ଜାତୀୟ

କଳିଯୁଗ ଶେଷ-ସତ୍ୟଯୁଗ ଆରମ୍ଭ କହି ୨ ଝିଅଙ୍କୁ ହତ୍ୟା କଲେ ମାତାପିତା

ଚିତୋର, ୨୫।୧: ଅନ୍ଧବିଶ୍ୱାସ ଯୋଗୁ ଆନ୍ଧ୍ରପ୍ରଦେଶର ଚିତୋର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରିନ୍ସପଲ ଦମ୍ପତିି ସେମାନଙ୍କର ୨ ଝିଅଙ୍କୁ ଡମ୍ବେଲ୍‌ରେ ପିଟି ହତ୍ୟା କରିଛନ୍ତି। ଏଠାକାର ମଦନାପଲ୍ଲେ ଅଞ୍ଚଳରେ ରବିବାର ରାତ୍ରରେ ମାତା ପଦ୍ମଜା ଏବଂ...

ଆଜାଦ ମଇଦାନରେ କୃଷକ ରାଲିକୁ ସମ୍ବୋଧନ କରିବେ ଶରଦ ପାୱାର, ଆଦିତ୍ୟ ଠାକରେ

ମୁମ୍ବାଇ,୨୫ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଏହାକୁ ନେଇ ଏବେ ସାରା ଦେଶରେ ରାଜନୀତି ହୋଇଛି ସରଗରମ । ଏବେ ଏହି ଆନ୍ଦୋଳନକୁ ସମର୍ଥନ...

ଲକ୍‌ଡାଉନ୍‌ରେ ଭାରତୀୟ ଧନକୁବେର ହୋଇଛନ୍ତି ଅଧିକ ଧନୀ

ନୂଆଦିଲ୍ଲୀ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ବହୁ ସମସ୍ୟା ସୃଷ୍ଟି ହୋଇଥିଲା। ଗରିବଙ୍କ ପାଖରେ ଟଙ୍କାର ଅଭାବ ସହିତ ଖାଇବାକୁ ଖାଦ୍ୟ ନ...

୬୩ ବର୍ଷ ମଧ୍ୟରେ ପ୍ରଥମଥର ସାଧାଣତନ୍ତ୍ର ଦିବସ ପରେଡରେ ସାମିଲ ହେବେ ନାହିଁ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତା

ନୂଆଦିଲ୍ଲୀ,୨୫ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚଳିତବର୍ଷର ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ କଥାହେବେ । ଭିଡିଓ କନଫରେନ୍ସିଂ ଜରିଆରେ ଦିନ ପ୍ରାୟ ୧୨ଟାରେ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରାଯିବ । ତେବେ ଚଳିତ ବର୍ଷ ୬୩...

ସୀମାରେ ଉତ୍ତେଜନା: ୨୦ ଚାଇନା ସୈନ୍ୟ ଆହତ

ନୂଆଦିଲ୍ଲୀ, ୨୫।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ସିକିମ୍‌ରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ଏହି ଘଟଣାରେ ୨୦ ଚାଇନା ସୈନ୍ୟ ଆହତ ହୋଇଥିବା କୁହାଯାଉଛି।...

କୃଷକ ଆନ୍ଦୋଳନରେ ହିଂସା ପାଇଁ ପାକିସ୍ତାନର ଷଡଯନ୍ତ୍ର

ନୂଆଦିଲ୍ଲୀ,୨୫ ।୧: ସାଧାରଣତନ୍ତ୍ର ଦିବସରେ କୃଷକମାନେ ଟ୍ରାକ୍ଟର ରାଲି କରିବାକୁ ଦିଲ୍ଲୀ ପୋଲିସ ରବିବାର ୩ଟି ମାର୍ଗରେ ଅଧିକାରୀ ସ୍ତରରେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ରାଜପଥରେ ମୁଖ୍ୟ ପରେଡ ଶେଷ ହେବା ପରେ ଟିକରି, ସିନ୍ଧୁ ଓ ଗାଜିପୁର...

ଦିଲ୍ଲୀକୁ ଅନ୍ଧାର କରିବା ଲାଗି ଷଡ଼ଯନ୍ତ୍ର: ପାକିସ୍ତାନୀ ଟୁଇଟର ହ୍ୟାଣ୍ଡେଲ ୩୦୮ ଉପରେ କଡ଼ା ନଜର

ନୂଆଦିଲ୍ଲୀ, ୨୫।୧: ଜାନୁୟାରୀ ୨୬ ଅବସରରେ ରାଜଧାନୀ ଦିଲ୍ଲୀରେ ପାଓ୍ବାର କଟ୍‌ କରି ଅନ୍ଧାର କରିବା ଲାଗି ଖଲିସ୍ତାନ ସମର୍ଥନ ଶିଖ୍‌ ଫର୍‌ ଜଷ୍ଟିସ୍‌ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ପ୍ରଦାନ...

ସିଏଏକୁ ନେଇ ଆସାମରେ ଶାହାଙ୍କୁ କଳା ପତାକା ପ୍ରଦର୍ଶନ

ଗୁଆହାଟି, ୨୫।୧: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅସାମ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ ସହିତ ମଶାଲ ଶୋଭାଯାତ୍ରା କରାଯାଇଛି। ଅଲ୍‌ ଆସାମ ଷ୍ଟୁଡେଣ୍ଟସ୍‌ ୟୁନିଅନ ଏବଂ କୃଷକ ମୁକ୍ତି ସଂଗ୍ରାମ...

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଜମ୍ମୁ-କଶ୍ମୀରରେ ପାଟ୍ରୋଲିଂ-ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୨୫।୧: ଜାନୁୟାରୀ ୨୬ରେ ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ମିଳିବା ପରେ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି ସନ୍ଦିଗ୍ଧ ଅଞ୍ଚଳରେ ବିଏସ୍‌ଏଫ୍‌...

୩୨ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ, ୨୫।୧(ପି.ଟି.): ଶିକ୍ଷା, କ୍ରୀଡା, କଳା, ସଂସ୍କୃତି, ସାମାଜିକ ସେବା ଓ ସାହସିକତା ଆଦି ବିଭିନ୍ନ କ୍ଷେତ୍ରରେ ଅସାଧାରଣ ଦକ୍ଷତା ପ୍ରଦର୍ଶନ କରିଥିବା ୩୨ ଜଣ ପିଲାଙ୍କୁ ଚଳିତ ବର୍ଷର ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରାଯାଇଛି। ୨୧...

ଏମ୍ସ ଉପନିର୍ଦ୍ଦେଶକ ନେଲେ ଟିକା

ନୂଆଦିଲ୍ଲୀ, ୨୫।୧: କରୋନା ଟିକା ନେବାକୁ ନେଇ ଏବେ ଲୋକଙ୍କ ମନରେ ଉତ୍ସାହଠାରୁ ଅଧିକ ଆଶଙ୍କା ଓ ଭୟ ଦେଖାଦେଉଛି। ଏହାକୁ ପ୍ରତିହତ କରିବା ପାଇଁ ସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ...

ପରେଡ୍‌ରେ ସାମିଲ ହେବେ ବାଂଲାଦେଶ ସୈନ୍ୟ

ନୂଆଦିଲ୍ଲୀ, ୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ହେବାକୁ ଥିବା ପରେଡ୍‌ରେ ଭାରତୀୟ ଯବାନଙ୍କ ସହ ପ୍ରଥମ ଥର ପାଇଁ ୧୨୨ ବାଂଲାଦେଶୀ ସୈନ୍ୟ ସାମିଲ ହେବେ। ସେମାନଙ୍କ ଦେଶକୁ ସ୍ବାଧୀନ କରାଇବାରେ ଭାରତୀୟ ସେନା ଯବାନମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri