ଜାତୀୟ

ପ୍ରଧାନମନ୍ତ୍ରୀ ଆମ କଥା ନ ଶୁଣିଲେ ରେଲୱେ ଟ୍ରାକ୍‌ରେ ହେବ ଧାରଣା: କୃଷକ ନେତା

ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୫ ଦିନ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଯେଉଁ ପ୍ରସ୍ତାବ ଦିଆଯାଇଥିଲା ସେଥିରେ କୃଷକ ସଙ୍ଗଠନ...

ଡିସେମ୍ବର ୧୪ରୁ ଦଶମ, ଦ୍ୱାଦଶ ଶିକ୍ଷାର୍ଥିଙ୍କ ପାଇଁ ଖୋଲିବ ସ୍କୁଲ: କରୋନା ଯାଞ୍ଚ ପରେ କ୍ଲାସକୁ ଯିବାକୁ ମିଳିବ ଅନୁମତି

ଚଣ୍ଡିଗଡ଼,୧୦।୧୨: କରୋନା ମହାମାରୀ ମଧ୍ୟରେ ହରିଆଣାରେ ପୁଣିଥରେ ଡିସେମ୍ବର ୧୪ରୁ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରତିଦିନ ସକାଳ...

ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣା ଏକ ଡ୍ରାମା: ମମତା

କୋଲକାତା,୧୦ ।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଗତ ୩ ଦିନ ହେବ ପ୍ରଦର୍ଶନ ଜାରି ରଖିଥିଲା । ଗୁରୁବାର ଅନ୍ତିମ ଦିନରେ ଦଳ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା...

ଭଗବାନ ଆମ ଜୀବନ ବଞ୍ଚାଇ ଦେଲେ: ସମ୍ବିତ ପାତ୍ର

କୋଲକାତା,୧୦।୧୨-ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ କାର ଉପରକୁ ଗୁରୁବାର ଆକ୍ରମଣ ହୋଇଛି। ଫଳରେ କାରର କାଚ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ଦୁର୍ବୃତ୍ତମାନେ ଅତର୍କିତ ତାଙ୍କ କାର ଉପରକୁ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏ ନେଇ...

ସ୍ମୃତି ଇରାନିଙ୍କ ଚପଲକୁ ନେଇ କମେଣ୍ଟ କଲେ ଯୁଜର ଉତ୍ତର ରଖିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ସୋସିଆଲ ମିଡିଆରେ ନିଜର ହ୍ୟୁମର ବା ମଜାଳିଆ କଥାକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଏମିତିକି ବେଳେ ବେଳେ ତାଙ୍କ ଫଲୋୟର୍ସଙ୍କ ଦ୍ୱାରା ପଚରାଯାଇଥିବା ଅଦ୍ଭୁତ ପ୍ରଶ୍ନର ଉତ୍ତର ଦେଇ...

ଉତ୍ତର କୋରିଆ ସହ ସମାନ ପଶ୍ଚିମବଙ୍ଗ ପରିସ୍ଥିତି: ଜ୍ୟୋତିର୍ମୟ ମହତୋ

କୋଲକାତା,୧୦ ।୧୨: ପଶ୍ଚିମବଙ୍ଗରେ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଜ୍ୟୋତିର୍ମୟ ସିଂ ମହତୋ । ସେ କହିଛନ୍ତି ପଶ୍ଚିମବଙ୍ଗ ପରିସ୍ଥିତି ଏବେ ଉତ୍ତର କୋରିଆ...

ବୁଲେଟ୍ ଫ୍ରୁଫ୍ ଗାଡି ଯୋଗୁ ବଞ୍ଚିଗଲି: ନଡ୍ଡା

କୋଲକାତା,୧୦ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପଶ୍ଚିମ ବଙ୍ଗ ଗସ୍ତର ଶେଷ ଦିନରେ ତାଙ୍କ ରାଲି ଉପରେ ଆକ୍ରମଣ ହୋଇଥିଲା । ଏହାପରେ ସେ ଦକ୍ଷିଣ ୨୪ ପ୍ରଗଣାରେ ଏକ ସଭାକୁ ସମ୍ବୋଧିତ କରିଥିଲେ ।...

ବିବାହ ଉତ୍ସବରେ ବ୍ୟାପିଲା କରୋନା: ବରଙ୍କ ମୃତ୍ୟୁ, କନ୍ୟା ସମେତ ୯ ଆକ୍ରାନ୍ତ

ଲକ୍ଷ୍ନୌ,୧୦ା୧୨: ଉତ୍ତରପ୍ରଦେଶର ଫିରୋଜାବାଦରୁ ଏକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଗୋଟିଏ ପରିବାରର ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତଙ୍କ ମଧ୍ୟରେ ବରଙ୍କ ମୃତ୍ୟୁ ଘଟିଥିବା ବେଳେ ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ୧୦ ଦିନ ପୂର୍ବରୁ ଉଭୟ...

ଆତ୍ମହତ୍ୟା କଲେ ୨୮ ବର୍ଷୀୟ ପ୍ରତିଷ୍ଠିତ ଯୁବ ବ୍ୟବସାୟୀ, ଡାଏରୀରେ ଲେଖିଲେ ଆଇ ଲଭ୍‌ ୟୁ…

ମୁମ୍ବାଇ,୧୦ା୧୨: ମୁମ୍ବାଇସ୍ଥିତ ୪ଟି ଇଭେଣ୍ଟ କମ୍ପାନୀର ମାଲିକ ତଥା ପ୍ରତିଷ୍ଠିତ ଯୁବ ବ୍ୟବସାୟୀ ଆତ୍ମହତ୍ୟା କରିଛନ୍ତି। ତେବେ ପ୍ରେମ ସମ୍ପର୍କ ଯୋଗୁ ସେ ଇନ୍ଦୋରରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ଦଦନ୍ତରୁ ଜାଣିବାକୁ ପାଇଛି। ପୋଲିସ ଘଟଣାସ୍ଥଳରୁ...

ସ୍ବଦେଶୀ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା: ଆମେରିକା-ରୁଷ୍‌-ଚାଇନା ସହିତ ସମକ୍ଷକ ଭାରତ

ନୂଆଦିଲ୍ଲୀ, ୧୦।୧୨: ଦେଶରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା ମିଳିଛି। ଏହାଦ୍ୱାରା ଆମେରିକା,ରୁଷ୍‌ ଏବଂ ଚାଇନା ସହିତ ଭାରତ ସମକ୍ଷକ ହୋଇପାରିଛି। ଆମେରିକା ଜିପିଏସ୍‌ ପ୍ରସ୍ତୁତ କରିଥିବାବେଳେ ରୁଷ୍‌ରେ ଗ୍ଲୋନେସ୍‌, ଚାଇନାରେ ବେଇଦାଉ ନାଭିଗେଶନ ସିଷ୍ଟମ୍‌...

ଲୋକତନ୍ତ୍ର ଭାରତର ସଂସ୍କାର:ମୋଦି

ନୂଆଦିଲ୍ଲୀ,୧୦।୧୨: ଲୋକତନ୍ତ୍ର ଭାରତର ସଂସ୍କାର। ଏହା କେବେ ଶେଷ ହେବ ନାହିଁ। ସବୁବେଳେ ଏହା ଜାରି ରହିବ। ନୂଆ ସଂସଦ ଭବନର ଶିଳାନ୍ୟାସ କରି ଗୁରୁବାର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ନୂଆ ସଂସଦ ଭବନ ଭାରତର ଆବଶ୍ୟକତା।...

ସିନ୍ଧୁ ସଭ୍ୟତା ଲୋକେ ଥିଲେ ମାଂସାହାରୀ

ନୂଆଦିଲ୍ଲୀ/କେମ୍ବ୍ରିଜ୍‌,୧୦।୧୨: ସିନ୍ଧୁ ସଭ୍ୟତା ଲୋକେ ମାଂସାହାରୀ ଥିଲେ। ଏହା ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଏସମ୍ପର୍କିତ ତଥ୍ୟ ଜର୍ନାଲ ଅଫ୍‌ ଆର୍କିୟୋଲୋଜିକାଲ ସାଇନ୍ସ୍‌ରେ ପ୍ରକାଶିତ ହୋଇଛି। ଏଥିରେ ସିନ୍ଧୁ ସଭ୍ୟତା ଲୋକଙ୍କର ଖାଦ୍ୟପାନୀୟ ବିଷୟରେ କେତେକ ଅଜଣା କଥା ଉଲ୍ଲେଖ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri