ଜାତୀୟ

ଏନ୍‌ଜିଟିର ନଦୀ ସୁରକ୍ଷା ଚିନ୍ତା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି ଗଠନ କରିବାକୁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ...

ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ

ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪ ଜଣ ସଦସ୍ୟ ଏହି ସୁଡଙ୍ଗ ଦେଇ ଭାରତରେ ପ୍ରବେଶ କରିଥିବା ସନ୍ଦେହ କରାଯାଉଛି।...

ଜଳବାୟୁ ପରିବର୍ତ୍ତନକୁ ନେଇ ଏକଜୁଟ ହେବା ଆବଶ୍ୟକ: ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୧୫ତମ ଜି -୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ମୋଦି ତାଙ୍କ ଭାଷଣରେ ଜଳବାୟୁ ପରିବର୍ତ୍ତନ ସମେତ ପରିବେଶ ଭଳି ଅନେକ ପ୍ରସଙ୍ଗରେ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ...

ପୁଣି ନିଜ ଦଳକୁ ସମାଲୋଚନା କଲେ ଆଜାଦ୍‌

ନୂଆଦିଲ୍ଲୀ,୨୨।୧୧: କଂଗ୍ରେସରେ ଏବେ ଗୋଷ୍ଠୀ କନ୍ଦଳ ଲାଗି ରହିଛି। ଦଳର ହେବିଓ୍ବେଟ୍‌ ନେତା ଦଳୀୟ କାର୍ଯ୍ୟକୁ ସମାଲୋଚନା କରୁଥିବା ଦେଖାଯାଇଛି। ପୁଣିଥରେ ଦଳର ନେତୃତ୍ୱକୁ ପୁଣି ଥରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଗୁଲାମ ନବୀ ଆଜାଦ। ସେ କହିଛନ୍ତି,...

ରୋଗୀ ଦେଖୁଥିଲେ ବିଗ୍‌ ବସ୍‌, ଡାକ୍ତର କଲେ ବ୍ରେନ୍‌ ସର୍ଜରୀ

ହାଇଦ୍ରାବଦ,୨୨।୧୧: ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ରୋଗୀଙ୍କୁ ହୋଶ୍‌ରେ ରଖି ବ୍ରେନ୍‌ ସର୍ଜରୀ କରିଛନ୍ତି ଡାକ୍ତର। ସାଧାରଣତଃ ଗୁରୁତର ରୋଗରେ ପୀଡିତ ରୋଗୀଙ୍କ ଅପରେସନ କରିବା ଡାକ୍ତରଙ୍କ ପାଇଁ ପ୍ରାୟତଃ ବହୁତ କଷ୍ଟସାଧ୍ୟ ହୋଇଥାଏ। ଯେତେବେଳେ...

ସ୍ଥିତି ସମୀକ୍ଷା ପରେ ଲକ୍‌ଡାଉନ ନେଇ ନିଆଯିବ ନିଷ୍ପତ୍ତି: ପାଓ୍ବାର

ମୁମ୍ବାଇ,୨୨।୧୧: ଭାରତରେ କରେନା ସଂକ୍ରମଣ ଥମିବାରେ ନାଁ ନେଉନି। କିଛି ଦିନର ବ୍ୟବଧାନ ପରେ ଭାରତରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଶୀତ ଋତୁରେ ଏହାକୁ ନେଇ ବହୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି...

ପ୍ରେମିକାଙ୍କ ଘରେ ରାତିରେ ଛେଚା ଖାଇଲେ ପ୍ରେମିକ, ସକାଳେ ହେଲେ ଜ୍ୱାଇଁ

ଲକ୍ଷ୍ନୌ,୨୨।୧୧: ଉତ୍ତରପ୍ରଦେଶର ରାମପୁରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ତାଙ୍କ ଘରକୁ ଯାଇଥିବା ପ୍ରେମିକ ଧରାପଡି ପ୍ରବଳ ଛେଚା ଖାଇବା ପରେ ସକାଳ ହେବା କ୍ଷଣି ଘରର ଜ୍ୱାଇଁ ହୋଇଛନ୍ତି। ସୂଚନାଯୋଗ୍ୟ, ରାମପୁରର ଅମିମନଗର...

ପୁଣି ଏହି ରାଜ୍ୟରେ ହୋଇପାରେ ଲକ୍‌ଡାଉନ!

ଚଣ୍ଡିଗଡ଼,୨୨।୧୧: ଦେଶରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ପୁଣି ଥରେ ଏହାର ଆତଙ୍କ ଦେଖିବାକୁ ମିଳିଛି। ଭାରତର କେତୋଟି ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦେଖି ସୁରକ୍ଷା ଦୃଷ୍ଟିରୁ...

ହଠାତ୍‌ ରକ୍ତ ପରି ଲାଲ୍‌ ହେଲା ନଦୀ ପାଣି: ଦୋଷୀଙ୍କ ବିରୋଧରେ ୧ ଲକ୍ଷ ରାଶି ପୁରସ୍କାର ଘୋଷଣା

ମୁମ୍ବାଇ,୨୨ା୧୧: ମହାରାଷ୍ଟ୍ରର ଥାନେ ଜିଲା ଭାଲଧୁନି ନଦୀର ଜଳ ହଠାତ୍‌ ଲାଲ୍‌ ରଙ୍ଗ ଦେଖାଯାଇଥିଲା। ଏହା ପରେ ସୋସିଆଲ ମିଡିଆରେ ନଦୀର ଫଟୋ ଭାଇରାଲ ହୋଇଥିଲା। ନଦୀ ନିକଟରେ ରହୁଥିବା ଉଲହାସନଗର ଏବଂ ଅମ୍ବରନାଥ ଟାଉନଶିପ୍‌ର ବାସିନ୍ଦା ଅଭିଯୋଗ କରିଛନ୍ତି...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ: କୁଖ୍ୟାତ ମାଓବାଦୀ ଉପରେ ଥିଲା ୧୦ଲକ୍ଷ ଟଙ୍କା ପୁରସ୍କାର

ଗୟା,୨୨।୧୧: ବିହାର ଗୟା ଜିଲାର ବାରାଚଟି ଅନ୍ତର୍ଗତ ଏକ ଜଙ୍ଗଲରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟର ୩ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତ ୩ ମାଓବାଦୀଙ୍କ ମଧ୍ୟରେ...

କୁକୁରର ହେଲା ଡିଏନ୍‌ଏ ଟେଷ୍ଟ, ଏହି କାରଣ ପାଇଁ ପୋଲିସ ନେଲା ଏମିତି ପଦକ୍ଷେପ

ହୋଶଙ୍ଗାବାଦ,୨୨ା୧୧: ସାଧାରଣତଃ କୁକୁର ତା’ର ମାଲିକଙ୍କୁ ସହଜରେ ଚିହ୍ନି ପାରିଥାଏ। ମାତ୍ର ଯେତେବେଳେ ଏଥିରେ ବ୍ୟତିକ୍ରମ ଘଟେ ସେତେବେଳେ ମାମଲା କୋର୍ଟ କଚେରୀ ପର୍ଯ୍ୟନ୍ତ ଯାଇଥାଏ। ମଧ୍ୟପ୍ରଦେଶର ହୋଶଙ୍ଗାବାଦ ଜିଲାରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଏକ...

‘ଗୋ କ୍ୟାବିନେଟ’ର ପ୍ରଥମ ବୈଠକ କଲେ ଶିବରାଜ

ଭୋପାଳ,୨୨ ।୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର ଭୋପାଳରେ ‘ଗୋ କ୍ୟାବିନେଟ’ର ପ୍ରଥମ ବୈଠକ ଆୟୋଜନ କରିଛନ୍ତି । ଏଥିରେ ସେ କହିଛନ୍ତି ପ୍ରାଣୀ ସମ୍ବନ୍ଧିତ ବିଭାଗର ମନ୍ତ୍ରୀ ଓ ପ୍ରମୁଖ ସଚିବ ମିଶି ଗୋରକ୍ଷା ଓ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri