ଜାତୀୟ

କଂଗ୍ରେସରେ ନେତୃତ୍ୱ ସଙ୍କଟ ନେଇ ହେଉଛି ମିଥ୍ୟା ଚର୍ଚ୍ଚା: ସଲମାନ୍‌ ଖୁର୍ଶିଦ୍‌

ନୂଆଦିଲ୍ଲୀ,୨୨।୧୧: କଂଗ୍ରେସରେ ନେତୃତ୍ୱ ସଙ୍କଟ ନେଇ କିଛି ନେତା ଚର୍ଚ୍ଚା କରୁଛନ୍ତି। ତେବେ ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଦଳର ବରିଷ୍ଠ ସଦସ୍ୟ ସଲମାନ ଖୁର୍ଶିଦ୍‌ ରବିବାର ପ୍ରକାଶ କହିଛନ୍ତି। ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ପ୍ରତି ସମସ୍ତଙ୍କର ସମର୍ଥନ ରହିଛି।...

ଡିସେମ୍ବର ୪ ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଭାରତୀ-ହର୍ଷ

ମୁମ୍ବାଇ,୨୨ ।୧୧: ଡ୍ରଗ୍ସ ମାମଲାରେ କମେଡିଆନ୍ ଭାରତି ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟା ରବିବାର କୋର୍ଟରେ ହାଜର ହୋଇଥିଲେ । ଏବେ ସେମାନଙ୍କୁ କୋର୍ଟ ଡିସେମ୍ବର ୪ ପର୍ଯ୍ୟନ୍ତ ଅର୍ଥାତ୍ ୧୪ ଦିନିଆ ବିଚାର ବିଭାଗୀୟ ଅଦାଲତକୁ...

ମୁଲାୟମଙ୍କ ସହ କଥା ହୋଇ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସହ କଥା ହୋଇଛନ୍ତି । ଏହି ଅବସରରେ ସେ ଶ୍ରୀ ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି...

ଆପତ୍ତିଜନକ ପୋଷ୍ଟ କଲେ ଯିବାକୁ ପଡିବ ଜେଲ୍‌!

ଥିରୁଭାନନ୍ତପୁରମ,୨୨ ।୧୧: କେରଳର ଏଲ୍‌ଡିଏଫ୍ ସରକାର ମହିଳା ଓ ଶିଶୁଙ୍କ ଉପରେ ବଢି ଚାଲିଥିବା ସାଇବର କ୍ରାଇମରେ ଲଗାମ ଲାଗାଇବାକୁ ଯାଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଶନିବାର ରାଜ୍ୟପାଳ ଆରିଫ ମହମ୍ମଦ ଖାଁ ଏହାକୁ ନେଇ ଏକ...

ନିର୍ବାଚନ ପୂର୍ବରୁ ମିଶନ ତାମିଲନାଡୁରେ ଶାହା: ବିମାନବନ୍ଦରରୁ ହୋଟେଲ ଯାଏଁ ଚାଲି ଚାଲି ଗଲେ

ଚେନ୍ନାଇ,୨୨।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଚାଣକ୍ୟଙ୍କ ମିଶନ ତାମିଲନାଡୁ। ଜନତାଙ୍କ ମନ ମୋହିବା ପାଇଁ ଚେନ୍ନାଇ ରାସ୍ତାରେ ଚାଲିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଯାହା ଆଗାମୀ ଦିନରେ ଭାଜପାର ଆକ୍ରଣାତ୍ମକ ରାଜନୀତିର ସଙ୍କେତ ଦେଇଛି। ସୂଚନାଯୋଗ୍ୟ, ୨୦୨୧ରେ ତାମିଲନାଡୁରେ...

କରୋନାକୁ ନେଇ କେନ୍ଦ୍ର ସତର୍କ: ୟୁପି, ପଞ୍ଜାବ, ହିମାଚଳରେ ନିଯୁକ୍ତ ହେବେ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୨୨ ।୧୧: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି । ଯେଉଁ ରାଜ୍ୟରେ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି ସେହି ରାଜ୍ୟରେ କେନ୍ଦ୍ରର ସ୍ୱତନ୍ତ୍ର ଟିମକୁ ନିଯୁକ୍ତ କରାଯିବ । ଏହି ଟିମ୍...

୨୩ ଜଳ ଯୋଜନାର ଶିଳାନ୍ୟାସ: ୪୨ ଲକ୍ଷଙ୍କୁ ମିଳିବ ପିଇବା ପାଣି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ସୋନଭଦ୍ର ଏବଂ ମିର୍ଜାପୁର ଜିଲାରେ ୨୩ ଜଳ ଯୋଜନାର ଶିଳାନ୍ୟାସ କରିଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଆୟୋଜିତ ଏହି ଉତ୍ସବରେ ଯୋଗ ଦେଇ ମୋଦି କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ୩...

ବିଗୁଡୁଛି ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟାବସ୍ଥା

ଗୁଆହାଟି,୨୨ ।୧୧: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟାବସ୍ଥା ବେଳକୁ ବେଳ ବିଗିଡିବାରେ ଲାଗିଛି । ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ, ଏବେ ସେ ଭେଣ୍ଟିଲେଟରରେ ରହିଛନ୍ତି । ଗୁଆହାଟି ମେଡିକାଲ କଲେଜ ଓ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟ ଅଭିଜିତ ଶର୍ମା...

ଲକ୍‌ଡାଉନ୍‌ ମୁହାଁ ଭାରତ: ପୁଣି ଫେରିଲା କରୋନା

ନୂଆଦିଲ୍ଲୀ,୨୨।୧୧: ଭାରତରେ କରୋନା ମହମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ ପୁଣି ଥରେ କରୋନା ଆତଙ୍କ ଫେରିଛି। ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟର ବଡ଼ ବଡ଼ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ଏହାଦ୍ୱାରା ଭାରତ ପୁଣି ଲକ୍‌ଡାଉନ୍‌...

ଏଲ୍‌ଓସିରେ ସନ୍ଦିଗ୍ଧ ଉଡ଼ନ୍ତା ବସ୍ତୁ: ବିଏସ୍‌ଏଫ୍‌ ପକ୍ଷରୁ ଆଲର୍ଟ ଜାରି

ଶ୍ରୀନଗର,୨୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା କମିବାର ନା ଧରୁନି। ପାକିସ୍ତାନ ପକ୍ଷରୁ ଏଠାରେ ଜାଣିଶୁଣି ଅନୁପ୍ରବେଶ ଉଦ୍ୟମ କରାଯାଉଛି। ରବିବାର ସକାଳେ ପୁଞ୍ଚ୍‌ ଜିଲାର ମେଣ୍ଢର ସେକ୍ଟରରେ ସୀମାପାରରୁ ଏକ ଉଡ଼ନ୍ତା ସନ୍ଦିଗ୍ଧ ବସ୍ତୁ ଉଡ଼ିବୁଲୁଥିବା...

ଉତ୍ତରାଖଣ୍ଡ ସରକାରଙ୍କ ନୂଆ ସ୍କିମ୍‌: ଅନ୍ୟ ଧର୍ମରେ ବିବାହ କଲେ ମିଳିବ ୫୦ ହଜାର ପ୍ରୋତ୍ସାହନ ରାଶି

ଡେରାଡୁନ,୨୨।୧୧: ଗୋଟିଏ ପଟେ ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଓ ହରିଆଣା ଭଳି ଭାଜପା ଶାସିତ ରାଜ୍ୟରେ ଲଭ ଜିହାଦ ବିରୋଧରେ ଯେଉଁଠାରେ କଡ଼ା ଆଇନ ପ୍ରଣୟନ କରିବାକୁ ନିଷ୍ପତ୍ତି ନିଆଯାଉଛି। ସେଠାରେ ଉତ୍ତରାଖଣ୍ଡ ସରକାର ଅନ୍ୟ ଧର୍ମ କିମ୍ବା ଜାତିରେ ବିବାହ...

ସୁରକ୍ଷାକର୍ମୀଙ୍କୁ ସଫଳତା: ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମା ଜିଲାର ଚଟପୋରା ବୋଲେରା ଅଞ୍ଚଳରୁ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସଦସ୍ୟ ନସିର ଅହମ୍ମଦ ଡାରଙ୍କୁ ଗିରଫ କରାଯାଇଛି। ସେ ତ୍ରାଲର ବାସିନ୍ଦା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri