ଜାତୀୟ

ପଦ୍ମଶ୍ରୀ ଫେରାଇଲେ ପଞ୍ଜାବୀ କବି ସୁର୍‌ଜିତ

ନୂଆଦିଲ୍ଲୀ, ୮।୧୨: କୃଷକମାନଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଖ୍ୟାତନାମା ପଞ୍ଜାବୀ କବି ଡ. ସୁର୍‌ଜିତ ପାଟର ପଦ୍ମଶ୍ରୀ ପୁରସ୍କାର ଫେରାଇଦେବାକୁ ସୋମବାର ଘୋଷଣା କରିଛନ୍ତି। ସେ ୨୦୧୨ରେ ପଦ୍ମଶ୍ରୀ ପାଇଥିଲେ। ଆନ୍ଦୋଳନରତ କୃଷକମାନଙ୍କ ଦାବି ପ୍ରତି କେନ୍ଦ୍ର ସରକାରଙ୍କ ସମ୍ବେଦନହୀନ...

ପୋଲିସ ଗୁଳିରେ ଭାଜପା କର୍ମୀଙ୍କ ମୃତ୍ୟୁ

ସିଲିଗୁଡ଼ି, ୮।୧୨: ପଶ୍ଚିମବଙ୍ଗର ସୋମବାର ଅପରାହ୍ନରେ ପୋଲିସ ସହ ସଂଘର୍ଷରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସିଲିଗୁଡ଼ିରେ ଉତ୍ତେଜନା ଦେଖାଦେଇଛି। ସିଲିଗୁଡିସ୍ଥିତ ଶାଖା ସଚିବାଳୟ କମ୍ପ୍ଲେକ୍ସ ବାହାରେ ତୃଣମୂଳ କଂଗ୍ରେସ ସରକାରଙ୍କ କୁଶାସନ ବିରୋଧରେ ଭାଜପା...

ଜାନୁୟାରୀ ସୁଦ୍ଧା ୨ ଟିକା

ନୂଆଦିଲ୍ଲୀ, ୮।୧୨: ଜାନୁୟାରୀ ସୁଦ୍ଧା ଭାରତରେ ୨ଟି ଟିକା ଏବଂ ଏପ୍ରିଲ୍‌ ଶେଷ ବେଳକୁ ୪ଟି ଟିକା ଉପଲବ୍ଧ ହେବା ନେଇ ସରକାର ଆଶାବାଦୀ ଅଛନ୍ତି। ଅକ୍ସଫୋର୍ଡ ଏବଂ ଅଷ୍ଟ୍ରାଜେନିକା ପ୍ରସ୍ତୁତ କରୁଥିବା କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ର କୋଭାକ୍ସିନ...

ଜନ୍ମଦିନ ପାଳିବେ ନାହିଁ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନ ବିରୋଧରେ କୃଷକ ବିରୋଧ ପ୍ରଦର୍ଶନ ଚାଲିଛି। ତାଙ୍କର ଆନ୍ଦୋଳନର ୧୩ ତମ ଦନରେ କୃଷକମାନେ ଭରତ ବନ୍ଦ ଡାକରା ଦେଇଛନ୍ତି। କଂଗ୍ରେସ ସମେତ ୨୦ରୁ ଅଧିକ ଦଳ ଏହି ଭାରତ ବନ୍ଦକୁ ସମର୍ଥନ କରିଛନ୍ତି। ସେପଟେ...

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଲକ୍ଷ ଲକ୍ଷ ଚାଷୀ। ଟ୍ରେନ୍‌ ରୋକିବା ସହ ଗାଡିମଟର ଯିବା...

ରହସ୍ୟ ହୋଇ ରହିଛି ଆନ୍ଧ୍ରପ୍ରଦେଶର ଏଲୁରୁରେ ଅଜଣା ରୋଗ

ଏଲୁରୁ, ୭।୧୨- ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ଏଲୁରୁ ଅଞ୍ଚଳରେ ବ୍ୟାପିଥିବା ଅଜଣା ରୋଗ ରହସ୍ୟ ହୋଇ ରହିଛି। ଅଜଣା ରୋଗରେ ୩୪୦ ଜଣ ପୀଡ଼ିତ ହୋଇଥିବାବେଳେ ଏବେ ୧୫୭ ଜଣ ରୋଗୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଶନିବାର...

ନିର୍ଦ୍ୱନ୍ଦ୍ୱରେ ଜିତିଲେ ସୁଶୀଲ ମୋଦି

ପାଟନା, ୭।୧୨- ପୂର୍ବତନ ବିହାର ଉପ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭା ଉପ ନିର୍ବାଚନରେ ବିଜୟୀ ହୋଇଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଲୋକ ଜନଶକ୍ତୀ ପାର୍ଟିର ପ୍ରତିଷ୍ଠାତା ରାମ ବିଳାଶ ପାଶ୍ୱାନଙ୍କ...

୧୧ ଦିନ ପରେ ଆରବ ସାଗରରୁ ମିଳିଲା ନିଖୋଜ ପାଇଲଟଙ୍କ ମୃତଦେହ

ନୂଆଦିଲ୍ଲୀ,୭।୧୨-ନଭେମ୍ବର ୨୬ରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନାର ଏୟାରକ୍ରାଫ୍ଟ MiG-୨୯kର ପାଇଲଟ କମାଣ୍ଡାଣ୍ଟ ନିଶାନ୍ତ ସିଂହଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ୧୧ଦିନ ସର୍ଚ୍ଚ ଅପରେଶନ ପରେ ଗୋଆ ସମୁଦ୍ର ମୁହାଣରୁ ପ୍ରାୟ ୩୦ କିମି ଦୂର ଆରବ ସାଗରରୁ...

ଭାଜପାରେ ସାମିଲ ହେଲେ ତେଲୁଗୁ ଅଭିନେତ୍ରୀ ବିଜୟା ଶାନ୍ତି

ନୂଆଦିଲ୍ଲୀ,୭।୧୨-ଭାଜପାରେ ସାମିଲ ହେଲେ ତେଲୁଗୁ ଫିଲ୍ମ ଅଭିନେତ୍ରୀ ବିଜୟା ଶାନ୍ତି। ନୂଆଦିଲ୍ଲୀଠାରେ ଭାଜପା ଅଧ୍ୟକ୍ଷ ଜେପ୍ପି ନଡ୍ଡାଙ୍କ ଉପସ୍ଥିତିରେ ବିଜୟା ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସେ ରବିବାର ସାରେ ସାକ୍ଷାତ...

ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଭ୍ୟାନକୁ ଧକ୍କା ଦେଲା ଟ୍ରେଲର, ୫ ମୃତ, ୧୦ ଗୁରୁତର

ଭିଲଓ୍ବାଡ଼ା,୭।୧୨-ରାଜସ୍ଥାନର ଭିଲଓ୍ବାଡ଼ା ଜିଲା ଜହାଜପୁର-ଶାହପୁରା ରାସ୍ତାରେ ରବିବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ସହ ଟ୍ରେଲର ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା...

ସ୍ତ୍ରୀକୁ ମାରିଦେଇ ମୃତଦେହ ପାଖରେ ଗେମ୍‌ ଖେଳୁଥିଲେ ସ୍ବାମୀ

ଯୋଧପୁର,୭।୧୨: ରାଜସ୍ଥାନର ଯୋଧପୁରର ମହାମନ୍ଦିର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ମୃତଦେହ ପାଖରେ ମୋବାଇଲ୍‌ରେ ଗେମ୍‌ କରୁଥିଲେ। ହତ୍ୟା କରିବା ପରେ ଅଭିଯୁକ୍ତ ସ୍ବାମୀ ନିଜେ...

ଭାରତକୁ ଚୋରା ସୁନା ଚାଲାଣ: ଦୁବାଇରୁ ବିହାର ପର୍ଯ୍ୟନ୍ତ ଲମ୍ବିଛି ଚେର

ନୂଆଦିଲ୍ଲୀ,୭।୧୨: ଭାରତକୁ ଦୁବାଇ ଏବଂ ମ୍ୟାନ୍‌ମାରରୁ ଚୋରା ସୁନା ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ଚୋରା ସୁନା ଚାଲାଣ ପାଇଁ କାର୍ଯ୍ୟ କରୁଥିବା ର଼୍ୟାକେଟର ଚେର ଦୁବାଇରୁ ବିହାର ପର୍ଯ୍ୟନ୍ତ ଚେର ଲମ୍ବିଛି। ବିହାର ବାଟେ ଚୋରା ସୁନା ଭାରତର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri