପରେ ନଜର ରଖୁଥିବା ଏକ ସଂସ୍ଥା SIPRI, ସାରା...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର ଗୁରୁତ଼୍ବପୂର୍ଣ୍ଣ ଆନ୍ତର୍ଜାତିକ ଇନ୍ଦିରା ଗାନ୍ଧୀ ବିମାନ ବନ୍ଦରରେ ବିଜୁଳି ଚାଲିଯିବାରୁ ଯାତ୍ରୀମାନେ ପ୍ରବଳ...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ ହୋଇ ଅନ୍ୟ ଟ୍ରାକ୍‌ ଉପରେ ପଡ଼ିରହିଛି । ତେଣୁ ଏହି ରୁଟ୍‌ ଦେଇ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି କରିବା ସହିତ ୪ ରାଜ୍ୟ ପାଇଁ ପ୍ରଭାରୀ,ସହପ୍ରଭାରୀ ନିଯୁକ୍ତ କରିଛି। ଏହି କ୍ରମରେ...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା ସମୟରେ ମଣିପୁର ସୁରକ୍ଷା ସ୍ଥିତି ସମ଼୍ବନ୍ଧରେ ସମୀକ୍ଷା କରିବା ପାଇଁ ଏକ ଉଚ୍ଚ...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି...

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ ଏକ ବ୍ୟବସ୍ଥା ଅଛି ଯେକୌଣସି ବ୍ୟକ୍ତି ଏକାସାଙ୍ଗରେ ବିଧାୟକ ଏବଂ ଏମ୍‌ପି ହୋଇପାରିବେ...

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା...

ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ

ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ ତ୍ରୁଟିରୁ ଘଟିଥିବା କହିଛନ୍ତି ରେଲୱେ ବୋର୍ଡ ସିଇଓ ଜୟା ବର୍ମା ସିହ୍ନା। ପ୍ରାରମ୍ଭିକ...

ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ୱାୟନାଡରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ...

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri