ଜାତୀୟ

କାନରେ ଇୟରଫୋନ୍‌ ଲଗାଇ ରେଳ ଟ୍ରାକ୍‌ରେ ଚାଲୁଥିଲେ ୨ ଯୁବକ, ଆଉ ତା’ ପରେ…

ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ବୁରହାନପୁର ଜିଲାର ରେଳ ଟ୍ରାକରେ କର୍ଣ୍ଣାଟକ ଏକ୍ସପ୍ରେସରେ କଟି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କର ଶରୀର ୫୦ରୁ ୬୦ ଖଣ୍ଡ ହୋଇଯାଇଛି। ଫଳରେ ସୁରକ୍ଷା ଦୃଷ୍ଟିରୁ ୩ଟି ଟ୍ରେନ୍‌ ଅଧ ଘଣ୍ଟା ଅଟକି ରହିଥିଲା। ୧୯...

ଭାଜପାର ମିଶନ ତାମିଲନାଡୁ: ଦୁଇ ଦିନିଆ ଗସ୍ତରେ ଚେନ୍ନାଇ ପହଞ୍ଚିଲେ ଶାହା

ଚେନ୍ନାଇ,୨୧ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ୨ଦିନିଆ ତାମିଲନାଡୁ ଗସ୍ତରେ ଚେନ୍ନାଇ ପହଞ୍ଚିଛନ୍ତି । ଶାହା ସେଠାରେ କେତୋଟି ବିକାଶମୂଳକ ପରିଯୋଜନାର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ତାମିଲନାଡୁ ଭାଜପା ପ୍ରତିନିଧି ଓ ସହଯୋଗୀ...

ବେଡ୍‌ରୁମ ପାଲଟିଛି ଆଇସିୟୁ, କାର୍‌ ହୋଇଛି ଆମ୍ବୁଲାନ୍ସ; ପୂରା ଘଟଣା ଜାଣିଲେ ହେବେ ଭାବୁକ

ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜବଲପୁରରେ ଅବସରପ୍ରାପ୍ତ ଇଞ୍ଜିନିୟର ଅସୁସ୍ଥ ସ୍ତ୍ରୀଙ୍କ ପାଇଁ ତାଙ୍କ ଘରର ସମସ୍ତ ମାନଚିତ୍ର ପରିବର୍ତ୍ତନ କରି ଦେଇଛନ୍ତି। ସେ ତାଙ୍କ ବେଡ୍‌ରୁମକୁ ଆଇସିୟୁରେ ପରିଣତ କରିଥିବା ବେଳେ ତାଙ୍କ କାର୍‌କୁ କରିଛନ୍ତି ଆମ୍ବୁଲାନ୍ସ। ବୃତ୍ତିରେ ସେ ଜଣେ...

ଦିଲ୍ଲୀ ପରେ ଏବେ ନଏଡ଼ାରେ ବି ବିବାହ ଭୋଜିରେ ସାମିଲ ହେବେ  କେବଳ ଶହେ ଲୋକ

ନଏଡା,୨୧ ।୧୧: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏବେ ଗୌତମ ବୁଦ୍ଧ ନଗର ଜିଲା ପ୍ରଶାସନ ସତର୍କ ହୋଇ ଯାଇଛି । ଗୋଟିଏ ପଟେ ଦିଲ୍ଲୀ-ନଏଡ଼ା ସୀମାରେ ସ୍ୱାସ୍ଥ୍ୟ ବିଭାଗର ଟିମ୍ ର‌୍ୟାଣ୍ଡମ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଜିଲା...

ମିଥ୍ୟା ବଳାତ୍କାର ଅଭିଯୋଗ: ଯୁବକଙ୍କୁ ୧୫ ଲକ୍ଷ କ୍ଷତିପୂରଣ ଦେବେ ଯୁବତୀ

ଚେନ୍ନାଇ,୨୧।୧୧: ଜଣେ ଯୁବକଙ୍କ ବିରୋଧରେ ମିଥ୍ୟା ବଳାତ୍କାର ଅଭିଯୋଗ ଆଣିଥିବା ଅପରାଧରେ ଦୋଷୀ ସାବ୍ୟସ୍ତ୍ୟ ହୋଇଥିବା ଯୁବତୀଙ୍କୁ ଚେନ୍ନାଇର ଏକ କୋର୍ଟ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷ ନାମକ ଜନୈକ ଯୁବକଙ୍କ ବିରୋଧରେ ତାଙ୍କ ପଡ଼ିଶା ଘରେ ବାସ...

ଡ୍ରଗ୍ସ ମାମଲା: କମେଡିଆନ ଭାରତି ସିଂଙ୍କ ଫ୍ଲାଟରୁ ମିଳିଲା ଗଞ୍ଜେଇ!

ମୁମ୍ବାଇ,୨୧ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଯାଞ୍ଚ ଜାରି ରଖିଛି । ଏଥିରେ ଜଣକ ପରେ ଜଣେ ବଲିଉଡ୍ ସେଲିବ୍ରିଟିଙ୍କ ନାଁ ଆସୁଥିବା ବେଳେ ଶନିବାର କମେଡିଆନ୍ ଭାରତି ସିଂଙ୍କ ଘରେ ଏନ୍‌ସିବି ଚଢାଉ କରିଛି...

ନବଜାତକଙ୍କୁ ମା’ କୋଳରୁ ଉଠାଇ ନେଉଛି ବିଲେଇ: ଲୋକେ ଆତଙ୍କିତ

ଜବଲପୁର,୨୧।୧୧: ମଧ୍ୟପ୍ରଦେଶ ଜବଲପୁରର ସମ୍ଭାଗସ୍ଥିତ ଲେଡ଼ି ଏଲଗିନ୍‌ ହସ୍ପିଟାଲରେ ଏବେ ଆତଙ୍କ ଦେଖାଦେଇଛି। ଏଠାରେ ଗୋଟିଏ ବିଲେଇ ନବଜାତକଙ୍କୁ ମା’ କୋଳରୁ ଉଠାଇ ନେଉଛି। ଗତ ଏକ ସପ୍ତାହ ମଧ୍ୟରେ ଏଭଳି ୨ଟି ଘଟଣା ଘଟିଛି। ତେବେ ହସ୍ପିଟାଲ କର୍ମଚାରୀ...

କରୋନା କର୍ଫ୍ୟୁ: ଅଟକିଲା ୧୭ ଶହ ବାହାଘର

ଅହମଦାବାଦ୍‌,୨୧।୧୧:ଗୁଜରାଟରେ କରୋନା ମହାମାରୀ ପୁଣି ଥରେ ଲୋକଙ୍କୁ ଆତଙ୍କିତ କରିବା ଆରମ୍ଭ କରିଛି। ସଂକ୍ରମଣରେ ରୋକ ଲଗାଇବା ଲାଗି ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଜାରି ହୋଇଛି। ଫଳରେ ଅହମଦାବାଦ୍‌ରେ ୧୭ ଶହ ବାହାଘର ଅଟକି ରହିଛି। ଶନିବାର ସହରରେ ୫...

ନଗରୋଟା ଏନ୍‌କାଉଣ୍ଟର: ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ସମନ ଜାରି

ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀରର ନଗରୋଟା ଏନ୍‌କାଉଣ୍ଟର ମାମଲାରେ ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ଭାରତ ସମନ ଜାରି କରିଛି। ମୃତ ଆତଙ୍କବାଦୀମାନେ ପାକିସ୍ତାନ ସହିତ ଯୋଗାଯୋଗରେ ଥିବା ପ୍ରମାଣ ମିଳିବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଆତଙ୍କବାଦୀଙ୍କ ପାଖରୁ ଡିଜିଟାଲ ମୋବାଇଲ ରେଡିଓ...

ଦିଲ୍ଲୀରେ ବଢ଼ୁଛି କରୋନା ଗ୍ରାଫ: ୨୪ ଘଣ୍ଟାରେ ଗଲା ୧୧୮ଜୀବନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ଏବେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ରାଜ୍ୟସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ସେଥିରେ ବିଫଳ ହୋଇଛନ୍ତି। ପରିସ୍ଥିତି ଏପରି ହେଲାଣି...

ବିହାରରେ ଲଭ ଜିହାଦକୁ ନେଇ ଆଇନ ଆଣିବ ଭାଜପା!

ପାଟନା,୨୧ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ରାଜ୍ୟ ମଧ୍ୟପ୍ରଦେଶରେ ଯେଉଁଠି ଲଭ ଜିହାଦକୁ ନେଇ ଆଇନର ଡ୍ରାପ୍ଟ ତିଆରି ହୋଇ ସାରିଲାଣି ଅନ୍ୟପଟେ ଉତ୍ତରପ୍ରଦେଶରେ ମଧ୍ୟ ଖୁବ୍‌ଶୀଘ୍ର ଏହାକୁ ନେଇ ଆଇନ ଆସିଯିବ ବୋଲି କୁହାଯାଉଛି । ହରିୟାଣା,...

ନୌସେରାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୨୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ଜାଣିଶୁଣି ଏଠାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରାଜୌରୀ ଜିଲାର ନୌସେରା ସେକ୍ଟରରେ ପାକିସ୍ତାନ ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ହାବିଲଦାର ଶହୀଦ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri