ଜାତୀୟ

ଲିଭ୍ ଇନ୍ ରିଲେସନଶିପ ଆଇନ ସମ୍ମତ, ଏଥିରେ କେହି କରିପାରିବେନି ହସ୍ତକ୍ଷେପ: ଆହ୍ଲାବାଦ ହାଇକୋର୍ଟ

ପ୍ରୟାଗରାଜ,୩ ।୧୨: ଲିଭ୍ ଇନ୍ ରିଲେସନଶିପରେ ରହୁଥିବା ପ୍ରେମୀଯୁଗଳଙ୍କ ପାଇଁ ଆଶ୍ୱସ୍ତିକର ଖବର । ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଲିଭ୍ ଇନ୍ ରିଲେସନଶିପ ଆଇନ ସମ୍ମତ ତେଣୁ ଏଥିରେ କେହି ହସ୍ତକ୍ଷେପ କରିପାରିବେ ନାହିଁ । ଏମିତିକି ଅଭିଭାବକ ମଧ୍ୟ...

ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଟିକେଟ୍‌ ବିକ୍ରି ଅର୍ଥରୁ ୫ କୋଟି ଟଙ୍କାର ଠକେଇ

ଅହମ୍ମଦାବାଦ,୨ା୧୨- ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଟିକେଟ୍‌ ବିକ୍ରି ଅର୍ଥରୁ ୫ କୋଟି ଟଙ୍କାର ଠକେଇ ହୋଇଛି। ଏ ନେଇ ତଦନ୍ତ ଆରମ୍ଭ କରିଛି ସ୍ଥାନୀୟ ପୋଲିସ। ୨୦୧୮ ନଭେମ୍ବରରୁ ଚଳିତ ବର୍ଷ ମାର୍ଚ୍ଚ ମଧ୍ୟରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଟିକେଟ୍‌...

ନୂଆ କୃଷି ଆଇନକୁ ରଦ୍ଦ ନ କଲେ ଦିଲ୍ଲୀକୁ ବାଟ ଛାଡ଼ିବୁ ନାହିଁ , ଚେତାବନୀ ଦେଲା କୃଷକ ସଂଘ

ନୂଆଦିଲ୍ଲୀ,୨ା୧୨- କୃଷି ଆଇନକୁ ବିରୋଧ କରୁଥିବା ଅନ୍ନଦାତାମାନେ କେନ୍ଦ୍ର ସରକାରଙ୍କୁ ବୁଧବାର ଦେଇଛନ୍ତି ଚେତାବନୀ। ସରକାର ବିଶେଷ ବୈଠକ ଡକାଇ ଏହି ବିବାଦୀୟ ଆଇନକୁ ରଦ୍ଦ କରନ୍ତୁ। ନ ହେଲେ ଆମେ ଦିଲ୍ଲୀକୁ ବାଟ ଛାଡ଼ିବୁ ନାହିଁ ବୋଲି ରୋକଠୋକ୍‌...

ଖୁବ୍‌ଶୀଘ୍ର ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ: ସାଧାରଣତନ୍ତ୍ର ଦିବସ ଅବସରରେ ହେବେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୨।୧୨: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଖୁବ୍‌ଶୀଘ୍ର ଭାରତକୁ ଆସିବେ। ଶୁଣିବାକୁ ମିଳିଛି ଆସନ୍ତାବର୍ଷ ଜାନୁଆରୀ ୨୬ ଅର୍ଥାତ୍‌ ସାଧାରଣତନ୍ତ୍ର ଦିବସ ଅବସରରେ ବୋରିସ ଜନସନ ମୁଖ୍ୟ ଅତିଥି ଭାବେ ସାମିଲ ହୋଇପାରନ୍ତି। ଏଥିପାଇଁ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ...

ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନ ଗିରଫ

ଚେନ୍ନାଇ,୨।୧୨-ମାଡ୍ରାସ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନଙ୍କୁ ବୁଧବାର ଚେନ୍ନାଇ ପୋଲିସର ସାଇବର କ୍ରାଇମ ଟିମ ଗିରଫ କରିଛି। ସେ ଗୋଟିଏ ଭିଡିଓ ଜାରି କରି ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହାକୁ...

ଚଳନ୍ତା ଯାତ୍ରୀବାହି ବସ୍‌ ଭିତରେ ପଶିଗଲା ୧୦୦ଫୁଟ୍‌ ଲମ୍ବ ପାଇପ

ପାଲି,୨।୧୨: ରାଜସ୍ଥାନର ପାଲି ଜିଲାର ଜୟପୁର-ଅହମଦାବାଦର ଜାତୀୟ ରାଜପଥ-୧୬୨ ନିକଟସ୍ଥ ସାଣ୍ଡେରାଓରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଚଳନ୍ତା ଯାତ୍ରୀବାହି ବସ୍‌ରେ ୧୦୦ଫୁଟ୍‌ ଲମ୍ବର ଏକ ପାଇପ୍‌ ପଶିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଯାତ୍ରୀ...

ପ୍ରତିଶୋଧ ପରାୟଣ ପ୍ରେମିକା: କନ୍ୟାର ଚୁଟି କାଟି, ଆଖିରେ ପକାଇଲେ ଫେବିକ୍ୱିକ

ନାଳନ୍ଦା,୨।୧୨: ପ୍ରେମ କି ଜାଣେ ଜାତି, ଧର୍ମ। ପ୍ରେମ କି ଜାଣେ ପାତରଅନ୍ତର। ହେଲେ ପ୍ରେମରେ ଅନ୍ଧ ହୋଇ ଅପରାଧ କରିବା କେତେଦୂର ଯୁକ୍ତିଯୁକ୍ତ। କିଛି ଏଭଳି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ବିହାରରେ। ଜଣେ ପ୍ରେମିକା ପ୍ରତିଶୋଧ ପରାୟଣ...

ଭୋଜି ଖାଇବା ପରେ ରକ୍ତବାନ୍ତି କଲେ ଗ୍ରାମବାସୀ

ଡେରାଡୁନ: ଏକ ଧାର୍ମିକ କାର୍ଯ୍ୟକ୍ରମରେ ସମସ୍ତ ଗ୍ରାମବାସୀ ଏକାଠି ବସି ଖାଇଥିଲେ। ଖାଇବା ପରେ ୪୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଥିଲେ। ଏମିତି ଘଟଣା ଉତ୍ତରପ୍ରଦେଶରେ ଦେଖିବାକୁ ମିଳିଛି। ବୁଡ଼କୋଟ ତହସିଲର କ୍ୱାଲ ଗ୍ରାମରେ ଏକ ଭୋଜିରେ ୪୦ରୁ ଅଧିକ...

୩ ମାସ ପରେ ଡ୍ରଗ୍ସ ମାମଲାରେ ରିଆଙ୍କ ଭାଇଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨।୧୨: ବଲିଉଡ୍‌ର ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡ଼ିତ ଥିବା ଡଗ୍ସ ମାମଲାରେ ଏନ୍‌ସିବି ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏହି ମାମଲାରେ ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ଓ ତାଙ୍କ ଭାଇ...

ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ନୂଆ ନିର୍ଦ୍ଦେଶ...

ଅଷ୍ଟ୍ରେଲିଆ ଯୁବତୀଙ୍କୁ ପ୍ରେମ ନିବେଦନ କଲେ ଭାରତୀୟ ଯୁବକ, ଫେସ୍‌ବୁକରେ କହିଲେ…

ଦୀପେନ ମାଣ୍ଡାଲିଆ ମ୍ୟାଚ୍‌ ସମୟରେ ତାଙ୍କ ଗର୍ଲଫ୍ରେଣ୍ଡ ରୋଜ ଓ୍ବିମ୍ବୁଶଙ୍କୁ ପ୍ରେମ ନିବେଦନ କରିଥିଲେ। ତାଙ୍କ ପ୍ରେମ କାହାଣୀକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ପ୍ରତିଦିନ ତାଙ୍କୁ କିପରି ଭେଟିଲେ ସେ ବିଷୟରେ କହିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେବାରେ...

ରାଜ୍ୟ ସଭା ପାଇଁ ନାମାଙ୍କନପତ୍ର ଦାଖଲ କଲେ ମୋଦି: ସମର୍ଥନ ଜଣାଇଲେ ନୀତିଶ

ପାଟନା, ୨।୧୨: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ ମୋଦି ବୁଧବାର ପାଟନାରେ ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟରେ ସୁଶୀଲଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri