ଜାତୀୟ

ବିହାର ବିଧାନସଭାର ୭୮ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ପାଟନା,୭ ।୧୧: ବିହାର ବିଧାନସଭାର ୭୮ ଆସନ ପାଇଁ ତୃତୀୟ ବା ଚୁଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ୧୬ ଜିଲାରେ ହେଉଥିବା ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ପାଖାପାଖି...

ଓଡ଼ିଶାର ୨୮,୬୬୭ ପେନସନଭୋଗୀ ପାଇଛନ୍ତି ୧୩୭.୧୫ କୋଟି

ନୂଆଦିଲ୍ଲୀ, ୭।୧୧ (ପିଆଇବି): ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ (ଓଆର୍‌ଓପି) ଲାଗୁ କରିବା ଲାଗି କେନ୍ଦ୍ର ସରକାର ୨୦୧୫ ନଭେମ୍ବର ୭ରେ ଏକ ନିର୍ଦ୍ଦେଶ ଜାରି କରିଥିଲେ। ଏହି ଲାଭ ୨୦୧୪ ସେପ୍ଟେମ୍ବର ୧ରୁ କାର୍ଯ୍ୟକାରୀ ହୋଇଥିଲା। ବିପୁଳ ଆର୍ଥିକ...

୩୦ ବର୍ଷରେ ୫ ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ହତ୍ୟା

ନୂଆଦିଲ୍ଲୀ,୭।୧୧(ଆଇଏଏନ୍‌ଏସ୍‌):କଶ୍ମୀର ଉପତ୍ୟକାରେ ଗତ ୩୦ ବର୍ଷ ମଧ୍ୟରେ ୫ ହଜାରରୁ ଅଧିକ ରାଜନୈତିକ ନେତା ଓ କର୍ମକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ୧୯୮୯ରୁ ୨୦୧୯ ମଧ୍ୟରେ ପାକ୍‌ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ଏଭଳି କାଣ୍ଡ ରଚାଯାଇଛି। ତେବେ ୨୦୦୦ ମସିହାରେ ଭାଜପାର...

ମହାରାଷ୍ଟ୍ର ବିଧାନସଭା ସଚିବଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୭।୧୧(ପି.ଟି.):ରିପବ୍ଲିକାନ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବିଧାନସଭା ନୋଟିସକୁ ସୁପ୍ରିମକୋର୍ଟଙ୍କୁ ହସ୍ତାନ୍ତର କରି ଗୋପନୀୟତା ଉଲ୍ଲଂଘନ କରିଥିବା ଅଭିଯୋଗରେ ମହାରାଷ୍ଟ୍ର ବିଧାନସଭା ସଚିବ ତାଙ୍କୁ ଚେତାବନୀ ଦେଇ ପତ୍ର ଲେଖିଥିଲେ। ଏଥିପାଇଁ ତାଙ୍କ ବିରୋଧରେ କ’ଣ ପାଇଁ ଅଦାଲତ...

ଏସ୍‌ସି, ଏସ୍‌ଟିଙ୍କୁ ସବୁ ଅପମାନ ଅପରାଧ ନୁହେଁ

ନୂଆଦିଲ୍ଲୀ, ୭।୧୧: ଜଣେ ବ୍ୟକ୍ତିଙ୍କ ପ୍ରତି ସମସ୍ତ ପ୍ରକାର ଅପମାନ କିମ୍ବା ଧମକକୁ ଅନୁସୂଚିତ ଜାତି(ଏସ୍‌ସି)/ଜନଜାତି(ଏସ୍‌ଟି) ଆଇନ ଅନୁଯାୟୀ ଅପରାଧ ବିବେଚନା କରାଯାଇପାରିବ ନାହିଁ, ଯଦି ଅପମାନ ସମ୍ପୃକ୍ତ ବ୍ୟକ୍ତିଙ୍କ ଜାତିକୁ ନେଇ ହୋଇ ନ ଥାଏ । ସେହିପରି...

ମମତାଙ୍କ ଉପରେ ବର୍ଷିଲେ ଶାହା

କୋଲକାତା,୬।୧୧: ଖୁବ୍‌ଶୀଘ୍ର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ କରାଯିବ। ପଶ୍ଚିମବଙ୍ଗର ବିକାଶ ଲାଗି ଭାଜପା ବଦ୍ଧ ପରିକର ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର କହିଛନ୍ତି। କେନ୍ଦ୍ର ସରକାର ଆଣିଥିବା ଆଇନ ତା ବାଟରେ ଯିବ, ଏହାକୁ କେହି...

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ ଆକ୍ସନ ପ୍ଲାନ ଜାରି କରାଯାଇଛି। କିନ୍ତୁ କରୋନା କାଳ ପାଇଁ ଚଳିତ ଥର...

ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ କର୍ନାଟକରେ ବି ବିନା ବାଣରେ ପାଳନ ହେବ ଦୀପାବଳି: ମୁଖ୍ୟମନ୍ତ୍ରୀ ଲଗାଇଲେ ପ୍ରତିବନ୍ଧକ

ବେଙ୍ଗାଲୁରୁ,୬।୧୧: ଦେଶରେ ବଢ଼ୁଥିବା ପ୍ରଦୂଷଣ ଓ କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚଳିତ ଥର ଦୀପାବଳିରେ ବାଣ ନ ଫୁଟାଇବା ପାଇଁ ବିଭିନ୍ନ ରାଜ୍ୟର ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଓଡ଼ିଶା ପରେ ଏବେ...

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ ଦର୍ଶନ କରିଥିଲେ। ଦ୍ୱିପ୍ରହରରେ ଶାହା କୋଲକାତାର ନ୍ୟୁଟାଉନ ସ୍ଥିତ ମତୁଆ ସମ୍ପ୍ରଦାୟର ମନ୍ଦିର...

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ସରକାରଙ୍କୁ ଉପାୟ ଚିନ୍ତା କରିବାକୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ବେଳକୁ ବେଳ ପ୍ରଦୂଷିତ ହେବାରେ ଲାଗିଛି । ଏହାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ କୌଣସିଟା ଫଳପ୍ରଦ ହୋଇନାହିଁ । ଚଳିତ ବର୍ଷ ଦୀପାବଳି ପୂର୍ବରୁ ଏଠାରେ ଲୋକେ ନିଶ୍ୱାସ ନେବା...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା ଏମ୍‌ପି ଗୌତମ ଗମ୍ଭୀର ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅକ୍ଟୋବର...

ଗ୍ରୀନ କ୍ରାକର ବିକ୍ରି ଅନୁମିତି ପାଇଁ ସରକାରଙ୍କୁ ଅନୁରୋଧ କଲେ ବାଣ ବ୍ୟବସାୟୀ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ସରକାର ଗୋଟିଏ ପଟେ ଲୋକଙ୍କ ସ୍ୱାସ୍ଥ୍ର‌୍ୟକୁ ଦୃଷ୍ଟିରେ ରଖି ଆସନ୍ତା ଦୀପାବଳିରେ ବାଣ ନ ଫୁଟାଇବାକୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ଶୁକ୍ରବାର ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ବାଣ ଫୁଟାଇବା ଦ୍ୱାରା ପରିବେଶ ଦୂଷିତ ହେଉଥିବାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri