ଜାତୀୟ

ଦିଲ୍ଲୀରେ କରୋନା ଆତଙ୍କ: ନୋଏଡ଼ା ସୀମାରେ ର଼୍ୟାଣ୍ଡମ୍‌ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ନୋଏଡ଼ା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ନୋଏଡ଼ା ସୀମାରେ ର଼୍ୟାଣ୍ଡମ୍‌ ଟେଷ୍ଟିଂ ଆରମ୍ଭ ହୋଇଛି। ପ୍ରତିଦିନ ଦିଲ୍ଲୀ-ନୋଏଡ଼ା ମଧ୍ୟରେ ବହୁ ଲୋକ...

ଉଗ୍ରବାଦୀଙ୍କ ହାତରେ ଚାଇନା ବନ୍ଧୁକ

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଏବେ ଉତ୍ତରପୂର୍ବ ରାଜ୍ୟଗୁଡ଼ିକରେ ବିଭିନ୍ନ ଉଗ୍ରବାଦୀ ସଂଗଠନଙ୍କୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇବାରେ ଲାଗିଛି। ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ଚାଇନା ଏଭଳି ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ...

୮ ସ୍କୁଲର ୮୦ ଛାତ୍ରୀଛାତ୍ର କରୋନା ପଜିଟିଭ୍‌: ସରକାରଙ୍କ ଅକଲ ଗୁଡୁମ୍‌

ରେଓ୍ବାଡ଼ି,୧୮।୧୧: ଦେଶରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଦେଶର କେତେକ ରାଜ୍ୟରେ ସ୍କୁଲ ଖୋଲା ଯାଇଛି। ତେବେ ହରିୟାଣାରେ ରେଓ୍ବାଡ଼ିରେ ଖୋଲା ଯାଇଥିବା ୮ଟି ସ୍କୁଲରେ ୮୦ ଜଣ ଛାତ୍ରୀଛାତ୍ରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।...

୨ସଡ଼କ ଦୁର୍ଘଟଣା: ୧୩ ମୃତ,୪୭ ଆହତ

ବଡ଼ୋଦରା,୧୮।୧୧: ଦୁଇଟି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମୋଟ ୪୭ ଜଣ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୭ ଜଣ ଆହତ...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ପାଖରେ ରିପୋର୍ଟ ଦାଖଲ କରିବେ। ରିପୋର୍ଟ ନଭେମ୍ବର ଶେଷ ସୁଦ୍ଧା...

ଜାମିନରେ ଆସିଥିବା ବିଧାୟକ ହେଲେ ଶିକ୍ଷା ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୧୮।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ମନ୍ତ୍ରୀ ମଣ୍ଡଳରେ ଡାକ୍ତର ମେୱାଲାଲ ଚୌଧୁରୀଙ୍କୁ ମନ୍ତ୍ରୀ ପଦ ଦେଇଛନ୍ତି। ସହକାରୀ ପ୍ରଫେସର ନିଯୁକ୍ତିରେ ମଓ୍ବୋଲାଲଙ୍କ ନାଁରେ ଘୋଟାଲା ଅଭିଯୋଗ ହୋଇଥିଲା। ସେ ଜାମିନରେ ଆସି ନିର୍ବାଚନ ଲଢୁଥିଲେ। ନୀତୀଶ କୁମାର...

ଲଭ୍‌ ଜିହାଦ୍‌ ବିରୋଧରେ ହେବ କଡ଼ା ଆଇନ

ଭୋପାଳ, ୧୮ା୧୧: ଲଭ୍‌ ଜିହାଦ୍‌ ବିରୋଧରେ ଖୁବ୍‌ଶୀଘ୍ର କଠୋର ଆଇନ ଆସିବ। ଆଗାମୀ ବିଧାନସଭା ଅଧିବେଶନରେ ଏନେଇ ବିଲ୍‌ ଆସିବ ବୋଲି ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର ପ୍ରକାଶ କରିଛନ୍ତି। ଏଥିରେ ୫ ବର୍ଷ ସଶ୍ରମ କାରାଦଣ୍ଡର ବ୍ୟବସ୍ଥା...

ଆତଙ୍କବାଦ ସବୁଠୁ ବଡ଼ ସମସ୍ୟା

ନୂଆଦିଲ୍ଲୀ, ୧୮ା୧୧: ଆତଙ୍କବାଦ ବିଶ୍ୱ ଲାଗି ଏବେ ବଡ଼ ବିପଦ ପାଲଟିଛି। ଆତଙ୍କବାଦୀଙ୍କୁ ସମର୍ଥନ ଓ ସହାୟତା ଦେଉଥିବା ଦେଶକୁ ଦୋଷ ଦେବା ସହ ଏହା ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର...

ଗୁପ୍‌କାର ଗ୍ୟାଙ୍ଗ୍‌ ଅପବିତ୍ର ମେଣ୍ଟ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀରରେ ଜିଲା ବିକାଶ ପରିଷଦ ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମଙ୍ଗଳବାର ବିରୋଧୀଙ୍କୁ ଘେରିଛନ୍ତି। ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ୍‌ (ପିଏଜିଡି)କୁ ଶାହା ଏକ ଅପବିତ୍ର ମେଣ୍ଟ ଭାବେ...

ତଦନ୍ତ ନ ସରିଲେ ଅଭିଯୁକ୍ତଙ୍କୁ ଜାମିନ

ନୂଆଦିଲ୍ଲୀ,୧୮ା୧୧: କୌଣସି ମାମଲାର ତଦନ୍ତ ନିର୍ଦ୍ଧାରିତ ସମୟରେ ଶେଷ ନ ହେଲେ ଅଭିଯୁକ୍ତଙ୍କୁ ‘ଡିଫଲ୍ଟ ବେଲ୍‌’ ମିଳିବ। ସମ୍ବିଧାନର ଅନୁଚ୍ଛେଦ ୨୧ ବେଆଇନ ଅଟକ ବିରୋଧରେ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତାର ସୁରକ୍ଷାକୁ ସୁନିଶ୍ଚିତ କରିଥାଏ। ଏହି ଧାରା ଅନୁସାରେ...

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ, ପଞ୍ଚାୟତ ଏବଂ ଗ୍ରାମ୍ୟ ଉନ୍ନୟନ, ରାଜସ୍ବ, ଗୃହ ଏବଂ କୃଷକ କଲ୍ୟାଣ ବିଭାଗ...

ଗର୍ଜିଲେ ଶାହା: ଟାର୍ଗେଟରେ ସୋନିଆ-ରାହୁଲ

ନୂଆଦିଲ୍ଲୀ,୧୭ ।୧୧: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁପକାର ଗୋଷ୍ଠୀ ସହ ଜଡିତ ଦଳ ଗୁଡିକ ଉପରେ ଖୁବ୍ ବର୍ଷିଛନ୍ତି । ମଙ୍ଗଳବାର ଶାହା କହିଛନ୍ତି ଗୁପକାର ଗ୍ୟାଙ୍ଗର ଗୋଷ୍ଠୀ ଏବେ ବିଶ୍ୱବ୍ୟାପୀ ହୋଇଯାଇଛି । ଏହି ଗ୍ୟାଙ୍ଗ ଉପରେ ତ୍ରିରଙ୍ଗାକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri