ଜାତୀୟ

ସୀମା ବିବାଦ ମଧ୍ୟରେ ପରୀକ୍ଷା ହେଲା ଆଣ୍ଟି ଶିପ୍ ଭର୍ସନ ବ୍ରହ୍ମୋସ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧ ।୧୨: ସୀମାରେ ଚାଇନା ସହ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ମଙ୍ଗଳବାର ବ୍ରହ୍ମୋସ ସୁପରସୋନିକ କ୍ରୁଜ ମିଶାଇଲର ଆଣ୍ଟି ଶିପ୍ ଭର୍ସନ ବା ଜାହାଜ ରୋଧି ସଂସ୍କରଣର ପରୀକ୍ଷା କରାଯାଇଛି । ଆଣ୍ଡାମାନ ଓ ନିକୋବର ଦ୍ୱୀପରୁ ଏହା...

ଶିବସେନାରେ ସାମିଲ୍‌ ହେଲେ ଉର୍ମିଳା

ମୁମ୍ବାଇ,୧।୧୨: ଫିଲ୍ମ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ପୁଣି ରାଜନୀତିକୁ ଫେରିଛନ୍ତି। ରାଜନୀତିରେ ତାଙ୍କର ଦ୍ୱିତୀୟ ଇନିଂସ୍‌ ଆରମ୍ଭ କରିଛନ୍ତି। ମଙ୍ଗଳବାର ସେ ଶିବସେନାରେ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ୍‌ ହୋଇଛନ୍ତି। ଏବେ ସେ...

୫ କୋଟି ଚାରା ରୋପଣ କରିବେ ନୀତିଶ ସରକାର

ପାଟନା,୧।୧୨: ବିହାରରେ ୨୦୨୧ରେ ୫ କୋଟି ଚାରା ରୋପଣ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ସବୁଜ ମିଶନ ଅନ୍ତର୍ଗତ ଅଢ଼େଇ କୋଟି ଚାରା ରୋପଣ ଲକ୍ଷ୍ୟ ରଖାଯାଇଥିଲା।...

ଲକ୍‌ଡ଼ାଉନ୍‌ ଶିଖାଇ ଦେଲା ଦାମ୍ପତ୍ୟ ଜୀବନର ଗୁରୁତ୍ୱ: ଛାଡ଼ପତ୍ର ମାମଲା ପ୍ରତ୍ୟାହାର କଲେ ସ୍ତ୍ରୀ

ଭୋପାଳ,୧।୧୨: ଦାମ୍ପତ୍ୟ ଜୀବନରେ କେତେକ ଭୁଲ ବୁଝାମଣା ଏବଂ ସନ୍ଦେହରୁ ଝଡ଼ ଦେଖାଦେଇଥାଏ। ମଧ୍ୟପ୍ରଦେଶରେ ଏଭଳି ଏକ ଘଟଣାରେ ଜଣେ ସ୍ତ୍ରୀ ନିଜ ଭାଇ, ଭାଉଜ ଏବଂ ପରିବାର ସଦସ୍ୟଙ୍କ କଥାରେ ପଡ଼ି ସ୍ବାମୀଙ୍କ ବିରୋଧରେ ଛାଡ଼ପତ୍ର ମାମଲା ରୁଜୁ...

ଅନ୍ନଦାତାଙ୍କୁ ଟ୍ୟାକ୍ସି ମହାସଂଘର ସମର୍ଥନ: ଡିସେମ୍ବର ୩ରେ ‘ଦିଲ୍ଲୀ ଚଲୋ’ ଡ଼ାକରା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନକୁ ସର୍ବଭାରତୀୟ ଟ୍ୟାକ୍ସି ମହାସଂଘ ପକ୍ଷରୁ ସମର୍ଥନ କରାଯାଇଛି। ଆସନ୍ତା ୨ ଦୁଇଦିନ ମଧ୍ୟରେ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ...

କୃଷି ଆଇନ ନେଇ ଏନ୍‌ଡିଏରେ ଫାଟ: ଶାହାଙ୍କୁ ଚିଠି ଲେଖିଲେ ଆର୍‌ଏଲ୍‌ପି ଅଧ୍ୟକ୍ଷ

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଏନ୍‌ଡ଼ିଏରେ ଫାଟ ସୃଷ୍ଟି ହୋଇଛି। ଏନ୍‌ଡ଼ିଏର ସହଯୋଗୀ ଦଳ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହି ଆଇନକୁ ଫେରାଇ ନେବା ଉପରେ ଗୁରୁତ୍ୱାରୋପ କରିବା ଆରମ୍ଭ କରିଛନ୍ତି। ଏନ୍‌ଡିଏ ସହଯୋଗୀ...

ସଡ଼କରେ ଭୋକ ଉପାସରେ ଅନ୍ନଦାତା, ଟିଭିରେ ସରକାର ଦେଉଛନ୍ତି ମିଥ୍ୟା ଭାଷଣ: ରାହୁଲ

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି...

ସୀମାରେ ଡିଆର୍‌ଡିଓ ଲ୍ୟାବ୍‌: ଏଲ୍‌ଓସି-ଏଲ୍‌ଏସି ଉପରେ ରହିବ କଡ଼ା ନଜର

ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍‌ଓସି-ଏଲ୍‌ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ )ର ଥିବା ୨ଟି ଲ୍ୟାବ୍‌କୁ...

୮୦୦ ଟଙ୍କାରେ କୋଭିଡ୍‌ ଆର୍‌ଟି-ପିସିଆର୍‌ ଟେଷ୍ଟ

ନୂଆଦିଲ୍ଲୀ, ୧।୧୨: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫.୬ ଲକ୍ଷ ଉପରେ ଅଛି। ଅଧିକରୁ ଅଧିକ ପରୀକ୍ଷା ଉପରେ ଏଠାରେ ଜୋର୍‌ ଦିଆଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଘରୋଇ ହସ୍ପିଟାଲ ଲାଗି ସୋମବାର...

‘ଅଗଷ୍ଟ ସୁଦ୍ଧା ୩୦ କୋଟିଙ୍କୁ ଟିକା’

ନୂଆଦିଲ୍ଲୀ, ୧।୧୨: ୨୦୨୧ ଅଗଷ୍ଟ ସୁଦ୍ଧା ଦେଶର ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର କହିଛନ୍ତି। ଆଗାମୀ ୪ ମାସ ମଧ୍ୟରେ ଭାରତରେ ଟିକା ଉପଲବ୍ଧ ହେବ ବୋଲି ସେ ପ୍ରକାଶ କରିଛନ୍ତି।...

‘ଆତଙ୍କବାଦ ସବୁଠୁ ବଡ଼ ଆଞ୍ଚଳିକ ଚ୍ୟାଲେଞ୍ଜ’

ନୂଆଦିଲ୍ଲୀ, ୧।୧୨(ପି.ଟି.): ଆତଙ୍କବାଦ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଚ୍ୟାଲେଞ୍ଜ ବୋଲି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ରେ ଭାରତ କହିଛି। ଏହି ଭର୍ଚୁଆଲ ବୈଠକରେ ଭାଗନେଇ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ମୁଖ୍ୟତଃ ସୀମାପାର ଆତଙ୍କବାଦ ପ୍ରସଙ୍ଗରେ କହିବା ସହ ଏହା...

ଉତ୍ପଳ କୁମାର ସିଂ ଲୋକ ସଭା ମହାସଚିବ

ନୂଆଦିଲ୍ଲୀ, ୧।୧୨: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଉତ୍ପଳ କୁମାର ସିଂ ସୋମବାର ବର୍ଷକ ଲାଗି ଲୋକ ସଭାର ନୂଆ ମହାସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଡିସେମ୍ବର ୧ରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri