ଜାତୀୟ

କମ୍ପ୍ୟୁଟର ବାବାଙ୍କ ଆଶ୍ରମରୁ ମିଳିଲା ବନ୍ଧୁକ, ଖଣ୍ଡା

ଇନ୍ଦୋର,୮।୧୧:ମଧ୍ୟପ୍ରଦେଶର ୨୮ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ସମୟରେ ସରକାରଙ୍କ ବିରୋଧରେ ‘ଲୋକତନ୍ତ୍ର ବଚାଓ’ ଯାତ୍ରା ଆରମ୍ଭ କରିଥିବା କମ୍ପ୍ୟୁଟର ବାବା ଓରଫ୍‌ ନାମଦେବ ଦାସ ତ୍ୟାଗୀଙ୍କ ଆଶ୍ରମ ରବିବାର ଭାଙ୍ଗି ଦିଆଯାଇଛି। ଇନ୍ଦୋର ସହର ନିକଟସ୍ଥ ଜାମ୍ବୁଡି ହାପସି...

ଗୋଟିଏ ପରିବାରର ୫ ଲୋକଙ୍କ ମିଳିଲା ମୃତଦେହ

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ରବିବାର ଦକ୍ଷିଣ ଦିନାଜପୁର ଜିଲା ଅନ୍ତର୍ଗତ ଜମାଲପୁର ଗାଁରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିମାନେ ହେଲେ ୬୦ବର୍ଷିୟ ଉଲୋବାଲା ବର୍ମନ, ୩୨...

ଏପରି କହି ଟ୍ରମ୍ପଙ୍କ ମଜା ଉଡାଇଲେ ଭାରତର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ, ୮।୧୧-ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ସୋସିଆଲ ମିଡିଆରେ ଟ୍ରୋଲ ହେଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଶନିବାର ଭାରତର ପୂର୍ବତନ ଓପନର ବ୍ୟାଟ୍ସମ୍ୟାନ ବିରେନ୍ଦ୍ର ସେହଓ୍ବାଗ ଟୁଇଟ କରି ଟ୍ରମ୍ପଙ୍କ ମଜା ଉଡାଇଛନ୍ତି। ଗୋଟିଏ ଫଟୋ...

ଜନସାଧାରଣ ପାଳିବେ ବିଜୟ ଉତ୍ସବ: ତେଜସ୍ବୀ

ପାଟନା,୮।୧୧:: ଭାଜପା ଓ ଜେଡିୟୁ ସରକାରଙ୍କୁ ଗାଦିଚ୍ୟୁତ କରି ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ନେତୃତ୍ୱରେ ଗଠିତ ମହାଗଠବନ୍ଧନ ବିହାରରେ ସରକାର ଗଠନ କରିବ ବୋଲି ଏକଜିଟ ପୋଲ ଫଳାଫଳରୁ ସ୍ପଷ୍ଟ ହୋଇଛି। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ...

ବିଗୁଡୁଛି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା

ରାଞ୍ଚି,୮।୧୧: ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ସଭାପତି ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣିଥରେ ବିଗିଡିଯାଇଛି। ତାଙ୍କୁ ସୁଗାର ସ୍ତର ବଢିଯାଇଛି। ଏଥି ସହିତ, ସେରମ କ୍ରିଏଟିନିନ୍‌ ସ୍ତର ମଧ୍ୟ ବୃଦ୍ଧି ପାଉଛି। ଲାଲୁଙ୍କ ଚିକିତ୍ସା କରୁଥିବା ମେଡିସିନ୍‌ ବିଭାଗର...

୬ ମାସ ମଧ୍ୟରେ ୧୨୦ ମହିଳାଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଉଥିଲେ ଏହି ବ୍ୟକ୍ତି, ଆଉ ତା’ପରେ

ବେଙ୍ଗାଲୁରୁ,୮।୧୧: କର୍ନାଟକରେ ଏକ ରୋଚକ ଘଟଣା ଘଟିଛି। ଗତ ୬ ମାସ ମଧ୍ୟରେ ୧୨୦ ମହିଳାଙ୍କ ସମେତ ୨୦୦ରୁ ଅଧିକ ଲୋକଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇ ଚର୍ଚ୍ଚାକୁ ଆସିଛନ୍ତି ଜଣେ ୫୪ ବର୍ଷୀୟ ବ୍ୟକ୍ତି। ଏହି ଘଟଣାରେ ପୋଲିସ...

ବଲିଉଡ୍‌ ସହ ବାଇଡେନଙ୍କ ସମ୍ପର୍କ ରହିଛି ଏମିତି, ପ୍ରଚାର ମୈଦାନରେ ବାଜୁଥିଲା ଏହି ଫିଲ୍ମ ଗୀତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୮ା୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଫଳାଫଳରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ବିଜୟ ଲାଭ କରିଛନ୍ତି। ଏହି ନର୍ବାଚନ ଜିତିବା ପରେ ବାଇଡେନ ହେଉଛନ୍ତି ଆମେରିକାର ୪୬ତମ ରାଷ୍ଟ୍ରପତି। ତେବେ ଜାଣନ୍ତି କି ବାଇଡେନ୍‌ଙ୍କ ସହ ବଲିଉଡ୍‌ର ସମ୍ପର୍କ ରହିଛି।...

ଏକ୍‌ଜିଟ୍ ପୋଲ୍‌କୁ ଦେଖି କଂଗ୍ରେସ ତତ୍ପର

ନୂଆଦିଲ୍ଲୀ,୮ ।୧୧: ସରିଛି ବିହାର ବିଧାନସଭା ନିର୍ବାଚନ । ଏବେ ଏକ୍‌ଜିଟ୍ ପୋଲ୍‌ର ଫଳାଫଳକୁ ଦେଖିଲେ ମହାମେଣ୍ଟ ସମସ୍ତଙ୍କ ଉପରେ ଭାରି ପଡିବ ବୋଲି କୁହାଯାଉଛି । ଆଉ ଏହି ମହାମେଣ୍ଟର ଅଂଶ ହେଉଛି କଂଗ୍ରେସ । ତେଣୁ ଏକ୍‌ଜିଟ୍...

ସର୍ଚ୍ଚ ଅପରେଶନ୍‌: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ସର୍ଚ୍ଚ ଅପରେଶନ୍‌ରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। କୁପଓ୍ବାରା ଜିଲାର ମାଛିଲି ସେକ୍ଟରଠାରେ ଆତଙ୍କବାଦୀ ଏବଂ ମିଳିତ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ଏହା ଘଟିଛି। ଶହୀଦ୍‌ ହୋଇଥିବା ଯବାନ ହେଉଛନ୍ତି କନେଷ୍ଟଳ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ସର୍ଚ୍ଚ ଅପରେଶନରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କୁପଓ୍ବାରା ଜିଲାର ମାଛିଲି ସେକ୍ଟରଠାରେ ପାକିସ୍ତାନ ପଟୁ କିଛି ଆତଙ୍କବାଦୀ ଅନୁପ୍ରବେଶ କରୁଥିଲେ।...

ଲକ୍‌ଡାଉନ୍‌ରେ ଚାଲିଯାଇଥିଲା ଚାକିରି, ଭାଙ୍ଗିପଡ଼ିଥିଲେ ଯୁବକ: ରାତାରାତି ସାମାନ୍ୟ ଘାସ କରିଦେଲା ଲକ୍ଷପତି

କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ହୋଇଥିଲା। ଆଉ ଏହି ଲକ୍‌ଡାଉନ୍‌ କେତେକଙ୍କ ଜୀବନ ଜୀବିକା ଉପରେ ଦାଉ ସାଧିଥିଲା। ଏ ନେଇ ପ୍ରାୟ କେତେ ଲୋକ ଚାକିରି ହରାଇଥିବା ବେଳେ ବ୍ୟବସାୟୀଙ୍କୁ ମଧ୍ୟ କ୍ଷତି ସହିବାକୁ ପଡ଼ିଥିଲା। ମାତ୍ର...

ମୋ ଜୀବନ ପ୍ରତି ବିପଦ ଅଛି: ଅର୍ଣ୍ଣବ ଗୋସ୍ୱାମୀ!

ମୁମ୍ବାଇ,୮ ।୧୧: ରିପବ୍ଲିକ ଟେଲିଭିଜନ ନେଟୱର୍କର ଏଡିଟର ଇନ୍ ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ କହିଛନ୍ତି ମୋ ଜୀବନ ପ୍ରତି ବିପଦ ଅଛି । ମୁମ୍ବାଇ ପୋଲିସ ତାଙ୍କୁ ମାଡ ମାରିଥିବା ସେ ଅଭିଯୋଗ କରିଛନ୍ତି । ସୂଚନାଯୋଗ୍ୟ, ଦୁଇ ବର୍ଷ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri