ଜାତୀୟ

ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହ ଉତ୍‌କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା

ହାଇଦ୍ରାବାଦ୍‌,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍‌ଏସ୍‌-୦୧ ଉପଗ୍ରହକୁ ମହାକାଶକୁ ଉତ୍‌କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର ନେଲୁର ଜିଲାର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ ଗବେଷଣା କେନ୍ଦ୍ରର ଦ୍ୱିତୀୟ...

ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍‌ ସୁନା ଗାଏବ: ଆନୁମାନିକ ମୂଲ୍ୟ ୪୫ କୋଟି

ଚେନ୍ନାଇ,୧୨।୧୨: ତାମିଲନାଡୁରେ ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍‌ ସୁନା ଗାଏବ ହୋଇଥିବା ଜଣାପଡ଼ିଛି। ଗାଏବ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ୪୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ୨୦୧୨ରେ ଚେନ୍ନାଇ ସ୍ଥିତ ସୁରାନା କର୍ପୋରେଶନ ଲିମିଟେଡ୍‌ ଉପରେ ଚଢ଼ାଉ...

୨୦୧୪ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ଦାୟୀ ସୋନିଆ-ମନମୋହନ

ନୂଆଦିଲ୍ଲୀ,୧୨।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ଆତ୍ମଜୀବନୀ ପୁସ୍ତକ ‘ଦ ପ୍ରେସିଡ଼େନ୍ସିଆଲ୍‌ ଇୟର’ରେ ଉଲ୍ଲେଖ କରାଯାଇଥିବା ତଥ୍ୟ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ପୁସ୍ତକରେ ପ୍ରଣବ ବର୍ଣ୍ଣନା କରିଥିବା କେତେକ ଅଜଣା କଥାକୁ ନେଇ...

ଟିକାକରଣ: ୯୦୦ କୋଟି ଡଲାର ଦେବ ଏଡିବି

ନୂଆଦିଲ୍ଲୀ, ୧୨।୧୨(ପି.ଟି.): ବିକାଶଶୀଳ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ କୋଭିଡ୍‌ ଟିକା ସଂଗ୍ରହ ଓ ପ୍ରଦାନରେ ସହାୟତା ଲାଗି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ୯୦୦ କୋଟି ଡଲାରର ପାଣ୍ଠି ପ୍ରସ୍ତୁତ କରିଥିବା ଶୁକ୍ରବାର କହିଛି। ଏସିଆ-ପାସିଫିକ୍‌ ଭାକ୍ସିନ୍‌ ଆକ୍ସେସ୍‌ ଫାସିଲିଟି (କୋଭାକ୍ସ)...

ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍‌ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ...

ହେଲ୍ପ ଏଜ୍‌ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ

ନୂଆଦିଲ୍ଲୀ, ୧୨ା୧୨: ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ହେଲ୍ପ ଏଜ ଇଣ୍ଡିଆକୁ ୟୁଏନ୍‌ ପପୁଲେଶନ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଦ ୟୁନାଇଟେଡ ନେଶନ୍‌ସ ପପୁଲେଶନ ଫଣ୍ଡ(ୟୁଏନ୍‌ଏଫ୍‌ପିଏ), ଇଣ୍ଡିଆର ଭାରତ ପ୍ରତିନିଧି ଆର୍ଜେଣ୍ଟିନା ମାଟାଭେଲ ପିକିନ...

ରହସ୍ୟମୟ ରୋଗରେ ୬୦୦ ଆକ୍ରାନ୍ତ

ହାଇଦ୍ରାବାଦ, ୧୨।୧୨: ଆନ୍ଧ୍ରପ୍ରଦେଶର ଏଲୁରୁରେ ରହସ୍ୟମୟ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୧୧ ଜଣ ଆକ୍ରାନ୍ତ ହେଲେଣି। ତେବେ ବିଜୟଓ୍ବାଡାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କର ଯକ୍ଷ୍ମା ଓ କୋଭିଡ୍‌ରେ ମୃତ୍ୟୁ ହୋଇଥିବା ସରକାରୀ...

ଲଖ୍‌ଭିଙ୍କୁ ମିଳିବ ମାସିକ ଖର୍ଚ୍ଚ

ନୂଆଦିଲ୍ଲୀ, ୧୨।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଲଶ୍କର-ଇ-ତୋଇବା ନେତା ଜାକିଉର ରେହମନ ଲଖ୍‌ଭିଙ୍କୁ ତାଙ୍କ ଆକାଉଣ୍ଟରୁ ମୌଳିକ ଖର୍ଚ୍ଚ ଯୋଗାଇଦେବାକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ଅନୁମତି ପ୍ରଦାନ କରିଛନ୍ତି, ଯାହା ଭାରତ ପାଇଁ ଚିନ୍ତାର କାରଣ ହୋଇଛି।...

କେନ୍ଦ୍ର, ମମତା ମୁହଁ।ମୁହିଁ

ନୂଆଦିଲ୍ଲୀ/କୋଲକାତା, ୧୨।୧୨: ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗାଡ଼ି ଉପରକୁ ଆକ୍ରମଣ ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟ ମାଗିଥିଲେ...

ବର କନ୍ୟା ମୁଣ୍ଡରେ ସିନ୍ଦୁର ଦେଲାପରେ ଭାଙ୍ଗି ଗଲା ବାହାଘର: କନ୍ୟାଙ୍କ ସାନଭଉଣୀକୁ ଉଠାଇ ନେଲେ ବର

ବାଲ୍ୟ ବିବାହକୁ ପୋଲିସ ଦ୍ୱାରା ରୋକା ଯିବାରୁ ବର ରାଗି କରି କନ୍ୟାଙ୍କ ଭଉଣୀଙ୍କୁ ଉଠାଇ ନେଇଥିଲେ। ପରେ ପୋଲିସ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ବରଙ୍କ ସମ୍ପର୍କୀୟ ମହିଳାଙ୍କୁ ଗିରଫ କରାଯାଇଛି। ହେଲେ...

କୃଷକ ଆନ୍ଦୋଳନ: ସିଙ୍ଘୁ ସୀମାରେ ମୁତୟନ ଦୁଇ ଆଇପିଏସ୍‌ ଅଫିସର କରୋନା ପଜେଟିଭ

ନୂଆଦିଲ୍ଲୀ,୧୧।୧୨: ହରିୟାଣା-ଦିଲ୍ଲୀର ସିଙ୍ଘୁ ସୀମାରେ ଦୀର୍ଘ ୧୬ ଦିନ ହେଲା ଚାଲିଥିବା କୃଷକ ଆନ୍ଦୋଳନଠାରେ ମୁତୟନ ହୋଇଥିବା ଦୁଇ ଆଇପିଏସ୍‌ ଅଫିସର କରୋନାରେ ଆକ୍ରାନ୍ତ। ଦିଲ୍ଲୀ ପୋଲିସ ଅନୁଯାୟୀ, ଉଭୟ ଅଫିସର ଏବେ ହୋମ ଆଇସୋଲେଶନରେ ଅଛନ୍ତି। ଆଉଟର ନର୍ଥ...

ସାଧାରଣତନ୍ତ୍ର ଦିବସର ଶୋଭା ବଢ଼ାଇବ ରାମ ମନ୍ଦିର ମେଢ଼

ନୂଆଦିଲ୍ଲୀ,୧୧।୧୨: ପ୍ରତ୍ୟେକ ବର୍ଷ ଜାନୁୟାରୀ ୨୬ ତାରିଖ ତଥା ସାଧାରଣତନ୍ତ୍ର ଦିବସ ପୂରା ଦେଶରେ ବେଶ ଧୂମଧାମରେ ପାଳନ କରାଯାଏ। ଏଥି ନେଇ ମାସେ ଆଗରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି। କିନ୍ତୁ ଆସନ୍ତା ବର୍ଷର ସାଧାରଣତନ୍ତ୍ର ଦିବସ ଦେଶବାସୀଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri