ଜାତୀୟ

ଗୁଜରାଟରେ ଭାଜପା ଆଗୁଆ

ଅହମଦାବାଦ,୧୦।୧୧: ଗୁଜରାଟ ଉପ ନିର୍ବାଚନରେ ଭାଜପା ଆଗୁଆ ରହିଛି ରାଜ୍ୟର ୮ଟି ବିଧାନସଭା ଆସନ ମଧ୍ୟରୁ ୭ଟିରେ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ଅପର ପକ୍ଷରେ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ରହିଛି। ରାଜ୍ୟରେ ଶାସକ ଭାଜପା ଭଲ ସ୍ଥିତିରେ...

ଶିବଙ୍କ ଆଗରେ କମଲ ନଇଁବା ନିଶ୍ଚିତ: ସଙ୍କଟ ମୁକ୍ତ ଭାଜପା ସରକାର

ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସମ୍ମୁଖରେ କଂଗ୍ରେସର କମଲନାଥଙ୍କୁ ନିଶ୍ଚିତ ନଇଁବାକୁ ପଡ଼ିବ ବୋଲି ପ୍ରାଥମିକ ଫଳାଫଳରୁ ଜଣାପଡୁଛି। ରାଜ୍ୟରେ ଉପ ନିର୍ବାଚନ ହୋଇଥିବା ୨୮ଟି ଆସନ ମଧ୍ୟରୁ ଭାଜପା ୧୮ ଆସନରେ ଆଗୁଆ...

ଉତ୍ତରପ୍ରଦେଶରେ ଭାଜପା ଆଗୁଆ

ଲକ୍ଷ୍ନୌ,୧୦।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ୭ଟି ଆସନ ମଧ୍ୟରୁ ଭାଜପା ୪ଟିରେ ଆଗୁଆ ଥିବାବେଳେ ୨ଟି ଆସନରେ ଏସ୍‌ପି ଆଗୁଆ ରହିଛି। ସେହିପରି ଗୋଟିଏ ଆସନରେ ବିଏସ୍‌ପି ପ୍ରାର୍ଥୀ ଆଗୁଆ ରହିଛନ୍ତି। ଏସବୁ ବିଧାନସଭା...

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶୋପିଆନ୍‌ ଜିଲାର କଟପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସେଠାରେ ଘେରାବନ୍ଦୀ କରାଯାଇଥିଲା।...

ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନ ଫଳାଫଳ: ଭାଜପା ଆଗୁଆ

ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନର ୨୮ଟି ଆସନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଧାରାରେ ଭାଜପା ଆଗରେ ରହିଛି।ଭାଜପା ୧୮, କଂଗ୍ରେସ ୮ ଏବଂ ବିଏସପି ୨ଟି ଆସନରେ ଆଗରେ ଅଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀ ସିଲାଭଟ,...

କେବିସି-୧୨ର ପ୍ରଥମ କୋଟିପତି

ମୁମ୍ବାଇ ୧୦।୧୧: କୌନ୍‌ ବନେଗା କରୋଡ୍‌ପତି (କେବିସି)ର ଦ୍ୱାଦଶ ସଂସ୍କରଣର ପ୍ରଥମ ପ୍ରତିଯୋଗୀ ଭାବେ ଦିଲ୍ଲୀର ନାଜିଆ ନସିମ୍‌ ୧ କୋଟି ଟଙ୍କା ପୁରସ୍କାର ଜିତିବାକୁ ଯାଉଛନ୍ତି। ଏହି ଅଧ୍ୟାୟ ୧୧ ତାରିଖରେ ପ୍ରସାରିତ ହେବ। ସେପ୍ଟମ୍ବର ୨୮ରୁ ଏହି...

ଏନ୍‌ଡିଏ ଗଢିବ ସରକାର, ନୀତୀଶ ହେବେ ମୁଖ୍ୟମନ୍ତ୍ରୀ: ଶାହନବାଜ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନ ଫଳଫଳ ମଙ୍ଗଳବାର ଆସିବା ପରେ ଏହା ସ୍ପଷ୍ଟ ହୋଇଯିବ ଯେ କିଏ ଶାସନ ଗାଦିରେ ବସିବ । ତେବେ ଭୋଟ ଗଣତି ପୂର୍ବରୁ ସମସ୍ତ ଏକ୍‌ଜିଟ୍ ପୋଲ୍ ମହାମେଣ୍ଟ ସରକାର ଗଢିବ ବୋଲି...

ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ ପଞ୍ଚଦଶ ଅର୍ଥ କମିଶନ

ନୂଆଦିଲ୍ଲୀ, ୧୦।୧୧: ଅଧ୍ୟକ୍ଷ ଏନ୍‌.କେ. ସିଂଙ୍କ ନେତୃତ୍ୱରେ ପଞ୍ଚଦଶ ଅର୍ଥ କମିଶନ ଏହାର ୨୦୨୧-୨୨ରୁ ୨୦୨୫-୨୬ ଆର୍ଥତ୍କ ବର୍ଷ ପର୍ଯ୍ୟନ୍ତ ଚୂଡ଼ାନ୍ତ ରିପୋର୍ଟ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପ୍ରଦାନ କରିଛି। ଏହାର ନାମ ରଖାଯାଇଛି ‘ଫାଇନାନ୍ସ କମିଶନ ଇନ୍‌...

ଫାଇଜର କୋଭିଡ୍‌ ଟିକା ୯୦% ପ୍ରଭାବୀ

ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍‌ଟେକ୍‌ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍‌-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ପ୍ରଭାବ ପକାଉଥିବା ସାବ୍ୟସ୍ତ ହୋଇଛି। ସୋମବାର ଫାଇଜର ପକ୍ଷରୁ...

ମୋଦିଙ୍କ ବିରୋଧରେ କିଛି ବି ଓଲଟା ସିଧା କୁହନ୍ତୁ ନାହିଁ: ତେଜସ୍ୱୀ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି । ଏକ୍‌ଜିଟ୍ ପୋଲ୍ ଅନୁଯାୟୀ ଏଥର ମହାମେଣ୍ଟର ନେତା ତଥା ଆର୍‌ଜେଡି ନେତା ତେଜସ୍ୱୀ ଯାଦବଙ୍କୁ ଲୋକେ ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଚାହୁଁଛନ୍ତି । ସେପଟେ ଏନ୍‌ଡିଏ...

ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ।...

ବିହାର ନିର୍ବାଚନ ଫଳାଫଳ: ଏନ୍‌ଡିଏକୁ ପଛରେ ପକାଇଲା ମହାମେଣ୍ଟ

ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri