ଜାତୀୟ

କ୍ଷମତାକୁ ଆସିଲେ ବଢିବ ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା: ତେଜସ୍ୱୀ

ପାଟନା,୧ ।୧୧: ବିହାର ରାଜନୀତି ଏବେ ହୋଇଛି ସରଗରମ । ବିଜୟ ହାସଲ ପାଇଁ ଗୋଟିଏ ପଟେ ଏନ୍‌ଡିଏ ବଳ କଷୁଥିବା ବେଳେ ଅନ୍ୟପଟେ ମହାମେଣ୍ଟ ବି କିଛି ପଛରେ ନାହିଁ । ଏବେ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ...

ବିବାହ ଭୋଜିରେ ସାମିଲ ହୋଇପାରିବେ ଦୁଇ ଶହରୁ ଅଧିକ ଅତିଥି: ମାନିବାକୁ ପଡିବ ୫ ନିୟମ!

ନୂଆଦିଲ୍ଲୀ,୧ ।୧୧: ବିବାହ ଉତ୍ସବକୁ ନେଇ ଦିଲ୍ଲୀ ସରକାର ଏକ ଖୁସି ଖବର ଦେଇଛନ୍ତି । ସୂଚନାରୁ ଜଣାପଡିଛି ଏଣିକି ବିବାହ ଉତ୍ସବରେ ୨ଶହରୁ ଅଧିକ ଅତିଥି ଯୋଗ ଦେଇ ପାରିବେ । ହେଲେ ଏଥିପାଇଁ ସରକାର କେତୋଟି ସର୍ତ୍ତ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଶାହାପୁର-କିରନି-କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୧: ଜମ୍ମୁୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ରବିବାର ସକାଳ ୭ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ସୀମାବର୍ତ୍ତୀ ଅଞ୍ଚଳର ପୁଞ୍ଚ୍‌ ଜିଲାର ଶାହାପୁର,କିରନି ଏବଂ କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ...

ବାହୁବଳୀ ବିଧାୟକଙ୍କ ହୋଟେଲ ଉପରେ ଚାଲିଲା ବୁଲ୍‌ଡୋଜର

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶର ମଉ ବିଧାନସଭା ଆସନର ବାହୁବଳୀ ବିଧାୟକ ମୁକ୍ତାର ଅନସାରୀଙ୍କ ହୋଟେଲରେ ରବିବାର ସକାଳେ ପ୍ରଶାସନ ପକ୍ଷରୁ ବୁଲ୍‌ଡୋଜର ଚଲାଯାଇଛି। ବେଆଇନ ନିର୍ମାଣ ହଟାଇବା ଲାଗି ଏଭଳି କରାଯାଇଛି। ଗାଜିପୁରଠାରେ ଥିବା ଅନସାରୀଙ୍କ ହୋଟେଲ ଗଜଲ୍‌ରେ ଅତିକ୍ରମଣ ହଟାଯାଇଛି।...

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍‌ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ,...

ମୋଦିଙ୍କୁ ତେଜସ୍ବୀଙ୍କ ପ୍ରଶ୍ନ: ଚପରାସି ଚାକିରି ପାଇଁ ଆବେଦନ କରୁଛନ୍ତି ଇଞ୍ଜିନିୟରିଂ ସ୍ନାତକ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୨ ଦିନିଆଗସ୍ତରେ ଆସିବେ। ଏହାର କେଇଘଣ୍ଟା ପୂର୍ବରୁ ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୋଦିଙ୍କୁ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ବିକାଶର କଥା କହୁଥିବାବେଳେ...

କୃଷି ଆଇନ ବିରୋଧରେ ୩ ବିଲ୍‌ ଆଣିଲା ରାଜସ୍ଥାନ

ନୂଆଦିଲ୍ଲୀ,୧।୧୧(ପି.ଟି.): କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନକୁ ଅକାମୀ କରିବା ପାଇଁ ରାଜସ୍ଥାନ ସରକାର ଶନିବାର ବିଧାନସଭାରେ ତିନୋଟି ବିଲ୍‌ ଆଗତ କରିଛନ୍ତି। ପୂର୍ବରୁ ପଞ୍ଜାବ ସରକାର ବିଧାନସଭାରେ କୃଷି ଆଇନ ବିରୋଧରେ ସଂକଳ୍ପ ଗୃହୀତ କରାଇବା ସହ ବିବାଦୀୟ...

କମ୍‌ ଖର୍ଚ୍ଚରେ ମିଳିବ ଡାକ୍ତରୀ ଶିକ୍ଷା

ନୂଆଦିଲ୍ଲୀ,୧।୧୧(ପିଆଇବି): କମ୍‌ ଖର୍ଚ୍ଚରେ ଯେପରି ଡାକ୍ତରୀ ଶିକ୍ଷା ଉପଲବ୍ଧ ହୋଇପାରିବ ସେ ଦିଗରେ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି) ନୂତନ ନିୟମାବଳୀ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛନ୍ତି। ‘ବାର୍ଷିକ ଏମ୍‌ବିବିଏସ୍‌ ନାମଲେଖା...

ବିଜ୍ଞାପନରେ ସରକାର ଖର୍ଚ୍ଚ କରିଛନ୍ତି ୭୧୩.୨୦ କୋଟି

ନୂଆଦିଲ୍ଲୀ,୧।୧୧(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ୨୦୧୯-୨୦ ଆର୍ଥିକ ବର୍ଷରେ ବିଜ୍ଞାପନ ବାବଦରେ ୭୧୩.୨୦ କୋଟି ଟଙ୍କା ବ୍ୟୟ କରିଛନ୍ତି। ଅର୍ଥାତ୍‌ ଦିନକୁ ବିଜ୍ଞାପନ ବାବଦରେ ହାରାହାରି ୧.୯୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ ଅଧିକ ଭାଗ ଇଲେକ୍ଟ୍ରୋନିକ୍‌ ମିଡିଆକୁ ମିଳିଛି।...

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କମଲନାଥ

ନୂଆଦିଲ୍ଲୀ,୩୧ା୧୦: ଷ୍ଟାର କ୍ୟାମ୍ପେନର ତାଲିକାରୁ ହଟାଯିବା ପରେ ବରିଷ୍ଠ କଂଗ୍ରେସ ନେତା କମଲନାଥ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଯୋଗୁ ଶୁକ୍ରବାର ନିର୍ବାଚନ କମିଶନ କମଲନାଥଙ୍କ ଷ୍ଟାର୍‌ କ୍ୟାମ୍ପେନର ମାନ୍ୟତା ପ୍ରତ୍ୟାହାର କରିଥିଲେ। ଏହି ନିଷ୍ପତ୍ତି...

ଭାଷଣ ଦେବାବେଳେ ମଞ୍ଚ ଭୁଶୁଡିଲା: ପପୁ ଯାଦବଙ୍କ ହାତ ଭାଙ୍ଗିଲା

ମୁଜଫରପୁର,୩୧।୧୦-ବିହାର ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ତରଫରୁ ନିର୍ବାଚନୀ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର ମୁଜଫରପୁର ଜିଲାର ମୀନାପୁରରେ ଜନ ଅଧିକାର ପାର୍ଟି ପକ୍ଷରୁ ଏକ ଜନସଭା ଆୟୋଜନ କରାଯାଇଥିଲା। ମଞ୍ଚରେ ଜନ ଅଧିକାର ପାର୍ଟିର ମୁଖ୍ୟ...

ଭାରତୀୟ ବିମାନ ସେବାରେ ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ ହେଲେ ହରପ୍ରୀତ୍‌

ନୂଆଦିଲ୍ଲୀ,୩୧ା୧୦: ଭାରତୀୟ ବିମାନ ଚଳାଚଳ କ୍ଷେତ୍ରରେ ଇତିହାସ ରଚିଛନ୍ତି ହରପ୍ରୀତ୍‌ ଏ.ଡି.ସିଂହ। ହରପ୍ରୀତ୍‌ ଏଲାୟନ୍ସ ଏୟାରର ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ ହୋଇଛନ୍ତି। ସେ ବର୍ତ୍ତମାନ ଏୟାର ଇଣ୍ଡିଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ  ଅଛନ୍ତି। ଏଆଇର ସବୁଠାରୁ ବରିଷ୍ଠ କମାଣ୍ଡରମାନଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri