ଜାତୀୟ

କଂଗ୍ରେସ ଏକ ଦୁର୍ବଳ ବିରୋଧୀ ଦଳ: ସିବଲ୍‌

ନୂଆଦିଲ୍ଲୀ,୨୨।୧୧: ବିହାର ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଦଳରେ ଫାଟ ବଢ଼ିବାରେ ଲାଗିଛି। ଲଗାତାର କଂଗ୍ରେସର ବରିଷ୍ଠ ସଦସ୍ୟ କପିଲ ସିବଲ ଦଳର ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବାରେ ଲାଗିଛନ୍ତି। ନେତୃତ୍ୱ ଦୁର୍ବଳ ହେଉଥିବାରୁ ଦଳ ସାଂଗଠନିକସ୍ତରରେ ସୁଦୃଢ଼...

ଆୟୁର୍ବେଦିକ୍‌ ଡାକ୍ତର ବି କରିପାରିବେ ଅପରେଶନ୍‌: କେନ୍ଦ୍ର ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୨।୧୧: ଏବେ ଆୟୁର୍ବେଦିକ୍‌ ଡାକ୍ତରମାନେ ମଧ୍ୟ ସାଧାରଣ ଅପରେଶନ୍‌ କରିପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଛି। ଆୟୁର୍ବେଦିକ୍‌ ଡାକ୍ତରମାନେ ସାଧାରଣ ଅପରେଶନ୍‌ ସହିତ ଆର୍ଥୋପେଡ଼ିକ୍‌, ଆଖି, କାନ ଏବଂ ଗଳା ଆଦିରେ ସର୍ଜରୀ କରିପାରିବେ। ଭାରତୀୟ...

ମୃତ କରୋନା ଆକ୍ରାନ୍ତ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଫେରିଲେ ଘରକୁ

କୋଲକାତା,୨୨।୧୧: କରୋନା ମହାମାରୀ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଅଞ୍ଚଳରେ ହସ୍ପିଟାଲ ପକ୍ଷରୁ ମୃତ ଘୋଷଣା କରାଯାଇଥିବା ଜଣେ କରୋନା ଆକ୍ରାନ୍ତ ତାଙ୍କ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଘରକୁ ଫେରିଛନ୍ତି।...

୧୫ ଘଣ୍ଟାର ପଚରା ଉଚରା ପରେ ଭାରତୀଙ୍କ ସ୍ୱାମୀ ଗିରଫ, ଏବେ ହେବ ମେଡିକାଲ ଟେଷ୍ଟ

ମୁମ୍ବାଇ,୨୨ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ରବିବାର କମେଡିଆନ୍ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟାଙ୍କୁ ଗିରଫ କରିଛି । ତାଙ୍କୁ ଗିରଫ କରିବା ପୂର୍ବରୁ ଯାଞ୍ଚ ଏଜେନ୍ସି ପାଖାପାଖି ୧୫ ଘଣ୍ଟା ପଚରା ଉଚରା...

କୋଭିଡ୍‌ ପରୀକ୍ଷା ବଢ଼ାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୨।୧୧: ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ନଜରରେ ରଖି କୋଭିଡ୍‌ ପରୀକ୍ଷା ବଢ଼ାଇବା ଲାଗି କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ୟୁରୋପ ଓ ଆମେରିକୀୟ ଦେଶଗୁଡ଼ିକରେ ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ...

ମିଥ୍ୟା ନପୁଂସକତା ଅଭିଯୋଗ ନିଷ୍ଠୁରତା

ନୂଆଦିଲ୍ଲୀ, ୨୨।୧୧(ପି.ଟି.): ମିଥ୍ୟା ନପୁଂସକତା ଅଭିଯୋଗ ଆଣିବା ନିଷ୍ଠୁରତା ବୋଲି ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସ୍ବାମୀଙ୍କଠାରୁ ଅଲଗା ରହୁଥିବା ଜଣେ ମହିଳା ତାଙ୍କ ବିରୋଧରେ ଯୌନ ଅକ୍ଷମତା ଅଭିଯୋଗ ଆଣିଥିଲେ। ଉକ୍ତ ବ୍ୟକ୍ତିଙ୍କୁ ଛାଡ଼ପତ୍ର ପାଇଁ...

ଶରଣାର୍ଥୀ ଥଇଥାନକୁ ନେଇ ତ୍ରିପୁରା ଜଳୁଛି

ଅଗରତାଲା, ୨୨।୧୧: ବ୍ରୁ ଶରଣାର୍ଥୀମାନଙ୍କ ଥଇଥାନ ବିରୋଧରେ ବିକ୍ଷୋଭ ଶନିବାର ହିଂସାତ୍ମକ ରୂପ ନେଇଛି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଗୁଳି ଚଳାଇବାରୁ ଜଣଙ୍କର ମୃତ୍ୟୁ ଘଟିବା ସହ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଶରଣାର୍ଥୀ ଥଇଥାନ ବିରୋଧରେ ମିଳିତ...

ଶ୍ରମିକଙ୍କୁ ବାଟଖର୍ଚ୍ଚ ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ, ୨୨ା୧୧: ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ପରିବାର ପ୍ରତି ସେମାନଙ୍କ କର୍ତ୍ତବ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶ୍ରମ ନିୟମାବଳୀରେ କେତେକ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଏହି ଚିଠା ନିୟମାବଳୀ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଏହା...

ପ୍ରୟାଗରାଜରେ ବିଷାକ୍ତ ମଦ ପିଇ ଚାଲିଗଲା ୬ ଜଣଙ୍କ ଜୀବନ

ପ୍ରୟାଗରାଜ, ୨୧।୧୧-ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ ଅନ୍ତର୍ଗତ ଫୁଲପୁରରେ ବିଷାକ୍ତ ମଦ ୬ ଜୀବନ ନେଇଛି। ଶୁକ୍ରବାର ରାତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ଆଉ ଦୁଇଜଣଙ୍କ ଜୀବନ ଯାଇଛି। ଏହି ଘଟଣାରେ ଜଣେ ମଦ ଦୋକାନୀ ଓ ଯୋଗାଣକାରୀଙ୍କ ସମେତ...

କମେଡିଆନ ଭାରତି ସିଂହଙ୍କୁ ଗିରଫ କଲା ଏନ୍‌ସିବି

ମୁମ୍ବାଇ,୨୧।୧୧-ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) କମେଡିଆନ ଭାରତି ସିଂହଙ୍କୁ ଶନିବାର ଜେରା କରିବା ପରେ ଶେଷରେ ଗିରଫ କରିଛି। ଆଜି ଏନ୍‌ସିବି ଭାରତିଙ୍କ ମୁମ୍ବାଇସ୍ଥିତ ବାସଭବନରେ ଅଚାନକ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ...

ଗୁଜରାଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୭ ଜଣଙ୍କ ଜୀବନ

ସୁରେନ୍ଦ୍ରନଗର,୨୧।୧୧-ଗୁଜରାଟର ସୁରେନ୍ଦ୍ରନଗର ଜିଲା ପଟାଡି ତହସିଲର ଖେରୱା ଗ୍ରାମ ନିକଟରେ ଶନିବାର ଏକ ଟ୍ରକ ସହିତ ଏକ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳାଙ୍କୁ ଉଦ୍ଧାର...

୧୮ ମାସ ହେଲା ଟଏଲେଟ୍‌ ଯାଇନାହାନ୍ତି ଏହି ଯୁବକ, ପ୍ରତିଦିନ ଖାଉଛନ୍ତି ୧୮ରୁ ୨୦ ପଟ ରୁଟି

ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜଣେ ଯୁବକଙ୍କ କ୍ଷେତ୍ରରେ ଏକ ଅଜବ ରୋଗ ଦେଖିବାକୁ ମିଳିଛି। ସେ ଗତ ୧୮ ମାସ ଧରି ଟଏଲେଟ୍‌ ବା ଶୌଚ ଯାଇନାହାନ୍ତି। ମାତ୍ର ସେ ପ୍ରତିଦିନ ୧୮ରୁ ୨୦ଟି ରୁଟି ଖାଉଛନ୍ତି। ତଥାପି କୌଣସି ସମସ୍ୟାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri