ଜାତୀୟ

କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ଏହାକୁ ରୋକିବାରେ...

ଶ୍ରୀନଗର ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣ: ୨ଯବାନ ଶହୀଦ

ଶ୍ରୀନଗର,୨୬।୧୧: ମୁମ୍ବାଇର ୨୬/୧୧ ଆକ୍ରମଣକୁ ଆଜି ୧୨ ବର୍ଷ ପୂରିଥିବା ବେଳେ ଜମ୍ମୁ-କଶ୍ମୀର ଶ୍ରୀନଗରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗୁରୁବାର ଦ୍ୱିପ୍ରହରରେ ଶ୍ରୀନଗର ଏଚ୍‌ଏମ୍‌ଟି ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ୨ଜଣ...

ଡିସେମ୍ବର ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ଯାତ୍ରା ମନା

ନୂଆଦିଲ୍ଲୀ,୨୬ ।୧୧: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଭାରତ ଏବେ କର୍ମସିୟାଲ ଇଣ୍ଟରନ୍ୟାଶନାଲ ଫ୍ଲାଇଟ ଚଳାଚଳକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି । ଡିରେକ୍ଟୋରେଟ ଜେନେରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) କହିଛି ୩୧...

ସିରମ ଇନଷ୍ଟିଚ୍ୟୁଟ ଯାଇ କରୋନା ଟିକା ସମ୍ପର୍କରେ ତଥ୍ୟ ନେବେ ମୋଦି

ନୂଆଦିଲ୍ଲୀ,୨୬ ।୧୧: କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏବେ ଏହା ପାଖାପାଖି ଏକ ବର୍ଷ ପୂରଣ କରିବା ଲକ୍ଷ୍ୟରେ ଆଗେଇ ଚାଲିଛି । ହେଲେ ଏପର୍ଯ୍ୟନ୍ତ ଏହାର କୌଣସି ସଠିକ୍ ଔଷଧ ମିଳି ପାରି...

‘ନିଭାର’ର ପ୍ରଭାବ: ୪ ଘଣ୍ଟାରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ

ନୂଆଦିଲ୍ଲୀ,୨୬ ।୧୧: ବଙ୍ଗୋପସାଗର ଉପକୂଳରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ଗତ ରାତିରେ ତାମିଲନାଡୁ ଓ ପୁଡୁଚେରୀରେ ସ୍ଥଳଭାଗ ଛୁଇଁଛି । ଏହାର ପ୍ରଭାବରେ ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସହ ଅନେକ ସ୍ଥାନରେ ପାଣିର ସୁଅ...

ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା: ମୋଦି

ନୂଆଦିଲ୍ଲୀ,୨୬।୧୧: ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା। ଏହାଦ୍ୱାରା ସମୟ ଏବଂ ଅର୍ଥର ଅପଚୟ ରୋକା ଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବିଧାନ ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏହି ପ୍ରସଙ୍ଗ ଉପରେ...

ମେହବୁବାଙ୍କୁ ଝଟ୍‌କା: ୩ ପିଡ଼ିପି ସଦସ୍ୟ ଦେଲେ ଇସ୍ତଫା

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ରାଜନୈତିକ ଦଳ ପିଡ଼ିପିରୁ ୩ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ଧାମନ୍‌ ଭାସିନ୍‌, ଫୈଲଲ୍‌ ସିଂ ଏବଂ ପ୍ରୀତମ କୋଟଓ୍ବାଲ...

ସୁଶୀଲ ମୋଦିଙ୍କ ଟୁଇଟ୍‌କୁ ହଟାଇଲା ଟୁଇଟର

ପାଟନା,୨୬ ।୧୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ପୂର୍ବତନ ମୁଖମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ଭିତିରିଆ ସମ୍ପର୍କ ଥିବା ଅଭିଯୋଗ କରିଥିଲେ । ଏହାସହ ମୋଦି ଲାଲୁ ଯାଦବଙ୍କ ନମ୍ବର...

ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଏହି କ୍ରମରେ ଦିଲ୍ଲୀରେ ପରିବେଶ ମନ୍ତ୍ରୀ ତଥା ଆପ୍‌ ନେତା ଗୋପାଲ...

ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା

ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ପୂର୍ବ ଜିଲାର ଉପକୂଳବର୍ତ୍ତି ଅଞ୍ଚଳରେ ଏହି ପ୍ରତିମା...

ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ ଅମାନବୀୟ: କେଜରିୱାଲ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ଆଗତ କୃଷି ନୀତିକୁ ନେଇ ବୁଧବାର ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଏହି ସମୟରେ ତାଙ୍କୁ ଅଟକାଇବାକୁ ଯାଇ ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କ ଉପରେ...

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ ମିଟର ପର୍ଯ୍ୟନ୍ତ ସିଲ୍‌ କରିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri