ଜାତୀୟ

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ ସଭା ବାଚସ୍ପତି ପଦ ହାତେଇବା ପାଇଁ ଅଡି ବସିଛନ୍ତି। ତେବେ ବାଚସ୍ପତି ପଦ...

ଜାତୀୟ ସୁରକ୍ଷା ପରାମର୍ଶଦାତା କ’ଣ? କିଏ କରିଥାଏ NSAର ନିଯୁକ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଅଜିତ ଡୋଭାଲଙ୍କ ଉପରେ ବିଶ୍ୱାସ ଦର୍ଶାଇ ତାଙ୍କୁ ପୁଣିଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ କରିଛନ୍ତି। ଏହା ମୋଦିଙ୍କ କାର୍ଯ୍ୟକାଳ ସହ ଅଥବା ଆଗାମୀ ଆଦେଶ ଯାଏ ରହିବ। ତେବେ ଡୋଭାଲଙ୍କୁ...

ରାହୁଲ ଓ୍ବାୟନାଡ ଆସନ ଛାଡ଼ିଲେ ପ୍ରିୟଙ୍କା ହେବେ ପ୍ରାର୍ଥୀ! ଆଗାମୀ ୩ ଦିନରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୬।୬: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ପାଖ ଘର

ଇମ୍ଫାଲ,୧୬।୬: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳି ଉଠିଲା ରାଜଧାନୀ ଇମ୍ଫାଲରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ସରକାରୀ ଆବାସ। ପାଖରେ ଥିବା ଏକ ଖାଲି ଘର। ଶନିବାର ସଂଧ୍ୟାରେ ଏପରି ଘଟଣା ଘଟିଛି।...

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୧୫୦ ଗାଇଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।...

ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ଆଜି ଜମ୍ମୁ କଶ୍ମୀର ଗସ୍ତ କରିବେ ଅମିତ ଶାହା

ଜମ୍ମୁ କଶ୍ମୀର,୧୬।୬: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଜମ୍ମୁକଶ୍ମୀର ଗସ୍ତ କରିବେ। ସେଠାରେ ସେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ଆତଙ୍କବାଦ ବିରୋଧୀ ଅଭିଯାନକୁ ଜୋରଦାର କରିବା...

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ୧୮ ଗିରଫ

ପାଟନା,୧୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଥିଲେ ହେଁ କେନ୍ଦ୍ର ସରକାର ଏହାକୁ ଖଣ୍ଡନ କରି ଆସୁଥିଲେ। ତେବେ ପ୍ରଶ୍ନପତ୍ର...

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…

ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍‌ ଗଡ଼ିବ। ସରକାର ଓ୍ବେଟିଂ(ଅପେକ୍ଷା) ସମସ୍ୟା ସହ ଲଢ଼ିବା ଲାଗି ଲଗାତର ଚେଷ୍ଟା କରୁଛନ୍ତି। ଏଣୁ...

ମୋଦିଙ୍କୁ ପ୍ରଶଂସା କଲେ ଶରଦ ପାଓ୍ବାର, କହିଲେ ତୁମ ପାଇଁ ଆମେ…

ମୁମ୍ବାଇ,୧୫ା୬: ଶନିବାର ଏମ୍‌ଭିଏ ନେତା ଶରଦ ପାଓ୍ବାର, ଉଦ୍ଧବ ଠାକରେ ଏବଂ ପୃଥ୍ବୀରାଜ ଚୌହାନ ମୁମ୍ବାଇରେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ୨୦୨୪ ଲୋକ ସଭା ନିର୍ବାଚନରେ ମିଳିତ ମେଣ୍ଟକୁ ସମର୍ଥନ କରିଥିବାରୁ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନ୍‌ସିପି...

ଇନ୍ଦିରା ଗାନ୍ଧୀଙ୍କୁ ‘ମଦର ଅଫ୍‌ ଇଣ୍ଡିଆ’ କହିଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ, କଂଗ୍ରେସର ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୫।୬: ମୋଦି ସରକାରଙ୍କ ଜଣେ ମନ୍ତ୍ରୀ କଂଗ୍ରେସ ଏବଂ ଇନ୍ଦିରା ଗାନ୍ଧୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ହେଲେ କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରାଙ୍କୁ ସେ ‘ମଦର ଅଫ୍‌ ଇଣ୍ଡିଆ’ କହିଥିବା ବେଳେ କଂଗ୍ରେସର ଦିବଂଗତ ନେତା...

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୮ ମାଓବାଦୀ: ଜଣେ ଯବାନ ଶହୀଦ

ବିଜାପୁର,୧୫।୬: ଛତିଶଗଡ଼ ବିଜାପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବନିମୟ ଘଟିଛି। ଏନ୍‌କାଉଣ୍ଟରରେ ୮ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏଥିରେ ଜଣେ ଯବାନ ଶହୀଦ...

ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି। ସରକାରଙ୍କଠାରୁ ଦରମା ନେବା ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ପଞ୍ଚମ ସ୍ଥାନରେ ଅଛନ୍ତି। ପ୍ରଧାନ ବିଚାରପତି,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri