ଜାତୀୟ

ମଙ୍ଗଳସୂତ୍ର, ସିନ୍ଦୁର ଧରି ଶ୍ରେଣୀଗୃହରେ ପଶିଲେ ନାବାଳକ, ଆଉ ତା’ ପରେ…

ହାଇଦ୍ରାବାଦ,୬ା୧୨: ବାଲ୍ୟ ବିବାହ ପ୍ରଥା ଆଇନସଙ୍ଗତ ହୋଇ ନ ଥିବା ବେଳେ ଦୁଇ ନାବାଳିକା-ନାବାଳକ ଶ୍ରେଣୀଗୃହରେ ବିବାହ କରିବା ଘଟଣା ସାମ୍ନାକୁ ଆସିଛି। ଏହି ବିବାହ ସମୟର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି।...

ଜରୁରୀ କାଳୀନ ସ୍ଥିତିରେ ପ୍ରୟୋଗ କରାଯିବ ଫାଇଜର-ବାୟୋଏନ୍‌ଟେକ୍‌ ଟିକା: ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା

ନୂଆଦିଲ୍ଲୀ, ୬।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ପ୍ରୟୋଗ କରାଯିବ ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର ମଞ୍ଜୁରୀ ଲୋଡ଼ାଯାଇଛି। ଏବେ ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା କରାଯାଇଛି। ଜର୍ମାନୀର...

ଚାଇନାର ଷଡ଼ଯନ୍ତ୍ର: ଅରୁଣାଚଳ ସୀମାରେ ସ୍ଥାପନ କରିଛି ୩ ଗାଁ

ନୂଆଦିଲ୍ଲୀ, ୬।୧୨: ଭାରତ ସହିତ ଚାଇନା ସୀମା ବିବାଦ ବଢ଼ାଇବାରେ ଲାଗିଛି। ଭାରତର ଜମିକୁ ଜୋର୍‌ ଜବରଦସ୍ତ ନିଜର ବୋଲି କହି ଚାଇନା ଅରୁଣାଚଳ ସୀମାରେ ୩ ଗାଁ ସ୍ଥାପନ କରିଛି। ବୁମ୍‌ ଲା ଗରିପଥଠାରୁ ଗାଁ ଗୁଡ଼ିକ ୫...

ସରକାର କୃଷକଙ୍କ ଦାବି ନ ମାନିଲେ ଦିଲ୍ଲୀରେ ସୀମିତ ରହିବ ନାହିଁ ଆନ୍ଦୋଳନ: ଶରଦ ପାୱାର

ନୂଆଦିଲ୍ଲୀ,୬ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୧ ଦିନ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ୨୪ ଘଣ୍ଟିଆ ଏହି ଆନ୍ଦୋଳନ ଫଳରେ ଗାଜିପୁର ବର୍ଡର, ଟିକରି...

ଦିଦିଙ୍କ ଘରେ ଭାଜପା ମିଶନ: ବିଦ୍ରୋହୀ ତାଲିକାରେ ଆଉ ଜଣେ ମନ୍ତ୍ରୀ

କୋଲକାତା, ୬।୧୨: ଭାଜପାର ପଶ୍ଚିମବଙ୍ଗ ମିଶନ ଜାରି ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳରେ ଫାଟ ବଢ଼ାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ପୂର୍ବରୁ ଶୁଭେନ୍ଦୁ ଅଧିକାରୀ ଦଳ ଛାଡ଼ିଥିବାବେଳେ ଏବେ ରାଜ୍ୟ ବନ ମନ୍ତ୍ରୀ ତଥା...

ନୀତୀଶଙ୍କୁ ତେଜସ୍ୱୀଙ୍କ ଖୋଲା ଚ୍ୟାଲେଞ୍ଜ: ଶକ୍ତି ଅଛିି ତ ଗିରଫ କର

ପାଟନା,୬ ।୧୨: ବିହାର ବିରୋଧି ଦଳ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ତେଜସ୍ୱୀ ଯାଦବ ନୀତୀଶ କୁମାର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ ଏନ୍‌ଡିଏ ସରକାରଙ୍କୁ ଅଳସୁଆ ଓ ଭୟାଳୁ ବୋଲି କହିଛନ୍ତି । ତେଜସ୍ୱୀ...

ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ରବିବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଏବଂ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର ହାଓ୍ବାଲସ୍ଥିିିତ ସାଜ୍‌ଗାରିପୋରାରେ ପୋଲିସ...

ପ୍ରକୃତ କୃଷକ କ୍ଷେତରେ କାମ କରୁଛନ୍ତି: କୈଳାଶ ଚୌଧୁରୀ

ନୂଆଦିଲ୍ଲୀ,୬ ।୧୨: ଗତ ପ୍ରାୟ ୧୧ ଦିନ ଧରି କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଲିଥିବା କୃଷକ ଆନ୍ଦୋଳନକୁ ନେଇ ଏବେ କେନ୍ଦ୍ର କୃଷି ରାଜ୍ୟମନ୍ତ୍ରୀ କୈଳାଶ ଚୌଧୁରୀ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ସେ...

ଅନ୍ନଦାତାଙ୍କ ଭାରତ ବନ୍ଦକୁ ସମର୍ଥନ କଲା କଂଗ୍ରେସ: ଡିସେମ୍ବର  ୮ରେ ଦଳୀୟ କାର୍ଯ୍ୟାଳୟରେ କରାଯିବ ପ୍ରଦର୍ଶନ

ନୂଆଦିଲ୍ଲୀ, ୬।୧୨: ଦେଶବ୍ୟାପୀ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ କଂଗ୍ରେସର ସମର୍ଥନ ମିଳିଛି। ଡିସେମ୍ବର ୮ରେ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ କଂଗ୍ରେସ ସାମିଲ୍‌ ହେବ। ଦଳୀୟ କାର୍ଯ୍ୟାଳୟରେ ଏନେଇ ପ୍ରଦର୍ଶନ କରାଯିବ ବୋଲି କଂଗ୍ରେସ...

ମାଛ ଧରିବା ସମୟରେ ଜାଲରେ ପଡ଼ିଲା ଏପରି ଜିନିଷ : ମୂଲ୍ୟବାନ ଔଷଧରେ ହୁଏ ବ୍ୟବହାର

ମହାରାଷ୍ଟ୍ରର ଉଜ୍‌ନି ଡ୍ୟାମ୍‌ରୁ ମାଛ ଧରିବା ସମୟରେ ଜଣେ ଦମ୍ପତି ଏକ ଦୁର୍ଲଭ କଇଁଛ ଦେଖିଥିଲେ। ଯେତେବେଳେ ସେମାନେ ଏହାକୁ ଜଙ୍ଗଲ ବିଭାଗର ଅଧିକାରୀମାନଙ୍କୁ ହସ୍ତାନ୍ତର କଲେ, ଏହା ଜାଣିବାକୁ ପାଇଲା ଯେ, ଏହା ଏକ ବିରଳ ପ୍ରଜାତିର ଏକ...

ବାଘ ବେକରେ ଫାଶ, ରାଜ୍ୟରେ ରେଡ୍‌ ଆଲର୍ଟ ଜାରି

ଜୟପୁର,୬ା୧୨: ରାଜସ୍ଥାନରେ ଦେଶର ସବୁଠୁ ପ୍ରସିଦ୍ଧ ରଣଥମ୍ବୋର ଜାତୀୟ ଉଦ୍ୟାନରେ ଏକ ବାଘ ବେକରେ ତାରର ଫାଶ ବନ୍ଧା ଯାଇଥିବା ଦେଖିବାକୁ ମିଳିଥିଲା। ଏହା ପରେ ସମଗ୍ର ରାଜ୍ୟରେ ଉତ୍ତେଜନା ଦେଖାଦେଇଛି। ଟାଇଗର ରିଜର୍ଭର ଟାଇଗର ଟି -୧୦୮ ବେକରେ...

୧୧ ମାସରେ ୨୧୧ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ଗତ ୧୧ ମାସ ମଧ୍ୟରେ ବଡ଼ ସଫଳତା ମିଳିଛି। ଏହି ସମୟ ମଧ୍ୟରେ ୨୧୧ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେହିପରି ୪୭ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri